Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Daily Archives

August 6, 2020

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୬/୦୮ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ #ଜୟ_ଜଗନ୍ନାଥ_ଚାରିଟେବୁଲ_ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା…

ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା(ନିରପେକ୍ଷ ଖବର) ତା-୦୬/୦୮- ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି…

ମହାମାରୀ ସମୟରେ ଆସନ୍ତୁ ରକ୍ତଦାନ କରିବା

*୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ..... ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୪/୦୮" ମହାମାରୀ କରୋନା ସମୟରେ ଆସନ୍ତୁ ରକ୍ତଦାନ କରିବା। ମେଡିକାଲକୁ ଆସୁଥିବା ଅସହାୟ ଓ ଗରିବ ରୋଗୀଙ୍କର ଜୀବନ ବଞ୍ଚାଇବା। "ଓଡିଶା ମୋ ପରିବାର"ଓ ଜୀବନ ବିନ୍ଦୁ" ପକ୍ଷରୁ ଏଭଳି ଡାକରା ଦିଆଯାଇ ଏକ…

କୋଭିଡ଼୍ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଓ ପ୍ରଭୁ ଶ୍ରୀରାମ୍ରଙ୍କ ପାଇଁ ଦୀପ ପ୍ରଜ୍ୱଳନ କଲେ ପାଇକ ମହାସଂଘ ଓ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା-୦୫.୦୮.୨୦୨୦ କରୋନା ମହାମାରୀ ଯେତେବେଳେ ସମଗ୍ର ପୃଥିବୀକୁ ଗ୍ରାସ କରିଛି କରୋନା ରାକ୍ଷସର ଅନଳ ଗର୍ଭଭିତରେ ଶହଶହ ନିରୀହ ମଣିଷ ଲୀନ ହୋଇଯାଉଛନ୍ତି ସେଥିରୁ ଆମ ରାଜ୍ୟ ଓଡ଼ିଶା ବାଦ୍ ଯାଇନି ଚାରି ଆଡ଼େ ହାଃ ହାଃ କାର, ଧନ, ଜୀବନ, ଜୀବିକା ଅର୍ଥନୀତି ବିପର୍ଯ୍ୟସ୍ତ…

କରୋନା ଯୋଦ୍ଧାଙ୍କ ଉଦ୍ଧେଶ୍ୟରେ ନିରବ ପ୍ରାର୍ଥନା

ବାରିପଦା(ନିରପେକ୍ଷ ଖବର)ତା-୦୫/୦୮-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ…