Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Yearly Archives

2021

ନୂଆ ଜାତୀୟ ଶିକ୍ଷା ନୀତିର ଅଗ୍ରଗତି ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୯/୦୭ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ଗ୍ରହଣ କରିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ସ୍ୱୟଂଶାସିତ ସଂସ୍ଥା ମାନଙ୍କ ସହିତ ଆଲୋଚନା କରିବା ସହ ନୂଆ ଜାତୀୟ ଶିକ୍ଷା…

ପିସିସି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର ତା ୦୯/୦୭ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି Iଏହି ଉପଲକ୍ଷେ ସକାଳେ ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତୀରେ ପିସିସି ସଭାପତି…

ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୭/୦୭ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ଏଥିରେ ୧୦ଜଣଙ୍କୁ ପ୍ରମୋଶନ ମିଳିଥିବା ବେଳେ ୩୩ ନୂଆ ମୁହଁ ସାମିଲ ହୋଇଛନ୍ତି। ବିଶେଷ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଓଡିଶାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଏଥର…

ରାଜନୈତିକ ଅଭିସନ୍ଧି ରଖି ବିଜେପି ନେତ୍ରୀମାନଙ୍କୁ ସୋସିଆଲ ମିଡିଆ ଜରିଆରେ କଦର୍ଯ୍ୟ ଭାଷା ବ୍ୟବହାର କରାଯାଇ ଅପମାନିତ…

* ଏହା କ’ଣ ବିଜେଡିର ମା’ଙ୍କୁ ସମ୍ମାନ ? * ଶାସକ ବିଜେଡି ଦଳର ଆଇଟି ସେଲ୍ ଦ୍ୱାରା ଡ.ଲେଖାଶ୍ରୀଙ୍କ ପ୍ରସଙ୍ଗରେ ବିଭିନ୍ନ ସମୟରେ ଆଶାଳୀନ ଓ ଅଭଦ୍ର ଭାଷା ପ୍ରୟୋଗ କରାଯାଇ ସାମାଜିକ ଗଣମାଧ୍ୟମରେ ପ୍ରକାଶିତ କରିବା ଧର୍ତବ୍ୟ ଅପରାଧ * ନବୀନ ବାବୁ ଦଳର ସଭାପତି ଓ ମୁଖ୍ୟମନ୍ତ୍ରୀ ଭାବରେ…

କେତେ ଶୋଷିଲେ ସନ୍ତୁଷ୍ଟ ହେବ ବିଜେପି

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୫/୦୭- କରୋନା ଏବଂ ତଦ୍‌ଜନିତ ତାଲାବନ୍ଦ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଚୁରମାର କରିସାରିଲାଣି । ଆର୍ଥିକ ଅନାଟନ ଲୋକଙ୍କୁ ମହାମାରୀଠୁ ଅଧିକ କଷ୍ଟ ଦେଲାଣି । ଏହି ସମୟରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ବାରମ୍ବାର ଦରବୃଦ୍ଧି ଲୋକଙ୍କ ପାଇଁ ବେଡି…

ଜୁଲାଇ ୧୫ ପର୍ଯ୍ୟନ୍ତ ଲକଡାଉନ ଅବଧି ବୃଦ୍ଧି

ନୂଆଦିଲ୍ଲୀ,ନିରପେକ୍ଷ ଖବର:ତା ୨୮/୦୬ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ପଶ୍ଚିମବଙ୍ଗ ସରକାର ଲକଡାଉନ ଅବଧିକୁ ଜୁଲାଇ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଲକଡାଉନ ନିୟମରେ ସାମାନ୍ଯ କୋହଳ କରାଯାଇଛି। ଲକଡାଉନ ସମୟରେ ସମସ୍ତ ସେଲୁନ୍ ବିୟୁଟି ପାର୍ଲର ଗୁଡିକ ଦିନ ୧୧ ଟାରୁ ୬ଟା ଯାଏଁ…

ଲିଭିଂଗ ହୁମାନୀଟି ପକ୍ଷରୁ ଦୃଷ୍ଟିହୀନ ପରିବାରଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ …

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୬ ଲିଭିଂଗ ହୁମାନୀଟି ଏକ ସାମାଜିକ ଅନୁଷ୍ଠାନ ସର୍ବଦା ମଣିଷ ଭିତରେ ଥିବା ମଣିଷ ପଣିଆ ଜାଗ୍ରତ କରିବା ଦିଗରେ ବିଭିନ୍ନ କାଯ୍ୟ କରିଥାଏ । ଦୁଃଖୀ, ଦିଵ୍ୟାଙ୍ଗ,ଅସହାୟ ମାନଙ୍କୁ ସବୁବେଳେ ସାହାଯ୍ୟର ହାତ ବଢ଼ାଇ ଥାଏ । ଏହି ସାହାଯ୍ୟ ବିଭିନ୍ନ ବର୍ଗର…

କରୋନା ରୋଗୀଙ୍କ ଚିକିତ୍ସା ପାଇଁ ସହାୟତା

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୫/୦୬: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ସହାୟତାର ହାତ ବଢାଇଲା ଟିଏମ୍‍ଟି ବାର୍‍ର ଅଗ୍ରଣୀ ଉତ୍ପାଦନ ଏବଂ ନିର୍ମାଣକାରୀ ଶ୍ୟାମ ଷ୍ଟିଲ୍‍ ଇଣ୍ଡିଆ। କମ୍ପାନୀ ପକ୍ଷରୁ ଓଡ଼ିଶା ସରକାରଙ୍କୁ ଅକ୍ସିଜେନ କନସେଣ୍ଟ୍ରେଟର (ଅମ୍ଳଜାନ ସାନ୍ଦ୍ରକ) ଦାନ କରାଯାଇଛି। ରାଜ୍ୟ…

ସାଧୁତା ନ୍ୟୁଜ୍ ତରଫରୁ ୭ ଦିନ ଯାଏ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର,ନିରପେକ୍ଷ ଖବର:୨୮/୦୫ ବାଣୀବିହାର ଆଖଣ୍ଡଳମଣୀ ମନ୍ଦିର ବସ୍ତିରେ ଆଜି ସାଧୁତା ନ୍ୟୁଜ୍ ତରଫରୁ ଭିନ୍ନକ୍ଷମ ବ୍ୟକ୍ତି ଏବଂ ଗରିବ ଅସହାୟ ବ୍ୟକ୍ତିଙ୍କୁ ଆଜି ସୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି । ଏହି ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଆଗରୁ ମଧ୍ୟ ୨ ଟି ସ୍ଥାନରେ କରା ଯାଇଛି । କରୋନାରେ…

ଲକ୍‌ଡାଉନ୍‌ ଅବଧି ଆଉ ୧୪ ଦିନକୁ ବୃଦ୍ଧି…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୮.୦୫.୨୦୨୧ ରାଜ୍ୟ ସରକାର ଆଜି କୋଭିଡ୍‌ ପାଇଁ ଜାରି ହୋଇଥିବା ଲକ୍‌ଡାଉନ୍‌କୁ ଆଉ ଦୁଇ ସପ୍ତହ ଅର୍ଥାତ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଜି ଏହା ଏକ ସ୍ୱତନ୍ତ୍ର ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର…

ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇ.ଏ.ଏସ୍‌ ଅଧିକାରୀ ଶ୍ରୀ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୦୫ ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ପ୍ରମୁଖ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର…

ଆଇ.ଏ.ଏସ୍. ସ୍ତରରେ ବଡ଼ ଧରଣର ଅଦଳବଦଳ….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ମିିଳିଲା ନୂଆ ଦାଇତ୍ୱ। ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭ୍ଲପମେଣ୍ଟ ଅଥୋରିଟି ଭାଇସ୍ ଚେୟାରମ୍ୟାନ୍ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଦାୟିତ୍ୱରେ ଥିଲେ । ତାଙ୍କୁ ଏବେ ସାଧାରଣ ପ୍ରଶାସନର ସ୍ବତନ୍ତ୍ର…

୨୪ ଘଣ୍ଟାରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ଗତ ୨୪ ଘଣ୍ଟାରେ ୧୭ ଜଣଙ୍କ ଜୀବନ ନେଲା କରୋନା। ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖା ସଂକ୍ରମିତଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା ଜିଲ୍ଲାର ମୃତକଙ୍କ ଭିତରେ ୨ ଜଣ ଭୁବନେଶ୍ୱରର । ନୂଆପଡ଼ା, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଦୁଇ ଜଣ ଲେଖା…

ଅମାନିଆଙ୍କୁ ସାବାଡ଼ କରିବ କମିଶନରେଟ୍ ପୁଲିସ୍…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୮/୦୫ ଲକ୍ ଡାଉନ୍ ସମୟରେ ଅମାନିଆଙ୍କୁ ସାବାଡ଼ କରିବ କମିଶନରେଟ୍ ପୁଲିସ ଚେକିଂକୁ ଆହୁରି କଡାକଡି କରିବା ପାଇଁ ପୁଲିସ୍ କମିଶନର ଆଣିଲେ ନୂଆ ନିୟମ। ଏନେଇ ସବୁ ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲେ ପୋଲିସ୍ କମିଶନର। ପରିଚୟପତ୍ରର ଦୁରୁପଯୋଗ କରି…

ଉତ୍କଳ ବିଶ୍ଵବିଦ୍ୟାଳୟରେ କରୋନା ସଚେତନତା ଅଭିଯାନ

ଭୁବନେଶ୍ବର,ନିରପେକ୍ଷ ଖବର:ତା ୨୨/୦୪ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ଵବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏଟ୍‌ ୟୁନିଟ୍, ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ) ପକ୍ଷରୁ ବାଣୀବିହାର କ୍ୟାମ୍ପସ ମଧ୍ୟରେ ଏକ କରୋନା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସବିତା…

ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଦେବସ୍ମିତା ଦାସଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୮/୦୪ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦିକା ଦେବସ୍ମିତା ଦାସଙ୍କ ନେତୃତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ୭୫ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଏହି ରକ୍ତଦାନ…

ହାଇଦାର ଫେରାର୍ ଘଟଣାରେ ମୁଖ୍ୟମନ୍ତ୍ରୀ ଚୁପ୍ କାହିଁକି? ପ୍ରକାଶ ମିଶ୍ର

* ହାଇଦରକୁ ଖସାଇଦେବା ଷଡଯନ୍ତ୍ରରେ ଜେଲ୍ କର୍ତୁପକ୍ଷ, ମେଡିକାଲ କତୃପକ୍ଷ ଏବଂ ପୁଲିସର ହାତ ରହିଛି * ହାଇଦର ଭଳି ଦୁର୍ଦ୍ଦାନ୍ତ ଅପରାଧୀକୁ କାହିଁକି ବାରମ୍ବାର କଟକ ଅଣାଯାଉଥିଲା ? * ହାଇଦର ପ୍ରତି ରାଜ୍ୟ ସରକାର କାହିଁକି ସମ୍ବଦେନଶୀଳ ହେଉଥିଲେ? * ହାଇଦରକୁ କିଏ କ୍ୟାବିନ ଯୋଗାଇଥିଲା…

ଏସ୍‌ପ୍ଲାନେଡ୍‌ରେ ଖୋଲିଲା ଆମାଜନ୍‌’ର ଇଜି ସେଲ୍ କର୍ପୋରେଟ୍ ଅଫିସ ‘‘କୁଚୁ କେୟାର”

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୯/୦୪ ବର୍ତ୍ତମାନ ଡିଜିଟାଲ ଯୁଗରେ ଅନ୍‌ଲାଇନ୍ ସେବା ପ୍ରତି ଲୋକଙ୍କ ମଧ୍ୟରେ ବିଶେଷ ଆଗ୍ରହ ପରିଲକ୍ଷିତ ହେଉଛି । ଓଡ଼ିଶାରେ ମଧ୍ୟ ଅନ୍‌ଲାଇନ୍ ସେବାର ଚାହିଦା ବୃଦ୍ଧି ପାଉଥିଲେ ହେଁ ସବୁ ଅଞ୍ଚଳରେ ଏହି ସୁବିଧା ପହଞ୍ଚି ପାରୁନି । ଅନ୍‌ଲାଇନ୍ ଜରିଆରେ ଲୋକଙ୍କ…

ଇନ୍‌ଫୋସିଟିରେ ମିଡ଼୍‌ଟାଉନ୍ ବର୍ଣ୍ଣ ଜିମ୍ ଟ୍ରେନିଂ ସେଣ୍ଟର ଉଦ୍‌ଘାଟିତ

ଭୂବନେଶ୍ୱର,ନିରପେକ୍ଷ ଖବର :ତା ୦୬/୦୪ ପଟିଆ ଇନ୍‌ଫୋସିଟି ଛକରେ ମିଡ଼୍ ଟାଉନ୍ ବର୍ଣ୍ଣ ଟ୍ରେନିଂ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ପୂର୍ବତନ ଆୟକର କମିଶନର ଶରତ କୁମାର ଦାସ, ଶ୍ରୀ ପ୍ରକାଶ ଜେନା (ଲାୟନ୍ସ କ୍ଳବ, ପୂର୍ବତନ ଗଭର୍ନର), ଲୋହିତାକ୍ଷ ପଟ୍ଟନାୟକ…

ଭୁବନେଶ୍ୱର ସ୍ୱସ୍ତି ପ୍ରିମୀୟମ ଠାରେ ଖୋଲିଲା ମେକ୍ ମାଇଁ ବିଉଟି

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୪ ଭୁବନେଶ୍ୱରର ସ୍ୱସ୍ତି ପ୍ରିମୀୟମ ଠାରେ ମେକ୍ ମାଇଁ ବିଉଟି ର ଉଦ୍ଘାଟନ ହୋଇଯାଇଛ।ଯେଉଁଥିରେ ମହିଳା ଓ ପୁରୁଷଙ୍କ ସୌନ୍ଦର୍ଯ୍ୟ କରଣ ପାଇଁ ସମସ୍ତ ପ୍ରକାରର ଆବଶ୍ୟକ ସେବା ଏବେ ଗୋଟିଏ ସ୍ଥାନରେ ମିଳିପାରିବ। ଏହି ସେଳୁନ୍ ସମ୍ପୂର୍ଣ୍ଣ ହାଇଜେନିକ୍ ସେବା…