ଓକିଲ ସଂଘ ସାଂସ୍କୃତିକ ପରିଷଦର ରୌପ୍ୟ ଜୟନ୍ତୀ
ଭୁବନେଶ୍ୱର,ନିରପେକ୍ଷ ଖବର:୨୭/୦୨ ଭୁବନେଶ୍ୱର ଓକିଲ ସଂଘ ସାଂସ୍କୃତିକ ପରିଷଦ ପକ୍ଷରୁ ରୌପ୍ୟ ଜୟନ୍ତୀ ଦୁଇ ଦିନ ଧରି ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଯାପନ ଦିବସରେ ଉଦ୍ଘାଟକଭାବେ ଉଚ୍ଚନ୍ୟାୟାଳୟର ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ, ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲା ଦୌରାଜଜ୍…