ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ
ଭୁବନେଶ୍ୱର,ନିରପେକ୍ଷ ଖବର ତା:୧୩/୧୨: ରାଜଧାନୀର ସ୍ୱନାମଧନ୍ୟ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଜେଷ୍ଟ-୨୦୨୨ ବିଦ୍ୟାଳୟ ପରିସରରେ
ଉଦ୍ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଭୁବନେଶ୍ୱରର ମେୟର ଶ୍ରୀମତୀ ସୁଲୋଚନା ଦାସ ଯୋଗଦେଇ କ୍ରୀଡ଼ା…