ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, ନିରପେକ୍ଷ ଖବର ତା:୨୮/୦୪/୨୫ ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା…