୫ରେ ସବୁ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜରେ ତାଲାପକାଇବ ବିଜେପି
ବେକାରୀ ସମସ୍ୟା ଉକ୍ରଟ ରୂପ ଧାରଣ କଲାଣି। ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜରେ ପଞ୍ଜୀକୃତ ହୋଇଥିବା ଯୁବକଯୁବତୀଙ୍କୁ ନିଯୁକ୍ତି ମିଳୁନି କି ଏଥିରେ ପଞ୍ଜୀକରଣ ପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରାଯାଉନି। ସରକାରୀ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜଗୁଡ଼ିକ ଏବେ ବିଜେଡି କର୍ମୀଙ୍କ ଆଡ୍ଡାସ୍ଥଳ ଓ ସରକାରୀ…