Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space
Monthly Archives

August 2020

୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ

ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି…

ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ

ବାରିପଦା(ନିରପେକ୍ଷ ଖବର) ତା-୧୪/୦୮-ମୋତେ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ। ଏ କଥା କହିବାର କାରଣ କଣ ଆପଣମାନେ ଜାଣିଛନ୍ତି ତ ! ଆମେ କହୁଛୁ ମୟୁରଭଞ୍ଜ ଜିଲ୍ଲାର ବିଜେଡି ନେତାଙ୍କର ମହାମାରୀ କରୋନା ସଂକ୍ରମଣ ରୋକିବାର ପ୍ରୟାସ କଥା । ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ…

ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୦୮ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ , ଭିଏସସନଗର ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଭିଏସସନଗର ସରକାରୀ ହାଇସ୍କୁଲରେ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ଲୋପାମୁଦ୍ରା ଦାସ , ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଇତିଶ୍ରୀ ଦାଶ ଓ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ବାରିପଦା(ନିରପେକ୍ଷ ଖବର) ତା-୧୨/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ପକ୍ଷରୁ ଯୁକ୍ତ ୨ ବିଜ୍ଞାନର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଉତ୍ତର ଓଡ଼ିଶା ଜୋନର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାସ ହାର ୭୧.୭ ପ୍ରତିଶତ ରହିଛି।ତେବେ ପ୍ରକାଶ ପାଇଥିବା…

ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ “ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ” ରକ୍ତଦାନ ଶିବିର

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୦/୦୮ ଆଜି "ଓଡିଶା ମୋ ପରିବାର-ଜୀବନ ବିନ୍ଦୁ" ତରଫରୁ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭରତପୁର ଠାରେ ଉଦଘାଟନ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ଓଡ଼ିଶା ମୋ ପରିବାର-ଜୀବନ…

ପ୍ରଦେଶ କଂଗ୍ରେସ ପକ୍ଷରୁ କ୍ରାନ୍ତି ଦିବସ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର:-୦୯/୦୮/୨୦-ଆଜି ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସ,ଦେଶର ସ୍ବାଧୀନତା ପାଇଁ ଆଜିର ଦିନରେ ଭରତଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଥିଲା।କଂଗ୍ରେସର ପ୍ରତିଷ୍ଠାତା ପୁରୋଧା ମାନେ ଭାରତ ବର୍ଷର ସ୍ୱତନ୍ତ୍ରତା ପାଇଁ ବ୍ରିଟିଶ ଶାସନକୁ ଦେଶରୁ ହଟାଇବାକୁ ଚରମ ବାଣୀ…

ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦ କର୍ମକର୍ତା ଙ୍କ ନିଆରାପ୍ରୟାସ

ଭୂବନେଶ୍ବର,ନିରପେକ୍ଷ ଖବର: ତା ୦୮/୦୮:ଲକ୍ଡାଉନ ହଉକି ସଟଡାଉନ୍ ସଦାସର୍ବଦା ଜନ ସାଧାରଣଙ୍କ ପାଖରେ ପହଞ୍ଚି ସାହାଯ୍ୟର ହାତ ବଢାଇଛନ୍ତି ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦର କର୍ମକର୍ତା।ବର୍ତମାନ ପରିସ୍ଥିତିରେ ସ୍ଥାନୀୟ ସଂକ୍ରମଣ ମୁଣ୍ଡବିନ୍ଧାର କାରଣ ହୋଇଥିବାବେଳେ ବୀର ସୁରେନ୍ଦ୍ରସାଏ…

ଜିଲ୍ଲାରେ ଖୋଲିବାକୁ ଯାଉଛି ୩ ନୂତନ କୋର୍ଟ

ବାରିପଦା(ନିରପେକ୍ଷ ଖବର)ବିଶ୍ଵଜିତ୍ ଭୂୟାଁ : ତା-୦୮/୦୮-କୋର୍ଟ ମାନଙ୍କରେ ବହୁ ଦିନ ଧରି ଚାଲୁଥିବା ମାମଲା ଗୁଡିକର କିପରି ତୁରନ୍ତ ସମାଧାନ କରାଯାଇ ସାମାଜିକ ନ୍ୟାୟ ପ୍ରଦାନ କରାଯାଇପାରିବ ସେଥି ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଅଗ୍ରଣୀ ପଦକ୍ଷେପ ଗ୍ରହଣ କରାଯାଇଛି। ସମଗ୍ର ରାଜ୍ୟର…

ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନିମନ୍ତେ ଓଡିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୮/୦୮ରାଜ୍ୟରୁ ଅସାମ୍ବିଧାନିକ ଚୁକ୍ତିଭିତ୍ତିକ ପ୍ରଥାର ମୁଳୋତ୍ପାଟନ ନିମନ୍ତେ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ (PIL) ମୋକଦ୍ଦମା ରୁଜୁ କରାଯାଇଛି । ନିୟମିତ ନିଯୁକ୍ତି ପ୍ରକ୍ରିୟାରେ ଆସି…

ବୁଣାକାରଙ୍କ ପାଇଁ ଅନଲାଇନ ମାର୍କେଟିଂ ସୁବିଧା

ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୮/୦୮ ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ହାତର ଯାଦୁ ଦେଶ କାହିକି ବିଦେଶରେ ଚର୍ଚ୍ଚିତ । ସେ ମାଣିଆବନ୍ଧ ପାଟ ହେଉ କି ସୋନପୁରର ପଶାପଲ୍ଲୀ, ଇକ୍କତ, ସମ୍ବଲପୁରୀ ପାଟର ଚାହିଦା ଆକାଶଛୁଆଁ । କିନ୍ତୁ ଗ୍ରାମାଞ୍ଚଳର ଯେଉଁ ବୁଣାକାର ଏହାକୁ ତିଆରି କରୁଛି ସେ…

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୬/୦୮ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ #ଜୟ_ଜଗନ୍ନାଥ_ଚାରିଟେବୁଲ_ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା…

ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା(ନିରପେକ୍ଷ ଖବର) ତା-୦୬/୦୮- ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି…

ମହାମାରୀ ସମୟରେ ଆସନ୍ତୁ ରକ୍ତଦାନ କରିବା

*୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ..... ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୪/୦୮" ମହାମାରୀ କରୋନା ସମୟରେ ଆସନ୍ତୁ ରକ୍ତଦାନ କରିବା। ମେଡିକାଲକୁ ଆସୁଥିବା ଅସହାୟ ଓ ଗରିବ ରୋଗୀଙ୍କର ଜୀବନ ବଞ୍ଚାଇବା। "ଓଡିଶା ମୋ ପରିବାର"ଓ ଜୀବନ ବିନ୍ଦୁ" ପକ୍ଷରୁ ଏଭଳି ଡାକରା ଦିଆଯାଇ ଏକ…

କୋଭିଡ଼୍ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଓ ପ୍ରଭୁ ଶ୍ରୀରାମ୍ରଙ୍କ ପାଇଁ ଦୀପ ପ୍ରଜ୍ୱଳନ କଲେ ପାଇକ ମହାସଂଘ ଓ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା-୦୫.୦୮.୨୦୨୦ କରୋନା ମହାମାରୀ ଯେତେବେଳେ ସମଗ୍ର ପୃଥିବୀକୁ ଗ୍ରାସ କରିଛି କରୋନା ରାକ୍ଷସର ଅନଳ ଗର୍ଭଭିତରେ ଶହଶହ ନିରୀହ ମଣିଷ ଲୀନ ହୋଇଯାଉଛନ୍ତି ସେଥିରୁ ଆମ ରାଜ୍ୟ ଓଡ଼ିଶା ବାଦ୍ ଯାଇନି ଚାରି ଆଡ଼େ ହାଃ ହାଃ କାର, ଧନ, ଜୀବନ, ଜୀବିକା ଅର୍ଥନୀତି ବିପର୍ଯ୍ୟସ୍ତ…

କରୋନା ଯୋଦ୍ଧାଙ୍କ ଉଦ୍ଧେଶ୍ୟରେ ନିରବ ପ୍ରାର୍ଥନା

ବାରିପଦା(ନିରପେକ୍ଷ ଖବର)ତା-୦୫/୦୮-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ…

ଓଡିଶା ମୋ ପରିବାର ପକ୍ଷରୁ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ ଧାର୍ଯ୍ୟ…

ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୫/୦୮"ଓଡିଶା ମୋ ପରିବାର-ଜୀବନ ବିନ୍ଦୁ"ର ଏକ ସ୍ବତନ୍ତ୍ର ଅଭିଯାନ ଆଗାମୀ ଅଗଷ୍ଟ ୯ ତାରିଖ (କ୍ରାନ୍ତି ଦିବସ)ରୁ ଅଗଷ୍ଠ ୧୫ ତାରିଖ (ସ୍ବାଧୀନତା ଦିବସ) ପର୍ଯ୍ୟନ୍ତ କରାଯିବ। ବର୍ତ୍ତମାନ କରୋନା ମହାମାରୀର ଜଟିଳମୟ ସ୍ଥିତିରେ ରାଜ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ…

ସଭ୍ୟ ସମାଜରେ ଅସଭ୍ୟ ଘଟଣା…

ଭଦ୍ରକ, ତିହିଡି ୪/୮ (ନିରପେକ୍ଷଖବର): ସଭ୍ୟ ସମାଜରେ ଅସଭ୍ୟ ବ୍ୟବହାର। ସତରେ କଣ ମଣିଷପଣିଆ ହଜି ଯାଉଛି। ଆମେ ଏମିତି କଣ ପାଇଁ କହୁଛୁ, ତାକୁ ଆପଣମାନେ ପଢିଲେ ବୁଝିପାରିବେ। ଯାହା ଆଜିର ଦୁନିଆରେ କେହି କେବେ କଳ୍ପନା କରି ନ ଥିବେ। ଏମିତି ଲଜ୍ୟା ଜନକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି…

ଜମି ଫାଟି ଆଁ କରିଛି, ବର୍ଷାର ଦେଖା ମିଳୁନି

* ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ..... ଭଦ୍ରକ, ତିହିଡି ୪/୮,(ନିରପେକ୍ଷଖବର): ଶ୍ରାବଣ ମାସ ସାରିବାକୁ ବସିଲାଣି, କିନ୍ତୁ ବର୍ଷାର ଦେଖାଦର୍ଶନ ମିଳୁନି। କେଉଁଠି ଜମି ଫାଟି ଆଁ କଲାଣି ତ ଆଉ କେଉଁ କ୍ଷତ ହଳଦିଆ ପଡ଼ିଗଲାଣି। ବର୍ଷା ଜଳ ଉପରେ ନିର୍ଭର କରୁଥିବା କୃଷକମାନେ ରୁଆ ବେଉଷଣ…