ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର,ନିରପେକ୍ଷ ଖବର: ୧୮/୧୨/୨୦୧୯ ଉତ୍ତରାଖଣ୍ଡ ବିଧାନସଭା ଆନୁକୂଲ୍ୟରେ ଡେରାଡୁନ୍ଠାରେ ଆୟୋଜିତ ୭୯ତମ ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଯୋଗଦେଇଛନ୍ତି । ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…