ବାରିପଦା ରେଞ୍ଜରୁ ହାତୀ ଦାନ୍ତ ଉଦ୍ଧାର
ବାରିପଦା୧୩/୨(ନିରପେକ୍ଷ ଖବର): ବାରିପଦା ଜଙ୍ଗଲ ରେଞ୍ଜ ଅଧିନରେ ଯାଉଥିବା ଟିଟିଆ ଛକ ଠାରେ ସାଧାରଣ ଗାଡିଚେକିଂ ସମୟରେ ଓଡି ୧୧ ୫୨୮୦ ନମ୍ବର ର ଏକ ଅଟୋ ରୁ ଦୁଇଟି ହାତୀ ଦାନ୍ତ ଉଦ୍ଧାର ହେବା ସହିତ ୫ ଜଣ ଯୁବକ ଗିରଫ ହୋଇଛନ୍ତି। ବାରିପଦା ଜଙ୍ଗଲ ରେଞ୍ଜ ଅଫିସ୍ ହାଜତରେ ତାକୁ ରଖାଯାଇଛି ।…