Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Yearly Archives

2020

ଆବେଦନର ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି ଦାବି

ଭୁବନେଶ୍ୱର, ନିରପେକ୍ଷ ଖବର:ତା.୦୧.୧୧.୨୦୨୦, ନୂତନ ନିଯୁକ୍ତି ନିୟମକୁ “୫ ଟି”ରେ ସାମିଲ କରିବା ସହିତ ସପ୍ଳିମେଣ୍ଟାରୀ ତାଲିକା ପ୍ରକାଶ କରିବା, ଆବେଦନର ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରିବାକୁ ନିଖିଳ ଓଡ଼ିଶା ପାଇକମହାସଂଘ ରାଜ୍ୟସରକାରଙ୍କ ନିକଟରେ ଦାବି କରିଛି ।କରୋନା ମହାମାରୀ…

ବିଶ୍ୱ ସ୍ତନ କର୍କଟ ଦିବସ ସଚେତନତା ଶିବିର ଅନୁଷ୍ଠିତ …

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୨/୧୦  ବିଗତ ୮ ବର୍ଷ ଧରି ସ୍ପର୍ଶ ହସ୍ପିଟାଲ୍‌ ଏଣ୍ଡ କ୍ରିଟିକାଲ୍ କେୟାର୍ ଏବଂ ଲାଇଅନ୍ସ୍ ମିନତି ବେହେରା କ୍ୟାନସ୍‌ର ଫାଉଣ୍ଡନସ୍ ତରଫରୁ ବିଶ୍ୱ ସ୍ତନ କର୍କଟ ଦିବସ ସଚେତନତା ପାଳନ କରି ଆସୁଅଛି । ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହସ୍ପିଟାଲ୍ ପରିସରରେ…

ଫସିଗଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର:ନିରପେକ୍ଷ ଖବର:ତା ୧୦/୧୦/୨୦ ମହାମାରୀ କରୋନା ସମୟରେ ଜନ୍ମଦିନ ପାଳନ କରିବା ମହଙ୍ଗା ପଡିଲା। ଭୁବନେଶ୍ୱର ସାଂସଦ ତଥା ଭାରତୀୟ ଜନତା ପାଟିର ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ସଢଙ୍ଗୀଙ୍କ କାର୍ଯ୍ୟଳୟ ସିଲ ହେଲା। ଭୁବନେଶ୍ୱର ମହାନଗର ନିଗମ ୧୫ଦିନ ପାଇଁ ଏହାକୁ ସିଲ କରିଛି। ସାଂସଦ…

ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ‘ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ସମ୍ମାନିତ

ନିରପେକ୍ଷ ଖବର (କଟକ): ଅକ୍ଟୋବର ୨୦୨୦ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ଏକ ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇ ଛନ୍ତି। କରୋନା ମହାମାରୀ ସମୟରେ ଦୃଷ୍ଟାନ୍ତମୂଳକ…

ହାଥରସ୍ ଘଟଣାରେ ଉତର ପ୍ରଦେଶ ସରକାରଙ୍କ ବରଖାସ୍ତ ଦାବି କଲା ପିସିିସି ଅନୁସୂଚିତ ଜାତି ବିଭାଗ

ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୫.୧୦ - ଉତର ପ୍ରଦେଶ ରାଜ୍ୟର ହାଥରସ୍ ଗ୍ରାମର ଅନୁସୂଚିତ ଜାତି ବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ଓ ଉତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଦୋଷୀକୁ ଦଣ୍ଡ ଦେବା ପରିବର୍ତେ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିବା…

ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ସେବା ଯୋଗାଉଛି ସୁନ୍ଦରଗଡ଼ର ଏ.ଆର.ସି

ସୁନ୍ଦରଗଡ଼,ନିରପେକ୍ଷ ଖବର: ଅକ୍ଟୋବର ୨୦୨୦: ‘‘୨୪ ବର୍ଷ ହେଲା ଆଶାବାଡ଼ିକୁ ଭରସା କରି ମୁଁ ବାଟ ଚାଲୁଥିଲି। ହେଲେ ଏବେ ଆଶାବାଡ଼ି ଛାଡ଼ି ନିଜ ଗୋଡ଼ରେ ଠିଆ ହୋଇ ପାରୁଥିବାରୁ ମତେ ବହୁତ ଖୁସି ଲାଗୁଛି। ମୁଁ ଯେମିତି ନୂଆ ଜୀବନ ପାଇଛି’’, ଏହା କହିଛନ୍ତି ସମ୍ବଲପୁର ମହୁଲମୁଣ୍ଡା ଗ୍ରାମର…

‘ଲାସାସା’ ସଂଗଠନ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

କଟକ, ନିରପେକ୍ଷ ଖବର:ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ଲାସାସା ସାମାଜିକ ସଂଗଠନ ପକ୍ଷରୁ ପାଳିତ ହୋଇଯାଇଛି।ସାମାଜିକ ଦୁରତ୍ଵ ଓ ଗୋଷ୍ଠୀ କୈନ୍ଦ୍ରିକ କୁ ରକ୍ଷା କରି ବୃକ୍ଷ ରୋପଣ ଓ ବିଶୋଧନ କାର୍ଯ୍ୟକ୍ରମ କରାଯାଇଥିଲା। ସଙ୍କରପର ସ୍ଥିତ ଶ୍ରୀ ରାମ ମନ୍ଦିର ପ୍ରାଙ୍ଗଣ ରେ ବୃକ୍ଷ…

ସରସ୍ଵତୀ କଳା ପରିଷଦ ତରଫରୁ କରୋନା ଯୋଦ୍ଧା ସମ୍ମାନ

କଟକ,ନିରପେକ୍ଷ ଖବର:କଳା, ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ପ୍ରଶାସନ ଅଧିକାରୀ,ଅଶାକର୍ମୀ,ଅଙ୍ଗନବାଡି…

କରୋନା ଯୋଦ୍ଧା ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା କଲା ଶ୍ରୀ ମହାବୀର ସାମାଜିକ ସଂଗଠନ

ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୪/୧୦/୨୦୨୦ ନୟାପଲ୍ଲୀ ୱାର୍ଡ଼ ନଂ-୩୯ ଅଧିନରେ ଥିବା ଶାସ୍ତ୍ରୀନଗର କମ୍ୟୁନିଟି ହଲରେ ଶ୍ରୀ ମହାବୀର ସାମାଜିକ ସଂଗଠନ ପକ୍ଷରୁ ସାମ୍ବାଦିକଙ୍କୁ କରୋନା ଯୋଧ୍ୟା ଭାବେ ସମ୍ବର୍ଦ୍ଧିତ କରାଯାଇଛି। ଶ୍ରୀ ମହାବିର ସଂଗଠନ ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର…

ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୪/୧୦  ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଯାଇଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର…

ମହାତ୍ମାଗାନ୍ଧୀଙ୍କ‌ ଜନ୍ମ ଜୟନ୍ତୀ ଉପଲକ୍ଷେ ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୦ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନମ୍ବର -୧୬ ଲକ୍ଷ୍ମୀପୁର ପ୍ରାଥମିକ ବିଦ୍ୟାଳୟ , ମୈତ୍ରୀବିହାର ପରିସରରେ ସ୍ଥାନୀୟ…

ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୯ମ ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର:, ୦୨/୧୦ : ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୯ମ ବାର୍ଷିକ ଉତ୍ସବ ହୋଟେଲ୍ ମେ’ଫେୟାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଅଛି  । ଚଳିତ ବର୍ଷ କୋଭିଡ୍‌-୧୯ ମହାମାରୀ କଟକଣା ହେତୁ ସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ୍‌-୧୯…

ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ ପ୍ରତିବାଦରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଶୋଭଯାତ୍ରା ଓ ବିକ୍ଷୋଭ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨.୧୦ – ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ଉପରେ ଉତରପ୍ରଦେଶ ଠାରେ ହୋଇଥିବା ଯୋଗୀ ସରକାର ପ୍ରାୟୋଜିତ ବର୍ବୋରୋଚିତ ଆକ୍ରମଣ ପ୍ରତିବାଦରେ ଏକ ବିରାଟ ଶୋଭଯାତ୍ରା କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଂଟିନ ଛକଠାରେ…

ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨.୧୦ – ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଜାତିରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ…

ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟିର ବିକ୍ଷୋଭ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨.୧୦ – ରାହୁଲ ଗାନ୍ଧୀଙ୍କୁ ଉତରପ୍ରଦେଶ ପୋଲିସ୍‌ର ବର୍ବର ଆକ୍ରମଣ ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପ୍ରାକ୍ତନ ସଭାପତି ଶ୍ରୀ ମାନସ ଚୌଧୁରୀଙ୍କ ନେତୃତ୍ୱରେ ଆଜି ମାଷ୍ଟରକ୍ୟାଂଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଶ୍ରୀ…

କଟକ:ପରିବା ବଜାରରେ ନିଆଁ

ନିରପେକ୍ଷ ଖବର:(କଟକ):ତା ୩୦/୦୯ କୃଷି ଭିତ୍ତିକ ଜିଲ୍ଲାରେ ଏବେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଏହାର ପ୍ରଭାବ ସିଧା ସଳଖ ଖାଉଟି ଙ୍କ ଉପରେ ପଡିଛି । ଲୋକମାନେ ପରିବା କିଣିବାକୁ ଗଲା ବେଳେ ଏହାର ଦର ଶୁଣି ଏକ ପ୍ରକାର ଛାନିଆଁ ହୋଇଥିବା ଦେଖିବାକୁ ମିଳିଛି ।କୋରନା କଟକଣା କଠୋର ସମୟରେ…

ପାନୀୟ ଜଳ ପ୍ରକଳ୍ପ ଅଚଳ

ନିରପେକ୍ଷ ଖବର(ନିଆଳି):ତା ୨୯/୦୯ ଗ୍ରାମାଞ୍ଚଳ ଗୁଡିକରେ ଲୋକ ମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ତୃଣମୂଳ ସ୍ତରରେ ଯୋଜନା ଗୁଡିକର ସଠିକ ଭାବରେ କାର୍ଯ୍ୟକାରୀ ହେଉ ନଥିବା ଦେଖିବାକୁ ମିଳିଛି ଫଳରେ ପାନୀୟ ଜଳ ପ୍ରକଳ୍ପ ପାଇଁ ବ୍ୟୟ…

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା

ସୁନ୍ଦରଗଡ଼,ନିରପେକ୍ଷ ଖବର:୨୮/୦୯/ ୨୦୨୦: ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା। ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି। ଅପରେସନ କରିବାକୁ ପଡ଼ିବ। ଝିଅକୁ…

ଏ.ଏସ.ଆଇ ଶିଶିର ସେଠୀଙ୍କ ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

କଟକ,ରାଜେଶ କୁମାର ଲେଙ୍କା, ନିରପେକ୍ଷ ଖବର:ତା ୨୪/୦୯ କଟକ ସଦର ଉପକଣ୍ଠ ଯଶପଡା ପଂଚାୟତର ବରପୁତ୍ର କରୋନା ଯୋଦ୍ଧା ଓଡ଼ିଶା ପ୍ରଶାସନ ବିଭାଗରେ ଖଣ୍ଡଗିରି ଥାନାରେ ଏଏସଆଇ ଭାବେ କର୍ତବ୍ୟରତଥିବା ସ୍ବର୍ଗତ ଶିଶିର କୁମାର ସେଠୀଙ୍କ କରୋନା ମହାମାରୀରେ ପୀଡିତହୋଇ ମୃତ୍ୟୁ ଘଟିଛି ! ସେହି କରୋନା…

ସୁନ୍ଦରଗଡ଼ ଜିଲ୍ଲାରେ ମା’ ଓ ଶିଶୁ ସୁରକ୍ଷା ପାଇଁ ଆଉ ୯ଟି ‘ମା’ ଗୃହ’ ପ୍ରତିଷ୍ଠା କରାଯିବ

ସୁନ୍ଦରଗଡ଼,ନିରପେକ୍ଷ ଖବର:ତା. ୨୫.୦୯.୨୦୨୦: ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାରୀ ଓ ଘରୋଇ ସହଭାଗିତା (ପିପିପି) ଉପରେ ଗୁରୁତ୍ୱ ଆରୋପ କରାଯାଉଛି। ନିକଟରେ ଏ ସମ୍ପର୍କରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…