Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space
Daily Archives

November 28, 2019

ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମିଥ୍ୟା ଉତ୍ତର ପ୍ରସଙ୍ଗ

ବାରିପଦା(ନିରପେକ୍ଷ ଖବର)ତା-୨୮/ନଭେମ୍ବର/୨୦୧୯-ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣର ବିଭାଗୀୟ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ପ୍ରଦତ୍ତ ଉତ୍ତର ମିଥ୍ୟା ଜାଣି ବିଧାନସଭା ବାଚସ୍ପତିଙ୍କ ଜରିଆରେ ବଡ଼ସାହି ବିଧାୟକ ସନାତନ ବିଜୁଳି ବିଶେଷ ଅଧିକାର କ୍ଷୂର୍ଣ୍ଣ ପ୍ରସ୍ତାବ(ପ୍ରିଭିଲେଜ ମୋସନ) ନୋଟିସ ଆଗତ…

‘ସର୍ବସାଧାରଣ’ଖବରକାଗଜ ବାର୍ଷିକ ଉତ୍ସବ….

ଭୁବନେଶ୍ୱର,ନିରପେକ୍ଷ ଖବର:୨୮/୧୧/୨୦୧୯ ଆଜି ‘ସର୍ବସାଧାରଣ’ଖବରକାଗଜର ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ପ୍ର. ଗଣେଶୀଲାଲ ଏପରି ବକ୍ତବ୍ୟ ପ୍ରଦାନ କରିଛନ୍ତି । ‘ସର୍ବସାଧାରଣ’ କାର୍ଯର୍୍ୟାଳୟ ପରିସରରେ ଅନୁଷ୍ଠିତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ରାଜ୍ୟପାଳ…

ନବନିଯୁକ୍ତ ଅଧ୍ୟାପକଙ୍କ ପାଇଁ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ…

ଭୁବନେଶ୍ୱର,ନିରପେକ୍ଷ ଖବର, ୨୮/୧୧ଶିକ୍ଷା ଦ୍ୱାରା ସମାଜରେ ନୂତନ ସୁଯୋଗ ଓ ସମ୍ଭାବନା ସୃଷ୍ଟି ହୋଇପାରିବ । ତେଣୁ ଶିକ୍ଷକତାକୁ ଏକ ବୃତ୍ତି ନଭାବି ବ୍ରତ ଭାବରେ ଗ୍ରହଣ କରିବାକୁ ପଡ଼ିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର…

ପୁଣି ଚର୍ଚ୍ଚାରେ ବିଜେଡ଼ି ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ରମ…

ବାରିପଦା(ନିରପେକ୍ଷ ଖବର)ତା-୨୮/ନଭେମ୍ବର/୨୦୧୯-ରାଜ୍ୟସଭା ଶୀତକାଳୀନ ଅଧୀବେଶନରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ରୋପ-ୱେ ନିର୍ମାଣ ଏବଂ ପର୍ଯ୍ୟଟନ ବିକାଶ ପାଇଁ ଆଜି ପୁଣି ଦାବି କଲେ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବମ। ବାଚସ୍ପତିଙ୍କ ଧ୍ୟାନ ଆକର୍ଷଣ କରି କରି ଶ୍ରୀମତୀ…

‘ପଣ୍ଡିତ ନୀଳକଂଠଙ୍କ ‘ଓଡ଼ିଆ ସାହିତ୍ୟର କ୍ରମପରିଣାମ’ କ୍ଲାସିକ୍‌ ମର୍ଯ୍ୟାଦାର ଗ୍ରନ୍ଥ’

ଭୁବନେଶ୍ୱର ନିରପେକ୍ଷ ଖବର, ୨୭/୧୧/୨୦୧୯ ପ୍ରସିଦ୍ଧ ସାହିତି୍ୟକ, ଶିକ୍ଷାବିତ୍‌, ବାଗ୍ମୀ ପଣ୍ଡିତ ନୀଳକଂଠ ଦାସଙ୍କ ରଚିତ ‘ଓଡ଼ିଆ ସାହିତ୍ୟର କ୍ରମପରିଣାମ’ରେ ସାହିତ୍ୟକୁ ସମାଜ ବିକାଶର ପ୍ରକାଶ ଭାବରେ କଳନା କରାଯାଇଛି । ସମାଜର ଚଳଣି, ଚାହାଣି ଓ ଚମକର ବ୍ୟାଖ୍ୟାନପୂର୍ବକ ସମାଜ ଏବଂ ସଭ୍ୟତାର…