Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space
Yearly Archives

2019

ଭୁବନେଶ୍ୱର ଏକାମ୍ରଠାରେ ଆରମ୍ଭ ହେଲା ବିଜେପିର ସଙ୍ଗଠନ ପର୍ବର ‘ସଦସ୍ୟତା ସଂଗ୍ରହ ଅଭିଯାନ’

* ପ୍ରତିବୁଥରେ ସଦସ୍ୟତା ଗ୍ରହଣ କରାଯିବା ସହ ବୃକ୍ଷରୋପଣ କରାଯିବ :ଧର୍ମେନ୍ଦ୍ର ପ୍ରଧାନ *ଗୋଟିଏ ଟିମ୍ ଗୋଟିଏ ଲକ୍ଷ୍ୟ ରଖି ସଦସ୍ୟତା ଅଭିଯାନକୁ ସଫଳ କରାଇବାର ସଂକଳ୍ପ ନିଆଯାଇଛି : ଅପରାଜିତା ଷଡଙ୍ଗୀ *ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମଦିନରେ ରାଜ୍ୟରେ…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥଟଣା ସମ୍ପୂର୍ଣ୍ଣ..

ବାରିପଦା, ନିରପେକ୍ଷ ଖବର:୬/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ସ୍ୱତନ୍ତ୍ର ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି। ବିଶେଷକରି ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ ଟାଣିବାର ସୁଯୋଗ ପାଇଥାନ୍ତି। ଯାହା ବିଶ୍ୱରେ ଏଭଳି…

ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା “ଏପି’’ ସିରିଜର ଉଠାଣ..

ଭୁବନେଶ୍ୱର :ନିରପେକ୍ଷ ଖବର, ତା ୦୬/୦୭/୨୦୧୯, ଓଡ଼ିଶା ସରକାରଙ୍କର ଅର୍ଥ ବିଭାଗର ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନାର ୪୧ ତମ ଉଠାଣ (ଏପି ସିରିଜ) ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ମୁଖ୍ୟ ବିଚାରପତି ଶ୍ରୀଯୁକ୍ତ…

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ …

ଭୁବନେଶ୍ୱର: ନିରପେକ୍ଷ ଖବର, ୦୫/୦୬/୨୦୧୯ ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଅଧ୍ୟକ୍ଷତା କରିବା ସହିତ ନିର୍ବାଚନ ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଓ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ବିଭାଗୀୟ ବରିଷ୍ଠ…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ହେଲା ଉତ୍ସବ ମୁଖର…

ବାରିପଦା,ନିରପେକ୍ଷ ଖବର:୫/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପ୍ରଭୁ ବଳଭଦ୍ରଙ୍କର ରଥ ଟଣା ଯାଇଥିବା ବେଳେ ସନିବାର ଅପରାହ୍ନ 2.30 ମିନିଟ ସମୟରେ ପ୍ରଭୁ ଜଗନ୍ନାଥଙ୍କ ରଥ ଟଣା ଯିବ। ମା'…

ଦ୍ୱିତୀୟ ଶ୍ରକ୍ଷେତ୍ର ଭାବେ ପରିଚିତ ବାରିପଦା ହରିବଳଦେଵ ଜୀଉଙ୍କ ପହଣ୍ଡି ବିଜେ ।

ବାରିପଦା ,ନିରପେକ୍ଷ ଖବର:୪ ଜୁଲାଇ ୨୦୧୯(ଗୁରୁବାର)  ଆଜି ବାରିପଦା ସ୍ଥିତ ହରିବଳଦେଵ ଜୀଉ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ସମ୍ପନ୍ନ ହୋଇଯାଇଛି। ଆଜି ସକାଳ ୮ ଘଟିକାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା।ଦିବା ୪ ଘଟିକା ସମୟ ରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ…

ସୂଚନା ଓ ଲୋକସଂପର୍କ ବିଭାଗରେ ଅବସରକାଳୀନ ସଭା ..

ଭୁବନେଶ୍ୱର, ନିରପେକ୍ଷ ଖବର:୦୧/୦୭/୨୦୧୯ ଚାକିରି ଜୀବନର ଅଭିଜ୍ଞତା, ଅନୁଭବ ଓ ସଂପର୍କକୁ ଆଧାର କରି ଅବସର ଜୀବନକୁ ଅଧିକ ଅର୍ଥପୂର୍ଣ୍ଣ  କରିବା ପାଇଁ ବିଭାଗର ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନେ ଖସଡ଼ା ପ୍ରସ୍ତୁତ କରିବାକୁ ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଶ୍ୱଭୂଷଣ ହରିଚନ୍ଦନ ..

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୦୧/୦୭: ଓଡିଶା ବିଜେପିର ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ କାର୍ଯ୍ୟକାରଣୀ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆଜି ନୂଆ ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୈାଜନ୍ୟ ମୂଳକ ସାକ୍ଷାତ କରି ତାଙ୍କ ରଚିତ ଆତ୍ମଜୀବନୀ ପୁସ୍ତକ…

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ…

ଭୁବନେଶ୍ବର,ନିରପେକ୍ଷ ଖବର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆଜିଠାରୁ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଉତ୍ତର ଓ ଉପକୂଳ ଓଡ଼ିଶା ସମେତ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି। ଲଘୁଚାପ ଅଧିକ ଘନୀଭୂତ ହେଉଥିବାରୁ ଆସନ୍ତା ୪୮ଘଣ୍ଟା…

ଧାନ କ୍ରୟ ନସରିବା ପର୍ଯ୍ୟନ୍ତ ମଣ୍ଡି ଖୋଲାରଖିବା ପାଇଁ ଦାବି କଲା କୃଷକମୋର୍ଚ୍ଚା..

*ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲାଯାଇନଥିବାରୁ ହଜାର    ହଜାର କ୍ୱିଂଟାଲ ଧାନ ଖତ ଖାଉଛି.. *ଧାନ ଅମଳ ସରିବା ପରେ ବି ଚାଷୀ ତାର ଧାନ ବିକ୍ରି କରିପାରୁନାହିଁ.. *ମଣ୍ଡିରେ ଧାନ ବିକ୍ରି କରିନପାରି ଅସାଧୁ ମିଲର ମାନଙ୍କୁ କ୍ୱିଂଟାଲ ପିଛା ୯୦୦ ରୁ ୧୦୦୦ ଟଙ୍କାରେ ବିକ୍ରି…

ଭୁବନେଶ୍ୱର ସାହିତ୍ୟ ସମାଜ ଅଧିବେଶନ ଭକ୍ତି ସାହିତ୍ୟ କାଳଜୟୀ, ଆଧ୍ୟାତ୍ମିକତା ଏହାର ଆଧାର

ଭୁବନେଶ୍ୱର,ନିରପେକ୍ଷ ଖବର: ୩୦/୦୬/୨୦୧୯ ଓଡ଼ିଆ ଭକ୍ତି ସାହିତ୍ୟର ପଟାନ୍ତର ନାହିଁ । ଆଧ୍ୟାତ୍ମିକତାକୁ ଆଧାର କରି ଓଡ଼ିଆଙ୍କ ଜୀବନଧାରାକୁ ପ୍ରଭାବିତ କରିଆସିଛି । ଓଡ଼ିଆ ଜାତିର ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କୁ ଉପଜୀବ୍ୟ କରି ଭକ୍ତିସାହିତ୍ୟ ସମୁନ୍ନତ ହୋଇଛି ବୋଲି ଏଠାରେ ମତପ୍ରକାଶ…

ଅଗଷ୍ଟ ମାସ ପ୍ରଥମ ସପ୍ତାହରୁ ଖୋଲିବ କଲେଜ୍‌ …. 

ଭୁବନେଶ୍ଵର,ନିରପେକ୍ଷ ଖବର:୩୦/୦୬/୨୦୧୯: ଅଗଷ୍ଟ ମାସ ପ୍ରଥମ ସପ୍ତାହରୁ ଖୋଲିବ କଲେଜ୍‌ । ସଠିକ୍ ସମୟରେ ପାଠ୍ୟକ୍ରମ ଶେଷ,ପରୀକ୍ଷା ପରିଚାଳନା ଓ ଫଳାଫଳ ପ୍ରକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଇଛି । ଶିକ୍ଷା କ୍ଷେତ୍ରରେ ବିକାଶ ଆଣିବାକୁ ଛାତ୍ରଛାତ୍ରୀଙ୍କ ଉପସ୍ଥାନ…

ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନ ବୃଦ୍ଧି ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱ..

ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୦୫/୨୦୧୯ ଉଚ୍ଚଶିକ୍ଷା ବିଭାଗର ୫୨ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମନ୍ତ୍ରୀ ଡ. ସାହୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ…

ସମାଜ’ ପକ୍ଷରୁ ଓଜସ୍ବିନୀ ଓଡିଶା ପ୍ରତିଯୋଗିତା ‘ଗୋପବନ୍ଧୁ ଭାରତର ଗର୍ବ’

ଭୁବନେଶ୍ବର,ନିରପେକ୍ଷ ଖବର:୨୯ା୬(ନି.ପ୍ର):ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ କେବଳ ରାଜ୍ୟ ନୁହେଁ ସାରା ଭାରତର ଗର୍ବ ଓ ଉଜ୍ଜଳମୟ ତାରାକା। ଛାତ୍ରଛାତ୍ରୀ ପିଲା ଗୋପବନ୍ଧୁଙ୍କ ବିଷୟରେ ଜାଣିବାର ଆବଶ୍ୟକତା ରହିଛି ବୋଲି ଶନିବାର ‘ସମାଜ’ ଭୁବନେଶ୍ବର ସଂସ୍କରଣ ପକ୍ଷରୁ ଆୟୋଜିତ ଓଜସ୍ବିନୀ ଓଡିଶା…

ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଡାକ୍ତର ଙ୍କୁ ମାଡ ଅଭିଯୋଗରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ…

ବାରିପଦା, ନିରପେକ୍ଷ ଖବର: ୨୯/୦୬/୨୦୧୯  ଆଜି ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତେଜନା ପ୍ରକାଶ ପାଇଛି। ଜଣେ ରୋଗୀଙ୍କ ସମ୍ପର୍କୀୟ ଡାକ୍ତରଙ୍କୁ ମାଡ ମରା ଯାଇଥିବାର ଅଭିଯୋଗ ହୋଇଛି। ମେଡିକାଲ ରେ ମେଡ଼ିସିନ ବିଭାଗ ରେ ଥିବା ଜଣେ ରୋଗୀଙ୍କ…

ବାରିପଦାର,ବେତାନଟି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା 4 ମୃତ୍ୟ 10 ଗୁରୁତର।

ବାରିପଦା ନିରପେକ୍ଷ ଖବର:ତା:୨୭ ବୁଧବାର ରାତି 12ଟା ସମୟ ରେ ଭୁବନେଶ୍ୱର ରୁ ବାରିପଦା ଆସୁଥିବା କଳ୍ପନା(ମା ମଙ୍ଗଳା)      ନାମକ ଏକ ଘରୋଇ ବସ ବେତାନଟି ନିକଟସ୍ଥ ଆଗରିଆ ପାଖରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି ଓ 10 ଜଣ ଗୁରୁତର ଅବସ୍ଥା ରେ ଚିକିତ୍ସିତ…

ଘରୋଇ ସ୍କୁଲର ଏଜେଂଟ ସାଜିଛନ୍ତି ରାଜ୍ୟ ସରକାର – କଂଗ୍ରେସ

ଭୁବନେଶ୍ୱର , ନିରପେକ୍ଷ ଖବର ତା ୨୭.୬.୨୦୧୯  ଓଡିଶାରେ ସରକାରୀ ସ୍କୁଲରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍ତରରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ନେଇ ସରକାରଙ୍କୁ ସମାଲୋଚନା କରିଛି କଂଗ୍ରେସ । ଘରୋଇ ସ୍କୁଲ ପ୍ରତି ଅହେତୁକ ଅନୁକମ୍ପା ହେତୁ ଆଜି ଓଡିଶାରେ ସରକାରୀ ସ୍କୁଲରେ ଶିକ୍ଷା…

ଅଶୋକ ପରିଜା ଓଡ଼ିଶାର ନୂଆ ଆଡ଼ଭୋକେଟ ଜେନେରାଲ୍ …

ଭୁବନେଶ୍ୱର, ନିରପେକ୍ଷ ଖବର : ବରିଷ୍ଠ ଆଡ଼ଭୋକେଟ ତଥା "ବରକାଉଁସିଲ୍ ଅଫ ଇଣ୍ଡିଆ"ର ପୂର୍ବତନ ଚେୟାରମ୍ୟାନ ଅଶୋକ ପରିଜାଙ୍କୁ ଓଡ଼ିଶା ସରକାର ଆଡ଼ଭୋକେଟ ଜେନରଲ୍ ଭାବେ ନିଯୁକ୍ତି କରିଛନ୍ତି।ପୂର୍ବରୁ ସୂର୍ଯ୍ୟ ପ୍ରସାଦ ମିଶ୍ର ଏହି ପଦରେ ଥିଲେ।ମାତ୍ର ୨୩ ବର୍ଷ ବୟସରୁ ଶ୍ରୀ ଅଶୋକ ପରିଜା…

ବିଜୁ ପଟ୍ଟନାୟକ ସ୍ମୁତି ଫଟୋ ଗ୍ୟାଲେରୀ ଲୋକାର୍ପିତ…

ଭୁବନେଶ୍ୱର ,ନିରପେକ୍ଷ ଖବର: ୨୩/୦୬: ରାଜଧାନୀ ଭୁବନେଶ୍ୱର ର ମାର୍କେଟ୍ ବିଲିଡିଙ୍ଗ ନିକଟରେ ବହୁ ପ୍ରତିକ୍ଷିତ ବିଜୁ ପଟ୍ଟନାୟକ ସ୍ମୁତି ଫଟୋ ଗ୍ୟାଲେରୀ ଆଜି ତା ୨୩ ଜୁନ୍ ୨୦୧୯ ପ୍ୟର୍ବାହ୍ନ ୧୧.୧୫ ମିନିଟ୍ ରେ ବିଧାନସଭା ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ହସ୍ତରେ ଉଦ୍ଘାଟିତ ହୋଇ…