ଫୋନି ବାତ୍ୟା ସଚେତନ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ ବିଜେପି କର୍ଯ୍ୟକର୍ତା…
ଭୁବନେଶ୍ୱର:ନିରପେକ୍ଷ ଖବର,୦୨/୦୫: ଓଡିଶାରେ ସମ୍ଭାବ୍ୟ ଫୋନି ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଜେପି କାର୍ଯ୍ୟକର୍ତାମାନେ ଜନସାଧାରଣଙ୍କୁ ସଚେତନ କରାଇବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ । ନିଜ ନିଜ ଅଂଚଳର
କାର୍ଯ୍ୟକର୍ତାମାନେ ସଜାଗ ରହି ଲୋକଙ୍କୁ ସର୍ତକ କରାଇବେ । ସହ…