Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space
Monthly Archives

July 2020

ରାଷ୍ଟ୍ରୀୟ ବ୍ରାହ୍ମଣ ମହାସଂସ୍ଥା ଓ ଓଡ଼ିଶା ବ୍ରାହ୍ମଣ ସମିତି ପକ୍ଷରୁ କରୋନା ଯୋଧ୍ୟା ସଂମ୍ମାନ ….

ଭୁବନେଶ୍ୱର, ନିରପେକ୍ଷ ଖବର: ରାଷ୍ଟ୍ରୀୟ ବ୍ରାହ୍ମଣ ମହାସଂସ୍ଥା ଓ ଓଡ଼ିଶା ବ୍ରାହ୍ମଣ ସମିତି ମିଳିତ ଆନୁକୂଲ୍ୟରେ ଯାଜପୁର ସଦର ଆଇ.ଆଇ.ସି ଶ୍ରଯୁକ୍ତ ବଂଶୀଧର ବେହେରା ଏବଂ ଏ.ଏସ.ଆଇ ଶ୍ରୀଯୁକ୍ତ ବିଶ୍ୱନାଥ ଦତ୍ତ ଙ୍କୁ ସାମାଜିକ କ୍ଷେତ୍ରରେ ନିଜ ଜୀବନକୁ ବାଜି ଲଗାଇ କରୋନା ମହାମାରୀ…

ଅଭିନେତା ବିଜୟ ମହାନ୍ତି ଙ୍କ ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ନିଆଳି,ନିରପେକ୍ଷ ଖବର:ତା ୩୦/୦୭ ନିଆଳି ର ମନୋରଞ୍ଜନ ଶିଳ୍ପାନୁଷ୍ଠାନ 'ରିମା କ୍ରିଏସନ' ର ଟୋଲା ଗୋପୀନାଥ ପୁର ଗ୍ରାମ ସ୍ଥିତ ପ୍ରକଳ୍ପ ଠାରେ ଓଡ଼ିଶାର ସୁଦକ୍ଷ ଅଭିନେତା ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ଅଧକ୍ଷ ସ୍ବର୍ଗତ ବିଜୟ ମହାନ୍ତି ଙ୍କ ର ଏକା ଦଶାହ ଉପଲକ୍ଷେ ବିଭିନ୍ନ…

ଜାତୀୟ ରାଜପଥ ମଝି ରାସ୍ତାରେ ଲାଗିଥିବା ଡିଭାଇଡର ରେଲିଂ ପାଲଟିଛି ମରଣଯନ୍ତା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୩୧/୦୭ ପଳାଶୁଣି ହାଟ ସମ୍ମୁଖସ୍ଥ ଜାତୀୟ ରାଜପଥ ରେ ମଝିରାସ୍ତାରେ ଲାଗିଥିବା ଲୁହା ବାଡ଼ ବର୍ତ୍ତମାନ ସ୍ଥାନୀୟ ଜନସାଧାରଣ ଙ୍କ ପାଇଁ ମରଣ ଯନ୍ତା ପାଲଟିଛି। କିଛିଦିନ ତଳେ ୨୬ ଜୁନ ରେ ଜଣେ ଲୋକ ସେଇବାଟ ଦେଇ ରାସ୍ତା ପାର ହେଉଥିବା ସମୟରେ ବିଦ୍ୟୁତ ଆଘାତ ଲାଗି…

କାଳିଆ ଯୋଜନାରେ ଭୁଲ ହିତାଧିକାରୀ ଚିହ୍ନଟକାରୀ ଅଧିକାରୀଙ୍କ ଠାରୁ ଟଙ୍କା ଆଦାୟ କର,ଗରିବ ଚାଷୀଙ୍କ ଠାରୁ…

ଭୁବନେଶ୍ୱର,ନିରପେକ୍ଷ ଖବର:-୨୮/୭/୨୦- ସାରା ଓଡିଶାର ଲୋକେ କରୋନା ମାହାମାରି ନେଇ ଚିନ୍ତାଗ୍ରସ୍ତ।ଦିନମଜୁରିଆ,ଚାଷୀ,ବେକାର ଯୁବକ,ପରିବା ବିକାଳୀ​ ଓ ଉଠାଦୋକାନୀ ଙ୍କ ସମେତ ପ୍ରବାସୀ ଓଡ଼ିଆ ଶ୍ରମିକ ଆଜି ରୋଜଗାର ବିନା ମୁଣ୍ଡରେ ହାତଦେଇ ବସିଛନ୍ତି।ନିଜର ପରିବାର ସଦସ୍ୟ ମାନଙ୍କୁ ଦି ଓଳି…

କରୋନା ମହାମାରୀ ସମୟରେ ସହଯୋଗର ହାତ ବଢ଼ାଇଛି ‘ରେଡ୍‍ ସ୍ୱସ୍ତିକ୍‍’

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୪/୦୭: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‍ଡାଉନ୍‍ ଜାରି କରାଯାଇଛି । ଅଦୃଶ୍ୟ ଶକ୍ତି କରୋନାକୁ ପ୍ରତିହତ କରିବା ପାଇଁ ଆରମ୍ଭ ହୋଇଥିବା ଯୁଦ୍ଧରେ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୋଲିସ , ସଫେଇ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି…

ରାଜ୍ୟରେ କାୟା ମେଲେଇ ଚାଲିଛି କରୋନା….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୦୭/୨୦୨୦ ରାଜ୍ୟରେ ଆଜି ଗୋଟିଏ ଦିନରେ ୧୨୬୪ ଜଣ ଚିହ୍ନଟ ହୋଇଛନ୍ତି ଆକ୍ରାନ୍ତ।ଏମାନଙ୍କୁ ମିଶାଇ ରାଜ୍ୟରେ ଆଜି ପର୍ଯ୍ୟନ୍ତ ୨୧୦୯୯ ଜଣ ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି।ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୮୪୭ ଜଣ ସଙ୍ଗରୋଧ କେନ୍ଦ୍ରର…

ବ୍ରାଉନ ସୁଗାର ବ୍ୟବସାୟୀକୁ ୪ ଦିନିଆ ରିମାଣ୍ଡରେ ନେଲା ଏସ.ଟି.ଏଫ ଟିମ୍

ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-ଏସଟିଏଫ ଦ୍ୱାରା ଧରାପଡ଼ି ଗିରଫ କରାଯାଇଥିବା ବ୍ରାଉନ ସୁଗାର ବ୍ୟବସାୟୀକୁ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ହାଜର କରାଯାଇଛି।ଗିରଫ ଅଭିଯୁକ୍ତ ବାରିପଦା ଚିପଟ ଅସ୍ତିଆ ଅଂଚଳର ସେକ ଆସିଫଙ୍କୁ ଏସ ଟି ଏଫ ର ସ୍ୱତନ୍ତ୍ର ଟିମ୍ ବାରିପଦା…

କରୋନାକୁ ହରାଇଲେ ହାବିଲଦାର….

ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-କରୋନାକୁ ହରାଇଲେ ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନାର ହାବିଲଦାର କାରୁହରୀ ମାଝୀ। ଗତ ମେ ମାସ ୨୧ ତାରିଖରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କରୋନା ଯୋଦ୍ଧା ଭାବେ କାର୍ଯ୍ୟରତ ଥିବା ସମୟରେ କାରୁହରୀ ମାଝୀ ମହାମାରୀ କରୋନାରେ ସଂକ୍ରମଣ ହୋଇଥିଲେ ।…

୩ କିଲୋରୁ ଅଧିକ ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ବାରିପଦା (ନିରପେକ୍ଷ ଖବର)ତା-୧୯/୭- ସାରା ରାଜ୍ୟରେ ବ୍ରାଉନ ସୁଗାର ଭଳି ମାରାତ୍ମକ ନିସା କାରବାର ଦିନକୁ ଦିନ ବଢିଚାଲିଥିବା ବେଲେ ଏହାର କବଳରେ ଯୁବ ସମାଜ କବଳିତ ହୋଇ ନିଜ ହସିଲା ସୁଖ ଶାନ୍ତିର ପରିବାରକୁ ନଷ୍ଟ କରୁଛନ୍ତି। ଏଥି ସହିତ ଏହାର ପ୍ରଭାବରେ ମଧ୍ୟ ବହୁ ଅପରାଧିକ ମାମଲା ବଢିବାର…

ପିଆରଏମରେ ରାପିଡ ଆଣ୍ଟିଜେନ ଟେଷ୍ଟ ଆରମ୍ଭ

ବାରିପଦା(ନିରପେକ୍ଷ ଖବର)ତା-୧୮/୦୭-ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରାପିଡ ଆଣ୍ଟିଜେନ ଟେଷ୍ଟ ଆରମ୍ଭ ହୋଇଯାଇଛି।ପୂର୍ବରୁ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ଏହି ପରୀକ୍ଷଣ ସେବା ଆରମ୍ଭ ହୋଇଯାଇଥିବା ବେଳେ ଗତ ଶୁକ୍ରବାର ଠାରୁ ଏଠାରେ ଆରମ୍ଭ…

ପୁଅ ବୋହୁ ସାଜିଲେ ବଇରି

ଉଦ୍ଧାର କଲେ ଦେବାଶିଷ... ବାରିପଦା(ନିରପେକ୍ଷ ଖବର)ତା-୧୩/୦୭-ପୁଅ ବୋହୁ ସାଜିଲେ ବଇରି। ବୃଦ୍ଧ ଅବସ୍ଥାରେ ପୁଅ ବୋହୁଙ୍କ ନିର୍ଯ୍ୟାତନା ସହି ନ ପାରି ଘର ଛାଡିଥିଲେ ଦମ୍ପତି। ଦୀର୍ଘ ଆଠ ବର୍ଷ ଧରି ଏକ ଜରି ଛପର ଘରେ ସେମାନେ ଜୀବନ କାଟୁଥିଲେ। ମୋରୋଡା ବ୍ଲକ ଅଞ୍ଚଳରେ ଏଭଳି ଦୁଃଖଦ ଘଟଣା…

ଏମିତି ବି ଆସେ ମୃତ୍ୟୁ

ବାରିପଦା(ନିରପେକ୍ଷ ଖବର)ତା-୧୩/୦୭-ଏମିତି ବି ମୃତ୍ୟୁ ଆସିଥାଏ,ଶୁଣିଲେ ବି ଆପଣ ଆଶ୍ଚର୍ଯ୍ୟ ହେବେ! ଏମିତି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଝାରପୋଖରୀଆ ଥାନା ଅଞ୍ଚଳରେ। ଜିଲ୍ଲା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥରେ ୩ କିମି ଦୂର ଜାଲଦା ନିକଟସ୍ଥ ଏକ ଢାବାରେ…

ଆଉ ନାହାଁନ୍ତି ମୟୁରଭଞ୍ଜ ରାଜମାତା …

ବାରିପଦା(ନିରପେକ୍ଷ ଖବର)ତା-୧୩/୦୭- ମୟୁରଭଞ୍ଜ ରାଜଵଂଶରେ ଆଉ ଏକ ପିଢ଼ିର ଅବସାନ ଘଟିଛି।ପ୍ରଜାବତ୍ସଳ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଯାଇଛି।ତାଙ୍କ ବିୟୋଗରେ ସାରା ମୟୁରଭଞ୍ଜ ସ୍ତବ୍ଧ ପାଲଟିଯାଇଛି। ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କ ସେ ଥିଲେ…

ଅମିତାଭ୍ ଓ ଅଭିଷେକ୍ ବଚ୍ଚନଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ…

ମୁମ୍ବାଇ:ନିରପେକ୍ଷ ଖବର:ତା ୧୧/୦୭ ଆଜି ଅମିତାଭ ବଚ୍ଚନ ଓ ପୁଅ ଅଭିଷେକଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି।  ଅମିତାଭଙ୍କ ସ୍ୱାବ୍ ପଜିଟିଭ୍ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଅମିତାଭ ନିଜେ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଅମିତାଭ…

ସାମାଜିକ ଦୂରତା ବରଂ ଚୁଲିକି ଯାଉ ଆମେ କିନ୍ତୁ ଆମର ପ୍ରଚାର କରିବୁ

*ତୁମେ କଲେ ଲିଳା, ଆମେ କଲେ କିଳା ବାରିପଦା(ନିରପେକ୍ଷ ଖବର)ତା-୦୬/୦୭-ସାମାଜିକ ଦୂରତା ସବୁ ଚୁଲିକୁ ଯାଉ। ଆମର କଣ ଗଲା। ଆମେ ପରା ନେତା। ଆମେ ଆଇନ ତିଆରି କରୁଛୁ , ଯାହା ଇଛା ତାହା କରିବୁ। ମନା କିଏ କରିବ ? କରୋନା ପାଇଁ ସାରା ଦେଶ କାନ୍ଦୁଥିବା ବେଳେ ମୟୁରଭଞ୍ଜ ନେତାମାନେ…

ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ

ବାରିପଦା(ନିରପେକ୍ଷ ଖବର)ତା-୦୫/୦୭-ନଦୀବନ୍ଧରେ ଗାଧୋଇବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ ଘଟିଛି।ଏହି ଭଳି ଅଭାବନୀୟ ଘଟଣା ଘଟିଯାଇଛି ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଖୁଣ୍ଟା ବ୍ଲକର ଡୁକୁରା ଗ୍ରାମରେ।ରବିବାର ମଧ୍ୟାହ୍ନ ସମୟରେ ଘର ନିକଟରେ ଥିବା ଏକ ନଦୀବନ୍ଧରେ ଗାଧୋଇବା ପାଇଁ…

ବିପଦ ବେଳ ର ବନ୍ଧୁ ହିଁ ପ୍ରକୁତ ବନ୍ଧୁ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୪/୦୭ କରୋନା ଭଳି ମହାମାରୀ ସମୟରେ ଅସହାୟ ମାନଙ୍କୁ ସହାୟତା ର ହାତ ବଢ଼ାଇଛି ଆର୍ ଏନ୍ ଆର୍ ଏଯ୍ୟୁକେସନାଲ୍ ଆଣ୍ଡ ଚ୍ୟାରିଟିବୁଲ୍ ଟ୍ରଷ୍ଟ ।। ଗତ ୩ ତାରିଖ ଦିନ ଦିବ୍ୟ ଜ୍ୟୋତି ସେବା ଆଶ୍ରମରେ ଖାଦ୍ୟ ଏବଂ ହାଇଯେନିକ୍ କିଟ୍ ବଣ୍ଟନ କରି ସାମାଜିକ ମୂଲ୍ୟବୋଧ…

ସଟଡାଉନରେ ମାଲକାନଗିରି ଶୁନଶାନ ….

ମାଲକାନଗିରି,ନିରପେକ୍ଷ ଖବର:ତା ୦୪/୦୭: ସଟଡାଉନରେ ମାଲକାନଗିରି ଜିଲ୍ଲାରେ ଗଡ଼ିଲାନି ଗାଡି। ଦୋକାନ ବଜାର ସବୁ ବନ୍ଦ। ଚାରିଆଡେ ଖାଲି ଶୁନଶାନ।କୋରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବିଶେଷ କରି ମାଲକାନଗିରି ମ୍ୟୁନିସିପାଲଟିରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।…

ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ସପ୍ତାହାନ୍ତ ସଟଡାଉନ।

ବାରିପଦା(ନିରପେକ୍ଷ ଖବର) ତା-୦୪/୦୭-ମୟୁରଭଞ୍ଜ ଜିଲ୍ଲାରେ ଜୁଲାଇ ଶେଷ ପର୍ଯ୍ୟନ୍ତ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଯାଇଛି। ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି।ଏବେ ଜିଲ୍ଲାରେ ମୋଟ ୨୫୩ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ…

ପୁଣି ୧୦ ଆକ୍ରାନ୍ତ ଚିନ୍ହଟ

ବାରିପଦା(ନିରପେକ୍ଷ ଖବର)ତା-୦୩/୦୭-ମୟୂରଭଞ୍ଜ ଜିଲ୍ଲାରୁ କିଛି ଦିନ ହେବ ପ୍ରତିଦିନ କରୋନା ଆକ୍ରାନ୍ତ ଚିନ୍ହଟ ହେବାରେ ଲାଗିଛନ୍ତି।ଶୁକ୍ରବାର ପୁଣି ୧୦ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟୁଇଟ ଯୋଗେ ସୂଚନା ପ୍ରଦାନ କରାଯାଇଛି।ଚିନ୍ହଟ ୧୦ ଜଣକ ମଧ୍ୟରୁ ୫ଜଣ…