ବୃଦ୍ଧି ପାଇଥିବା ବିଦ୍ୟୁତ ଦର ପ୍ରତ୍ୟାହାର ନହେଲେ ରାଜରାସ୍ତାରେ ଆନ୍ଦୋଳନ କରିବ କଂଗ୍ରେସ
ଭୁବନେଶ୍ୱର,ନିରପେକ୍ଷ ଖବର ତା ୩୦/୦୩ ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗକୁ ନେଇ କଂଗ୍ରେସ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ବିଜେଡ଼ି ସରକାର ଉପରେ ବର୍ଷିଛନ୍ତି ସେ କହିଛନ୍ତି ୨୦୧୬ର ଅପରିଣାମଦର୍ଶୀ ବିମୁଦ୍ରାୟନ ପରେପରେ କୋଭିଡ-୧୯ର…