Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Yearly Archives

2020

ସହଯୋଗର ହାତ ବଢାଇଲେ ସିମୁଳିଆ ର ପୂର୍ବତନ ବିଧାୟକ ପଦ୍ମଲୋଚନ ପଣ୍ଡା ଓ ତାଙ୍କ ସହଯୋଗୀ…

ବାଲେଶ୍ଵର, ନିରପେକ୍ଷ ଖବର:ତା ୨୨/୦୪ ବିଶ୍ୱରେ କରୋନା ଏକ ମହାମାରୀ ର ରୂପ ନେଇଛି ଏହା ଫଳରେ ଦିନ ମଜୁରିଆ ଓ ମଧ୍ୟମଶ୍ରେଣୀର ଲୋକ ମାନେ ଅନେକ ଅସୁବିଧାର ସମୁଖୀନ ହେଉଛନ୍ତି ।ତାଲା ବନ୍ଦ କାରଣରୁ ନା କୋଣସି ବେପାର ଚାଲିଛି ନା ପାଖରେ ପଇସା ଅଛି ।କରୋନ ଯେପରି ଲୋକମାନଙ୍କ ଉପରେ ଦାଉ ସାଜିଛି…

ପି ଆର୍ ଏମ୍ ହସ୍ପିଟାଲରେ ନିଆଁ…

ବାରିପଦା(ନିରପେକ୍ଷ ଖବର)ତା୨୦/୦୧- ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି।ଅଗ୍ନିଶମ ବିଭାଗ ଅଗ୍ନିକାଣ୍ଡ ସ୍ଥାନରେ ପହଞ୍ଚି ନିଆଁକୁ ଆୟତ କରିବା ରେ ସକ୍ଷମ ହୋଇଛି।ସୂଚନା ଅନୁସାରେ ସୋମବାର ୯ ଟା ସମୟରେ ସାକିଆଟ୍ରିକ ବିଭାଗରେ…

ଲକ୍ ଡାଉନ୍ ନିୟମ ଉଲ୍ଲଂଘନ କରି ଥାନା ଅଧିକାରୀ ନିଲମ୍ବିତ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୦/୦୪ ଲକ୍ ଡାଉନ୍ ନିୟମ ଉଲ୍ଲଂଘନ କରି ପରିବାର ସଦସ୍ୟଙ୍କ ସହ ପୁରୀ ଶ୍ରୀମନ୍ଦିର ଯାଇଥିବା ଘଟଣାରେ ଯାଜପୁର ବଡ଼ଚଣା ଥାନା ଅଧିକାରୀ ଦୀପକ କୁମାର ଜେନାଙ୍କୁ ପୁଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ନିଲମ୍ବନ କରିଥିବା ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । …

ସିମୁଳିଆ ପୋଲିସ୍ ର ବେପରୁଆ ମନୋଭାବ ପାଇଁ ଲକ୍ ଡାଉନ୍ କଟକଣା ମାନୁ ନାହାନ୍ତି ଜନତା..

ବାଲେଶ୍ଵର//ସିମୁଳିଆ,ନିରପେକ୍ଷ ଖବର: ତା' ୧୭/୦୪/୨୦ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁରୋଧ ପରେ ମଧ୍ୟ ଏବେବି ଅଧିକାଂଶ ସ୍ଥାନରେ ଲକ୍ ଡାଉନ୍ କଟକଣାକୁ ଲୋକେ ଖାତିର କରୁ ନାହାନ୍ତି। କରୋନା ଭାଇରସର ଭୟାବହତା ସମ୍ପର୍କରେ ସବୁ ଜାଣି ଶୁଣି ବି ସରକାରୀ ନୀତି ନିୟମକୁ ଫୁ କରି ଉଡାଇ…

ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କଲେ

ବାରିପଦା(ନିରପେକ୍ଷ ଖବର)ତା-୧୬/୦୪-ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।କରୋନା ପାଇଁ ୫ଟି…

ଆଜିଠାରୁ କାର୍ଯ୍ୟକ୍ଷମ ହେଲା ମୟୂରଭଞ୍ଜ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ।

ବାରିପଦା(ନିରପେକ୍ଷ ଖବର)ତା-୧୫/୦୪-କୋରୋନା ଭାଇରସ ବିଶ୍ଵରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଭାରତ ରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଓଡିଶା ସରକାର କୋରୋନା ଭାଇରସ ରୋକିବା ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବୁଧବାର ମୟୁରଭଞ୍ଜ ଜିଲ୍ଲା ଆଦାନୀ କିସ ପରିସରରେ କାର୍ଯ୍ୟକ୍ଷମ…

ପାଇକ ମହାସଂଘର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳନ

ଭୁବନେଶ୍ୱର,ନିରପେକ୍ଷ ଖବର: ୧୩/୦୪ : ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନୂଆବର୍ଷକୁ ନିଆରା ଢଙ୍ଗରେ ପାଳନ କରିଛି ନିଖିଳ ଓଡ଼ିଶା ପାଇକ ମହାସଂଘ । ମହାମାରୀ କରୋନା ଭୂତାଣୁ ପ୍ରଭାବ ଯୋଗୁ ଲୋକେ ଘରେ ରହୁଥିବାବେଳେ ନିଜ ଜୀବନକୁ ବାଜି ଲଗାଇ ପ୍ରତିଦିନ ସହର ଗଳିକନ୍ଦି ବୁଲି ସଫାସୁତୁରା…

ଆପଣ ଘରେ ସୁରକ୍ଷିତ ରୁହନ୍ତୁ,ଅତ୍ୟାବଶ୍ୟକୀୟ ସାମଗ୍ରୀ ଘରେ ପହଁଚିବ

*କଟକରେ ପହଁଚିଲା ପାର୍ସଲ ଏକ୍ସପ୍ରେସ.. ଭୁବନେଶ୍ୱର,ନିରପେକ୍ଷ ଖବର:ତା,୧୩/୦୪  ଆପଣ ଘରେ ରୁହନ୍ତୁ, - ସୁରକ୍ଷିତ ରୁହନ୍ତୁ , ଆମେ ଆପଣଙ୍କ ନିକଟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ପହଞ୍ଚାଇବୁ " ପୂର୍ବତଟ ରେଳପଥ ପକ୍ଷରୁ ଏଭଳି ନାରା ଦିଆଯାଇ ଦେଶର ବିଭିନ୍ନ ସ୍ଥାନକୁ ଅତ୍ୟାବଶ୍ୟକ ଦ୍ରବ୍ୟ…

ଚୈତ୍ର ମାସରେବି ଶୁଭୁନି ବାରିପଦାରେ ଗୁରୁଗମ୍ଭୀର ଛଉବାଦ୍ୟ

ବାରିପଦା,ନିରପେକ୍ଷ ଖବର: ତା ୧୩/୪  ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି । ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳେତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀ ମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରିବା ପରେ ମାସର ଶେଷ ତିନିଦିନ ବାରିପଦା ଛଉପଡିଆରେ ଅନୁଷ୍ଠିତ ହୋଇ ଥାଏ ଛଉନୃତ୍ୟର…

ଭୁବନେଶ୍ୱରରେ ପୁଣି ୧୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ… .

ଭୁବନେଶ୍ୱର, ନିରପେକ୍ଷ ଖବର:୦୫/୦୪/୨୦ ଆଜି ଗୋଟିଏ ଦିନରେ୧୮ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏମାନେ ସମସ୍ତେ ଭୁବନେଶ୍ୱରର। ସନ୍ଧ୍ୟାରେ ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରୁ୧୫ ଜଣ ବମିଖାଲ୍‌ ଅଞ୍ଚଳର। ଏବେ ଏହି ଅଞ୍ଚଳର ଥିବା ସମସ୍ତ ସନ୍ଦିଗ୍ଧ ଓ ଆକ୍ରାନ୍ତଙ୍କ ସଂସ୍ପର୍ଶରେ…

ରାଜଧାନୀରେ ପୁଣି ଦୁଇ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ନିରପେକ୍ଷ ଖବର:୦୫/୦୪ ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବମିଖାଲ ଏବଂ କପିଳ ପ୍ରସାଦ ଅଞ୍ଚଳରୁ ୨ ଜଣ କରୋନା ପଜିଟିଭ ଥିବା ରବିବାର ଜଣାପଡିଛି। ୭୦ ବର୍ଷିୟ ବ୍ୟକ୍ତିଙ୍କ ନମୂନାରେ କରୋନା ପଜିଟିଭ ବାହାରିଛି। ବ୍ୟକ୍ତି ଜଣଙ୍କ କପିଳ ପ୍ରସାଦ ହାଉସିଂ ବୋର୍ଡ…

ଓଡ଼ିଶାରେ ୨୦ କରୋନା ଆକ୍ରାନ୍ତ, ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫

ଭୁବନେଶ୍ୱର:ନିରପେକ୍ଷ ଖବର:୦୩/୦୪/୨୦୨୦ ଗୋଟିଏ ଦିନରେ ରାଜ୍ୟରେ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛି । ଏବେ ରାଜ୍ୟର ରାଜଧାନୀ ଭୁବନେଶ୍ବର ସ୍ଥିତ ସୂର୍ଯ୍ୟ ନଗର ବେଶୀ ଚିନ୍ତା ର କାରଣ ପାଲଟିଛି।…

କରୋନା ପାଇଁ ୪୮ ଘଣ୍ଟା ଘରୁ ବାହାରି ପାରିବେନି ଭୁବନେଶ୍ୱର,କଟକ ଓ ଭଦ୍ରକ ବସିନ୍ଧା

ଭୁବନେଶ୍ୱର, ନିରପେକ୍ଷ ଖବର: ୩/୪: ଲକ ଡାଉନ୍‌ ସମୟରେ  ଭୁବନେଶ୍ୱର,କଟକ ଓ ଭଦ୍ରକ ବାସୀ କେହି ବି ଘରୁ ବହାରିପାରିବେନି। ଲକ ଡାଉନ ନିୟମକୁ ଅଧିକ କଡ଼ାକଡ଼ି କଲେ ରାଜ୍ୟ ସରକାର । ଆଗାମୀ ୪୮ ଘଣ୍ଟା ପାଇଁ ଭଦ୍ରକ ଟାଉନ୍ ଓ ରାଜଧାନୀ ଭୁବନେଶ୍ୱର,କଟକକୁ ପୂରାପୂରି ସଟ୍ ଡାଉନ୍‌ ଘୋଷଣା କଲେ…

୫୦ରୁ ଅଧିକ ପରିବାରକୁ ଆହାର ଦେଲା ହେଲ୍ପିଂ ବୟ

*ଜିଲ୍ଲା ପ୍ରଶାସନର ଅବହେଳା ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି ୫୦ରୁ ଅଧିକ ପରିବାର* ବାରିପଦା୧/୪ (ନିରପେକ୍ଷ ଖବର): କରୋନା ଭାଇରସ ଦାଉରୁ ରକ୍ଷା ପାଇଁ ସାରା ଦେଶକୁ ଲକ ଡାଉନ ରଖାଯାଇ ଥିବାବେଳେ କିଛି ଅତ୍ୟାବଶ୍ୟକ ଖାଦ୍ୟ ପଦାର୍ଥକୁ ଛାଡି ଅନ୍ୟ ସମସ୍ଥ ଦୋକାନ ବଜାର…

ଭଦ୍ରକ ରେ ଚିହ୍ନଟ ହେଲେ ରାଜ୍ୟର ଚତୁର୍ଥ କରୋନା ରୋଗୀ…

ଭୁବନେଶ୍ୱର,ନିରପେକ୍ଷ ଖବର: ଓଡ଼ିଶାରେ ଚତୁର୍ଥ କରୋନା ରୋଗୀ ଭଦ୍ରକରେ ଚିହ୍ନଟ ହୋଇଛନ୍ତି । ତାଙ୍କ ଘର ଭଦ୍ରକ ହୋଇଥିବା ଜଣାପଡିଛି।ଚିହ୍ନଟ ହୋଇ ଥିବା ରୋଗୀ ଜଣକ ଦୁବାଇରୁ ଫେରିଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷାରୁ ରିପୋର୍ଟରେ କରୋନା ପଜିଟିଭ ଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ…

ସୁରକ୍ଷା କର୍ମୀ ଓ ବିଏମସି କର୍ମଚାରୀଙ୍କ ମୁହଁରେ ହସ ଫୁଟାଇଲେ ସ୍ୱେଚ୍ଛାସେବୀ

*  ୩୫୦ କର୍ମଚାରୀଙ୍କୁ ବାଣ୍ଟିଲେ ରନ୍ଧା ଖାଦ୍ୟ... ଭୁବନେଶ୍ୱର,ନିରପେକ୍ଷ ଖବର: ୩୦ ମାର୍ଚ୍ଚ - କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତାଲା ବନ୍ଦ ଯୋଗୁଁ ସହରରେ ଥିବା ସମସ୍ତ ହୋଟେଲ ,ଜଳଖିଆ ଦୋକାନ ଆଦି ବନ୍ଦ ରହିଛି । ଏହି ସମୟରେ ସହରବାସୀଙ୍କ…

କରୋନା ର ସଂକ୍ରମଣକୁ ରୋକିବା ପାଇଁ ଆଜି ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ…

ଭୁବନେଶ୍ୱର,ନିରପେକ୍ଷ ଖବର : ୩୦ ମାର୍ଚ୍ଚ,୨୦୨୦ କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ରୋକିବା ନିମନ୍ତେ ଓଡ଼ିଶା ସରକାର ଆଜି ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ ଆଜି ଅପରାହରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦଶ ଲକ୍ଷ ଟଙ୍କା ସହାୟତା ଦେଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।

ବାରିପଦା(ନିରପେକ୍ଷ ଖବର)ତା-୩୦/୦୩-କରୋନା ମୁକାବିଲା ପାଇଁ ଆଗେଇ ଆସିଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।   ସମ୍ପ୍ରତି କରୋନା ମହାମାରୀ ର ମୁକାବିଲା ପାଇଁ ସମସ୍ତେ ତତ୍ପର ଥିବାବେଳେ ମୟୁରଭଞ୍ଜ ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ତଥା କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ…

କରୋନା କୁ ନେଇ ପିସିସି ସଭାପତି ମୁହଁ ଖୋଲିଲେ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୩   କରୋନା ଭାଇରସ୍ ବିଶ୍ୱରେ ଅକଳ୍ପନୀୟ କ୍ଷତି ଘଟାଇଛି। ଦୁନିଆର ପ୍ରତ୍ୟେକ ଦେଶ ପ୍ରଭାବିତ ହୋଇଅଛି। ଏହାର ପ୍ରତିରୋଧ ପାଇଁ ଲକଡାଉନ୍ ହେଉଛି ଏକମାତ୍ର ବିକଳ୍ପ। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି, ସରକାରଙ୍କ ଆଦେଶକୁ ଶୁଣନ୍ତୁ – ବାହାରକୁ ଯାଆନ୍ତୁ…

ସଚେତନତା ପାଇଁ ପୋଲିସ୍ ର ଅଭିନବ ଉପାୟ

ବାରିପଦା(ନିରପେକ୍ଷ ଖବର)ତା-୨୬/୦୩-ଲକ୍ ଡାଉନ୍ ନିୟମ ଅବମାନନା କରି ବିଚ୍ ରାସ୍ତାରେ ଉଠ୍ ଵସ୍ ହେଲେ। କରୋନା ପାଇଁ ଜାରି କରାଯାଇଥିବା ଲକ୍ ଡାଉନ୍ ନିୟମ ଭାଙ୍ଗି ଦଣ୍ଡିତ ହେଲେ। କରୋନାକୁ ହରାଇବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। କେଉଁ ରାଜ୍ୟରେ ଗୁଳି କରିବାକୁ…