ଭିନ୍ନକ୍ଷମଙ୍କ ପାଇଁ କୃତ୍ରିମ ଅଙ୍ଗ ପ୍ରସ୍ତୁତିରେ ଅଧିକ ଧ୍ୟାନ ଦିଆଯିବ
ଭୁବନେଶ୍ୱର,ନିରପେକ୍ଷ ଖବର: ୧୦/୦୧/୨୦୨୦
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ କୃତି୍ରମ ଅଙ୍ଗ ନିର୍ମାଣ ବାବଦରେ ବିଶେଷ ଧ୍ୟାନ ଦେବ । ଫଳରେ ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଶିବିର ତଥା ‘କ୍ଷମତା ଏକ୍ସପ୍ରେସ୍’ ନିର୍ଘଣ୍ଟ ସ୍ଥାନଗୁଡ଼ିକରେ ପରୀକ୍ଷାକ୍ରମେ ନିର୍ଦ୍ଧାରିତ…