Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Yearly Archives

2019

ମୟୁରଭଞ୍ଜ ଜିଲ୍ଲା ବିଜେଡି ସଙ୍ଗଠନ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ପ୍ରତିଶ୍ରୁତି ଦେଲେ ଦେବାଶିଷ ମହାନ୍ତି

ବାରିପଦା,୨୩/୦୮(ନିରପେକ୍ଷ ଖବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଓଡ଼ିଶା କୃଷି ନିଗମ ଅଧ୍ୟକ୍ଷ ଭାବେ ବିଜୁ ଜନତା ଦଳର ମୟୁରଭଞ୍ଜ ଜିଲ୍ଲା ସଭାପତି ଦେବାଶିଷ ମହାନ୍ତିଙ୍କୁ ନିଯୁକ୍ତି ଦିଆଯିବାପରେ ଶ୍ରୀ ମହାନ୍ତି ଜିଲ୍ଲାକୁ ପ୍ରଥମ ଗସ୍ତ କରିଛନ୍ତି। ଏନେଇ ଦଳୀୟ କର୍ମକର୍ତ୍ତାଙ୍କ…

ଉପନିର୍ବାଚନରେ ବିଜେଡି ସମର୍ଥିତ ପ୍ରାର୍ଥୀ ବିଜୟୀ

ବାରିପଦା(ନିରପେକ୍ଷ ଖବର)ତା- ୨୨/ଅଗଷ୍ଟ/୨୦୧୯- ସାଧାରଣ ନିର୍ବାଚନ ପରେ ପୁଣି ମୟୁରଭଞ୍ଜ ଜିଲ୍ଲା ରାଜନୀତି ସରଗରମ ହୋଇଛି। ଦୀର୍ଘ ଦିନର ନିରବତା ଏବେ ପୁଣି ଜିଲ୍ଲା ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବୁଧବାର ମୟୁରଭଞ୍ଜ ଜିଲ୍ଲା ଗୋପବନ୍ଧୁ ନଗର ବ୍ଲକ ଅଧ୍ୟକ୍ଷ ଓ ଜାମଦା ବ୍ଲକ ଉପାଧକ୍ଷ ପଦବୀ…

ଶିକ୍ଷାନୁଷ୍ଠାନରୁ ନିଖୋଜ ନବମ ଶ୍ରେଣୀରେ ପଢ଼ୁଥିବା ତିନି ଛାତ୍ର ଉଦ୍ଧାର

ବାରିପଦା(ନିରପେକ୍ଷ ଖବର)ତା-୨୧/ଅଗଷ୍ଟ/୨୦୧୯-ବାରିପଦା ସଦର ଥାନା ଅଧିନସ୍ଥ ଏକ ଘରେଇ ଶିକ୍ଷାନୁଷ୍ଠାନରୁ ନିଖୋଜ ହୋଇଥିବା ୩ ଜଣ ଛାତ୍ର ଉଦ୍ଧାର ହୋଇଛନ୍ତି। ସୂଚନା ମୁତାବକ ଗତ ୧୫ ତାରିଖ ସ୍ବାଧୀନତା ଦିବସ ଓ ରାଖୀ ବନ୍ଧନ ପାଳନ ସାରି ରାତି ପ୍ରାୟ ଗୋଟାଏ ବେଳେ ହଷ୍ଟେଲରେ ସମସ୍ତେ ସୋଇଥିବା…

ପିଆରଏମ ମେଡିକାଲରେ ରୋଗୀଙ୍କୁ ଲୁଟୁଛନ୍ତି ନର୍ସ

ବାରିପଦା(ନିରପେକ୍ଷ ଖବର)ତା-୧୯/ଅଗଷ୍ଟ/୨୦୧୯- ହସ୍ପିଟାଲରେ ଗର୍ଭବତୀ ମହିଳାମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ନାଁରେ ତାଙ୍କ ସମ୍ପର୍କୀୟଙ୍କୁ ଲୁଟୁଛନ୍ତି ନର୍ସ। କିଏ ମିଠା ବାବଦରେ ଟଙ୍କା ମାଗୁଛନ୍ତି ତ ଆଉ କେଉଁ ନର୍ସ ତୁମର ପୁଅ ହୋଇଛି ବୋଲି କହି ଗର୍ଭବତୀ ମହିଳାଙ୍କୁ ଲୁଟି…

ଲିଖିତ ଚୁକ୍ତିନାମା ପରେ ଶବକୁ ମିଳିଲା ନ୍ୟାୟ

ବାରିପଦା(ନିରପେକ୍ଷ ଖବର)ତା-୧୬/ଅଗଷ୍ଟ/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାତିପ୍ରଥାକୁ କେନ୍ଦ୍ରକରି ଘରେ ଦୁଇଦିନ ପଡ଼ିରହିଲା ଶବ। ଘଟଣାସ୍ଥଳରେ ପୁଲିସ ପହଂଚି ଦୁଇ ପରିବାର ଭିତରେ ଲିଖିତ ଚୁକ୍ତିନାମା କରିବା ପରେ ଶବକୁ ନ୍ୟାୟ ମିଳିଛି। ଆଦିବାସୀ…

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସମ୍ମାନିତ ହେଲେ ସୁବ୍ରତ….

ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୧୯ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସମ୍ମାନିତ ହେଲେ ସୁବ୍ରତ କୁମାର ଦାସ।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୩ତମ ସ୍ୱାଧୀନତା ଦିବସରେ ପଞ୍ଚାୟତ ରାଜ ଓ ପାନୀୟ ଜଳ,ଆଇନ ଓ ଗୃହ…

ସୁବ୍ରତ ଦାସଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ଗର୍ବିତ….

ବାରିପଦା(ନିରପେକ୍ଷ ଖବର)ତା-୧୩/ଅଗଷ୍ଟ/୨୦୧୯- ସୁବ୍ରତ ଦାସଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ତଥା ଓଡ଼ିଶା ମାଟି ଆଜି ଗର୍ବିତ। ଜାତୀୟ ଯୁବ ପ୍ରତିଭା ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ଏକମାତ୍ର ଯୁବକ ସୁବ୍ରତ କୁମାର ଦାସ। ଆନ୍ତର୍ଜାତିକ ଯୁବ ଦିବସ ଅବସରରେ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ଯୁବ…

ଧର୍ମ ପରିବର୍ତ୍ତନ କରିବା ପାଇଁ ବାଧ୍ୟ କରାଉଥିବା ବ୍ୟକ୍ତିଙ୍କୁ ମିଳିବ ଜେଲ୍ ଦଣ୍ଡ….

*ଧର୍ମାନ୍ତରଣ ବିରୋଧୀ ବିଲ୍ ଆଣିବାକୁ ଯୋଜନା କରୁଛନ୍ତି ଏବେ ମୋଦି ସରକାର ...... ନିରପେକ୍ଷ ଖବର: ମୋଦି ସରକାରଙ୍କ ଧର୍ମାନ୍ତରଣ ବିରୋଧୀ ବିଲ୍ ଆଣିବାକୁ ଯୋଜନା। ଆଗାମୀ ଅଧିବେଶନରେ ଏହି ବିଲକୁ ସରକାର ସଂସଦରେ ଉପସ୍ଥାପନ କରିବେ। ବିଜେପି ସହ ଜଡିତ ଲୋକେ ବହୁ ପୂର୍ବରୁ ହିଁ ଏପ୍ରସଙ୍ଗକୁ…

କ୍ଷତ ବିକ୍ଷତ ଅବସ୍ଥାରେ ଉଦ୍ଧାର ହେଲା ଯୁବକଙ୍କ ମୃତ ଦେହ….

ବାରିପଦା(ନିରପେକ୍ଷ ଖବର)ତା-୧୧/ଅଗଷ୍ଟ/୨୦୧୯-ମୟୁରଭଞ୍ଜ ଜିଲ୍ଲା ବିଶୋଇ ଠାରେ ଏକ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଅଛି।ବିଶୋଇ ଥାନା ଅଧୀନରେ ଥିବା ଖଡମ୍ବେଡା ଗ୍ରାମ ନିକଟସ୍ଥ ୪୯ ନଂ ଜାତୀୟ ରାଜପଥ କଡ଼ରୁ ଏହି ମୃତଦେହ ଉଦ୍ଧାର କରାଯାଇଅଛି । ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ…

ପୁଣି ଏକ ଲୋମହର୍ଷକାରୀ ଘଟଣା ସାମ୍ନାକୁ ଆସିଲା……

ବାରିପଦା(ନିରପେକ୍ଷ ଖବର)ତା-୧୦/ଅଗଷ୍ଟ/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଲୋମହର୍ଷକାରୀ ଓ ଲଜ୍ୟା ଘଟଣା ସାମ୍ନାକୁ ଆସିଛି। ଜଣେ କଲେଜ ପଢୁଆ ଝିଅର ଲଗ୍ନ ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମଣିଷରୂପୀ ରାକ୍ଷସଙ୍କ କବଳରେ ଶିକାର ହେଲେ ଏହି କଲେଜ ପଢ଼ୁଆ ନାବାଳିକା…

ବିନା ମୂଲ୍ୟରେ ୫ କିଲୋୱାଟ୍‌ ପର୍ଯ୍ୟନ୍ତ ବିଦୁ୍ୟତ୍ ଶକ୍ତି ପାଇବା ସହ ବାର୍ଷିକ ୫୦ ହଜାର ଟଙ୍କା ସଂଚୟ କରିପାରିବେ…

ଭୁବନେଶ୍ୱର,ନିରପେକ୍ଷ ଖବର:୧୦/୦୮/୧୯ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ପୁରୀ କଚେରୀ ରୋଡ୍‌ଠାରେ ଟାଟା ପାୱାର ସୋଲାର ସିଷ୍ଟମ୍‌ ସଚେତନତା କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ମିଶ୍ର…

ପଞ୍ଚମ ଜାତୀୟ ହସ୍ତତନ୍ତ ଦିବସ ପାଳିତ ..

ଭୁବନେଶ୍ୱର,ନିରପେକ୍ଷ ଖବର:୦୭/୦୮/୨୦୧୯ ହସ୍ତତନ୍ତର ଉତ୍କର୍ଷ ଓ ବୁଣାକାରମାନଙ୍କ କଲ୍ୟାଣ ପାଇଁ ଆମ ସରକାର ଅଙ୍ଗୀକାରବଦ୍ଧ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ କହିଛନ୍ତି । ଆଜି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ ସମ୍ମିଳନୀ କକ୍ଷରେ ପଞ୍ଚମ ଜାତୀୟ ହସ୍ତତନ୍ତ…

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ନୂତନ ମୋବାଇଲ୍‌ ଆପ୍‌ ଲୋକାର୍ପିତ

ଭୁବନେଶ୍ୱର,ନିରପେକ୍ଷ ଖବର: ୦୭/୦୮/୨୦୧୯ ଚାଷୀମାନଙ୍କୁ କୀଟନାଶକର ସଠିକ୍‌ ବ୍ୟବହାର ସଂପର୍କରେ ସଚେତନ କରିପାରିଲେ ଚାଷ ଓ ଚାଷୀଙ୍କୁ ସୁରକ୍ଷିତ କରାଯାଇପାରିବ । ରୋଗପୋକର ଆକ୍ରମଣରୁ ଫସଲକୁ ରକ୍ଷା କରିବା ଓ କୀଟଦମନ ଦିଗରେ ପ୍ରସ୍ତୁତ ଏହି ନୂତନ ମୋବାଇଲ୍‌ ଆପ୍‌ ବୈପ୍ଳବିକ ପରିବର୍ତ୍ତନ…

ଦିଲ୍ଲୀ ଏମ୍ସରେ ଆଖି ବୁଜିଲେ ଭାରତର ପୂର୍ବତନ ବୈଦଶିକ ମନ୍ତ୍ରୀ ସୁଷମା ସ୍ୱରାଜ୍…

ଦିଲ୍ଲୀ,ନିରପେକ୍ଷ ଖବର:ତା:୦୬/୦୮/୧୯ ଦିଲ୍ଲୀ ଏମ୍ସରେ ଆଖି ବୁଜିଲେ ୬୭ ବର୍ଷ ବୟସରେ ଭାରତର ପୂର୍ବତନ ବୈଦଶିକ ମନ୍ତ୍ରୀ ସୁଷମା ସ୍ୱରାଜ୍ ।ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଆଜି ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସୁଷମାଙ୍କର ଦେହାନ୍ତ ହୋଇଥିଲା…

ଜିଲ୍ଲା ଜର୍ଜ ଓ ଦୌରା ଜର୍ଜ କୋର୍ଟର ସ୍ଥାନାନ୍ତରକୁ ବିରୋଧ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ବୁଖରେ ହରତାଳ କରିବ…

ବାରିପଦା(ନିରପେକ୍ଷ ଖବର)ତା-୭/ଅଗଷ୍ଟ/୨୦୧୯- ଜିଲ୍ଲା ଜର୍ଜ ଓ ଦୌରା ଜର୍ଜ କୋର୍ଟର ସ୍ଥାନାନ୍ତରକୁ ବିରୋଧ କରି ବୁଧବାର ମୟୁରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ବୁଖରେ ହରତାଳ କରିବାକୁ ଚେତାବନୀ ଦେଲା ଜିଲ୍ଲା ଓକିଲ ସଂଘ। ସ୍ଥାୟୀ କୋର୍ଟ ରହିଥିବା ଜାଗାରେ ନୂତନ ଗୃହ ନିର୍ମାଣ କରିବାକୁ…

ମୋଦି ସରକାରର ବଡ ସଫଳତା ….

ଦିଲ୍ଲୀ, ନିରପେକ୍ଷ ଖବର:ତା"୦୬/୦୮/୨୦୧୯ ମୋଦି ସରକାରଙ୍କ ବଡ ସଫଳତା । ରାଜ୍ୟସଭା ପରେ ଲୋକସଭାରେ ପାରିତ ହେଲା ଜମ୍ମୁ-କାଶ୍ମୀର ପୁନର୍ଗଠନ ବିଲ୍ । ଲୋକସଭାରେ ଏହି ବିଲ୍ କୁ ଗୃହମନ୍ତ୍ରୀ ଅମିତ୍ ଶାହା ଉପସ୍ଥାପନ କରିଥିଲେ। ଗୃହରେ ବହୁମତ କାରଣରୁ ଏହି ବିଲ୍ ସହଜରେ ପାରିତ ହୋଇଥିଲା। ଏହି…

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଚାନକ ଶ୍ରମିକ ହାଟ ଗସ୍ତ…

ଭୁବନେଶ୍ୱର,ନିରପେକ୍ଷ ଖବର:୦୬/୦୮/୨୦୧୯ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପ୍ରମୁଖ ଶାସନ ସଚିବ ଅଚାନକ ଶ୍ରମିକ ହାଟ ଗସ୍ତ କରି ଶ୍ରମିକମାନଙ୍କ ସମସ୍ୟା, ସୁବିଧା ଓ ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ । ଭୁବନେଶ୍ୱରସ୍ଥ କଳ୍ପନା ଛକ, ନାବାର୍ଡ ବ୍ୟାଙ୍କ, ନୟାପଲ୍ଲୀ, ଡେଲଟ୍‌ା ଛକ…

ଅସୁରକ୍ଷିତ ହୋଇପଡ଼ିଛି ବାରିପଦା ସହର…..

ବାରିପଦା(ନିରପେକ୍ଷ ଖବର)ତା-୬/ଅଗଷ୍ଟ/୨୦୧୯-ବାରିପଦା ସହରରେ ଦିନକୁ ଦିନ ଲୁଟ,ଡକାୟତି, ଦୁର୍ଘଟଣା ଆଦି ବଢ଼ିବାରେ ଲାଗିଛି। ଟ୍ରାଫିକ ବ୍ୟବସ୍ଥା ମଧ୍ୟ ଭୁଶୁଡି ପଡ଼ିଲାଣି। ଏପରି କି ରାସ୍ତା ମଝିରେ ଯାହାର ଯେଉଁଠି ମନ ହେଉଛି, ସିଏ ସେଠି ଗାଡି ଛିଡା କରିଦେଉଛି। ସତେ ଯେମିତି ଏ ସହର ପାଇଁ…

ଓଡ଼ିଶା କୃଷି ଉତ୍ପାଦନ କ୍ଲଷ୍ଟର ପକ୍ଷରୁ ‘ଚାଷର ସମୃଦ୍ଧି ନିମନ୍ତେ ବଜାର ବ୍ୟବସ୍ଥାର ସୁଦୃଢ଼ୀକରଣ’ ଶୀର୍ଷକ…

ଭୁବନେଶ୍ୱର,ନିରପେକ୍ଷ ଖବର: ୦୫ ଅଗଷ୍ଟ, ୨୦୧୯ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ଓ ବଜାରର ଆବଶ୍ୟକତା ଉପଲବ୍ଧ କରି କେଉଁ କୃଷି କାର୍ଯ୍ୟ କଲେ ଅଧିକ ଉପଯୁକ୍ତ ହେବ ସେ ବିଷୟରେ କୃଷକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବାର ଆବଶ୍ୟକତା ରହିଛି । ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ ଓ ଦୀର୍ଘ ମିଆଦି…

ଫକୀର ମୋହନ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଖୋଲିବାକୁ ମାର୍ସା ଆର୍ମିର ଦାବି….

ବାରିପଦା(ନିରପେକ୍ଷ ଖବର)୪/୮/୧୯: ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଶ୍ରୀମୟ ଦାସ ଅଧିକାରୀଙ୍କୁ ଭେଟି ମୟୁରଭଞ୍ଜ ଜିଲ୍ଲାର ଅଗ୍ରଣୀ ଛାତ୍ର ସଂଗଠନ ମାର୍ସା ଆର୍ମି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…