“ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୦
*ସମ୍ମାନିତ ହେଲେ ୨୦ଜଣ ବିଶିଷ୍ଟ ବ୍ୟକ୍ତିବିଶେଷ....
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୫/୦୩ : ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ…