ମହାଶିବରାତ୍ରିରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,ନିରପେକ୍ଷ ଖବର:ତା୨୧/୦୨ ପବିତ୍ର ମହାଶିବରାତ୍ରି ତଥା ଜାଗରଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସଂଧ୍ୟାରେ ସ୍ଥାନୀୟ ଲିଙ୍ଗରାଜ ମନ୍ଦିରକୁ ଯାଇ ପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏହି
ଅବସରରେ ଶ୍ରୀ ପ୍ରଧାନ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ…