ଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ…
ଭୁବନେଶ୍ୱର, ନିରପେକ୍ଷ ଖବର (୨୫/୨): "ଓଡ଼ିଶା ହେଉଛି ସମୃଦ୍ଧ କଳା ଓ ସଂସ୍କୃତିର ଭୂମି। ଭାରତର ସ୍ୱାଧୀନତା ସଂଗ୍ରାମ ଓ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ କରିବାରେ ଅନେକ ବରପୁତ୍ରମାନଙ୍କର ଅତୁଳନୀୟ ଅବଦାନ ରହିଛି। ସେହି ବରପୁତ୍ରମାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ…