Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space
Yearly Archives

2019

ପାଟକୁରାରେ ପୁଲିସର ବର୍ବର କାଣ୍ଡ….

ବାରିପଦା, ନିରପେକ୍ଷ ଖବର(୧୮/ଜୁଲାଇ/୨୦୧୯)-କେନ୍ଦ୍ରାପଡ଼ା ଜିଲ୍ଳାର ପାଟକୁରାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ପୁଲିସର ଦୁର୍ବ୍ୟବହାର ବିରୋଧରେ ମୟୁରଭଞ୍ଜର ସାମ୍ବାଦିକମାନେ ମିଳିତ ହୋଇ ଜିଲ୍ଲାପାଳଙ୍କ ଅଫିସ ସମ୍ବୁଖରେ ପ୍ରତିବାଦ ସଭା କରିଛନ୍ତି।ପାଟକୁରାରେ ପୁଲିସର ବର୍ବର…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ…….

ବାରିପଦା,ନିରପେକ୍ଷ ଖବର:(୧୮/ଜୁଲାଇ/୨୦୧୯) ଭିଜିଲାନ୍ସ ଜାଲରେ ପଡିଲେ ମୟୁରଭଞ୍ଜ ଜିଲ୍ଲାର ସହକାରୀ ଯନ୍ତ୍ରୀ। ବାରିପଦାସ୍ଥିତ ଖୁଦ୍ରଜଳସେଚନ ବିଭାଗରେ କାର୍ଯ୍ୟରତ ଥିବା ଏହି ସହକାରୀ ଯନ୍ତ୍ରୀ ଜଣଙ୍କ ହେଲେ ହୃଦେଶ୍ୱର ବେହେରା ବାରିପଦାରେ ଥିବା ତାଙ୍କ ନିଜ ଘର, ଭୁବନେଶ୍ୱରରେ ଥିବା ଫ୍ଲାଟ…

ଜାତୀୟ ହସ୍ତତନ୍ତ ଦିବସ ୨୦୧୯ ପାଳନ ପାଇଁ ପ୍ରସ୍ତୁତି ବୈଠକ …

ଭୁବନେଶ୍ୱର ,ନିରପେକ୍ଷ ଖବର: ୧୭/୦୭/୨୦୧୯ ଆସନ୍ତା ଅଗଷ୍ଟ ୭ ତାରିଖରେ ଜାତୀୟ ହସ୍ତତନ୍ତ ଦିବସ ୨୦୧୯ ପାଳନ ନିମନ୍ତେ ଆଜି ପୂର୍ବାହ୍ନରେ ସଚିବାଳୟସ୍ଥିତ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମ୍ମିଳନୀ କକ୍ଷରେ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଏକ…

ପାଟକୁରା ରାଜନୀତି ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ..

ପାଟକୁରା,ନିରପେକ୍ଷ ଖବର:୧୭/୦୭/୧୯:ପାଟକୁରା ରାଜନୀତି ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ ହୋଇ ଛିଡା ହୋଇଛି। ବିଜେଡିର ଗଣ୍ଡାଗଣ୍ଡା ମନ୍ତ୍ରୀ ଓ ବିଧାୟକ ପାଟକୁରାରେ ଡେରା ପକାଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପାଟକୁରାରେ…

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଲେ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ….

ଦିଲ୍ଲୀ, ନିରପେକ୍ଷ ଖବର:୧୬/୦୭/୧୯ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଲେ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ କରିଯାଇଛି। ଆନ୍ଧ୍ରପ୍ରଦେଶ ପାଇଁ ନୂଆ ରାଜ୍ୟପାଳଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ…

ହୋଟେଲରେ ଜଣେ ଯୁବକର ସନ୍ଧେହ ଜନକ ମୃତ୍ୟୁ

ବାରିପଦା,ନିରପେକ୍ଷ ଖବର:୧୬/ଜୁଲାଇ ୨୦୧୯(ମଙ୍ଗଳବାର)- ସ୍ଥାନୀୟ ଏକ ହୋଟେଲରୁ ଜଣେ ଯୁବକର ସନ୍ଧେହ ଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ଥାନା ପୁଲିସ୍ ଏହି ମୃତ ଦେହକୁ ଉଦ୍ଧାର କରିଛି। ମଙ୍ଗଳବାର ଅପରାହ୍ନ 2ଟା ସମୟରେ ବାରିପଦା ସହର ମଧ୍ୟ ଭାଗରେ ଥିବା ଅପର୍ଣ୍ଣା ହୋଟେଲରୁ ଏକ…

ପାଟକୁରା ନିର୍ବାଚନ ସରିବା ଯାଏଁ ବିଧାନସଭାକୁ ବନ୍ଦ ରଖ: ବିରୋଧୀ

ଭୁବନେଶ୍ୱର, ନିରପେକ୍ଷ ଖବର:୧୫/୦୭/୧୯ ଆଜି ଗୃହରେ ଅଧିକାଂଶ ମନ୍ତ୍ରୀ ଓ ବିଧାୟକଙ୍କ ଦେଖା ମିଳିନିଥିଲା । ଆଉ ଏହା ଦେଖି ବିରୋଧୀ କହିଥିଲେ, ଯଦି ମନ୍ତ୍ରୀ ନାହାଁନ୍ତି ତେବେ ବନ୍ଦ କରିଦିଆଯାଉ ବିଧାନସଭା । କିନ୍ତୁ ବାସ୍ତବ କଥା ହେଲା, ପାଟକୁରା ନିର୍ବାଚନ ପାଇଁ ଶାସକ ଦଳର ବିଧାୟକ ଓ…

ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ

ବାରିପଦା, ନିରପେକ୍ଷତା ଖବର:୧୬/ଜୁଲାଇ/୨୦୧୯( ସୋମବାର): ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ। ଏବେବି ତିନି ଗୁରୁତର ହସ୍ପିଟାଲରେ ମୃତ୍ୟୁ ସହ ଲଢେ଼ଇ କରୁଛନ୍ତି। ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ନମ୍ବର ଜାତୀୟ ରାଜପଥ ଆଗରିଆ ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ଶାନ୍ତିଶୃଙ୍ଖଳାର ସହ…

ବିରିପଦା, ନିରପେକ୍ଷ ଖବର:୧୪/ଜୁଲାଇ/୨୦୧୯,(ରବିବାର) ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ରୀତିନୀତି ଅନୁସାରେ ଶାନ୍ତିଶୃଙ୍ଖଳାର ସହ ସମ୍ପୂର୍ଣ୍ଣ ହୋଇଯାଇଛି। ବିଶେଷକରି ପରମ୍ପରା ଅନୁଯାୟୀ ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ…

ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର….

ପୁରୀ, ନିରପେକ୍ଷ ଖବର: ପୁରୀ ଜିଲ୍ଲା ଅନ୍ତର୍ଗତ ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର। ମୃତକ ମାନେ ସତ୍ୟବାଦୀ ବିରାମଚନ୍ଦ୍ରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ବେହେରାଙ୍କ ଭାଇ ଓ ପୁତୁରା। ଆଜି ସନ୍ଧ୍ୟା ୫ଟାରେ ଦୁର୍ବୁର୍ତ ମାନେ ଆକ୍ରମଣ କରିଥିଲେ ଘଟଣା ସ୍ଥଳରେ ତିନି ଜଣ ମୃତ୍ୟୁ।…

ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର…

ପୁରୀ, ନିରପେକ୍ଷ ଖବର:୧୩/୦୭/୧୯ ଶ୍ରୀକ୍ଷେତ୍ରରେ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର। ମହଣ ମହଣ ସୁନାରେ ସଜେଇ ହୋଛନ୍ତି ଶ୍ରୀଜିଉ । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ତିନି ଠାକୁରଙ୍କୁ ଦେଖିବାକୁ ଶ୍ରୀମନ୍ଦିର ଆଗରେ ଭକ୍ତଙ୍କ ଭିଡ । ପୁରାତନ କଥା ଅନୁସାରେ…

ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ..

 ବାରିପଦା,୧୨/୦୭(ନିରପେକ୍ଷ ଖବର): ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୁର୍ତ ହୋଇଛି। ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ତିନି ଦିନ ହେଲା ମେଡ଼ିକାଲ ପରିସରରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ଫଳରେ…

ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେଵ ଜୀଉ କଁ ସୁନାବେଶ…

ବାରିପଦା,ନିରପେକ୍ଷ ଖବର :୧୨,ଜୁଲାଇ,୨୦୧୯(ଶୁକ୍ରବାର): ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରେ ଶ୍ରୀଶ୍ରୀ ହରିବଳଦେଵ ଜୀଉ କଁ ମାଉସୀ ମା’ ମନ୍ଦିରରେ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ଚତୁର୍ଦ୍ଧା ମୁରତି ଆଡ଼ପମଣ୍ଡପ ବେଦିରେ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। କଥିତ ଅଛି ଆଜିର…

ମଲ୍ ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ହେଉଛି ଅତ୍ୟାଚାର…

ଭୁବନେଶ୍ୱର, ନିରପେକ୍ଷ ଖବର:ରାଜଧାନୀରେ ଥିବା ମଲ୍  ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ଅକଥନୀୟ ଅତ୍ୟାଚାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିକି ମଲ୍ ରେ  କାମ କରୁଥିବା ମହିଳା କର୍ମଚାରୀଙ୍କର ଡିଉଟି ସରିବା ପରେ ମଧ୍ୟ ରାତିରେ କାମ କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ…

ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନ..

ବାରିପଦା,ନିରପେକ୍ଷ ଖବର:: ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀମାନଙ୍କୁ ଉପଯୁକ୍ତ ଦରମା ଦିଆଯାଉନଥିବା ଅଭିଯୋଗ କରି ମେଡିକାଲ ପରିସରରେ ସଫେଇ କରୁଥିବା କର୍ମଚାରୀମାନେ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନର ଡାକରା ଦେଇଛନ୍ତି । ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ…

୧୫୫ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ଅନୁଷ୍ଠିତ..

ଭୁବନେଶ୍ୱର:ନିରପେକ୍ଷ ଖବର, ତା ୧୧/୦୭/୨୦୧୯, ରାଜ୍ୟର ଦୂରଦୂରାନ୍ତ ଏବଂ ପଛୁଆ ଅଞ୍ଚଳଗୁଡ଼ିକରେ ବ୍ୟାଙ୍କ ସେବାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ତଥା ରାଜ୍ୟର ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ଗଠନମୂଳକ ଭୂମିକା ନିର୍ବାହ କରି ଆସିଛନ୍ତି । ଏହି ପ୍ରସଙ୍ଗରେ ଆଜି ଅନୁଷ୍ଠିତ…

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

*ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ରେଳ ପାଇଁ ଓଡିଶାକୁ ୫ ହଜାର ୯୯୩ କୋଟି ଅର୍ଥ ବଡ ବ୍ୟୟବରାଦ ଭାରତକୁ ଆଗେଇ ନେବ *ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି *ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା…

କୃଷି ଆପଦକାଳୀନ ପ୍ରସ୍ତୁତ ବୈଠକ ‘ଖରିଫ୍‌-୨୦୧୯’

ଭୁବନେଶ୍ୱର, ନିରପେକ୍ଷ ଖବର: ୧୦ ଜୁଲାଇ, ୨୦୧୯ ବନ୍ୟା, ବାତ୍ୟା, ମରୁଡ଼ି, ବିଳମ୍ବ ମୌସୁମୀ ବର୍ଷା ଆଦି ଆପଦକାଳୀନ ପରିସ୍ଥିତିର ସଫଳ ମୁକାବିଲା କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରସ୍ତୁତ ରହିଛି । କୃଷି ନିର୍ଦ୍ଦେଶାଳୟ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଓ…

ଟ୍ରେନ ଲାଇନରେ ଶୋଇଥିବା ବେଳେ ଟ୍ରେନ ଚଢ଼ିଗଲା….

ବାରିପଦା, ନିରପେକ୍ଷ ଖବର:ଟ୍ରେନ ଲାଇନରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରେନ। ଫଳରେ ଜଣେ ଲୋକକୁ ଦୁଇଟି ଗୋଡ଼ ହରାଇବାକୁ ପଡିଛି। ଭଂଜପୁର ଷ୍ଟେସନରୁ ବାଲେଶ୍ବର ଏକ ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ବାଘଡା ରୋଡ଼ ମଝିରେ ଏହି ଦୁର୍ଘଟଣା ଘଟିଛି। ଟ୍ରେନ ଡ୍ରାଇଭର ଆଖୀ ସାମ୍ନାରେ ଏହି ଦୁର୍ଘଟଣା…

ରାଜଭବନରେ ବନ ମହୋତ୍ସବ …

ଭୁବନେଶ୍ୱର :ନିରପେକ୍ଷ ଖବର, ୦୬/୦୭/୨୦୧୯ ବନ ମହୋତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜଭବନ ପରିସରରେ ଚାରା ରୋପଣ କରିଛନ୍ତି । ‘ଫନି’ରେ କ୍ଷତିଗ୍ରସ୍ତ ରାଜଭବନର ସବୁଜିମା ଫେରାଇ ଆଣିବା ପାଇଁ ଉଦ୍ୟମ କରିବା ସହ ନିଜ ନିଜ ସ୍ତରରେ ବୃକ୍ଷ ରୋପଣକୁ ପ୍ରୋତ୍ସାହିତ କରିବାକୁ…