ଭୁବନେଶ୍ୱର ନିରପେକ୍ଷ ଖବର: ତା.୧୭/୦୫: ଗତ ୨ ଦିନ ମଧ୍ୟରେ ଅନନ୍ତ କୁମାର ହେଗଡେ, ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର ଏବଂ ନଳୀନ କଟିଲ ଦେଇଥିବା ବୟାନ ହେଉଛି ସେମାନଙ୍କର ନିଜସ୍ୱ ମନ୍ତବ୍ୟ । ଏହି ବିବାଦୀୟ ବୟାନ ସହ ଭାରତୀୟ ଜନତା ପାର୍ଟିର କୌଣସି ସମ୍ବନ୍ଧ ନାହିଁ ବୋଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା କହିଛନ୍ତି । ଶ୍ରୀ ଶାହା କହିଛନ୍ତି ଯେ, ବିଜେପିର ଏହି ନେତା ମାନେ ସେମାନଙ୍କ ବୟାନ ଫେରାଇନେବା ସହ ଏଭଳି
ଅପ୍ରୀତିକର ବୟାନ ପରେ କ୍ଷମା ପ୍ରାର୍ଥନା କରିଛନ୍ତି । ଏହା ସତ୍ୱେ ବିଜେପିର ଗରିମା ଓ ବିଚାରଧାରା ବିପରୀତ ବୟାନକୁ ଦଳ ଗମ୍ଭୀରତାର ସହ ନେଇଛି । ଏହି ୩ ନେତାଙ୍କ ବୟାନ ବିରୁଦ୍ଧରେ ନିର୍ଣ୍ଣୟ ନେବା ପାଇଁ ବୟାନ ଗୁଡିକୁ ପାର୍ଟିର ଅନୁଶାସନ ସମିତିକୁ ପଠାଇ ଦିଆଯାଇଛି । ଅନୁଶାସନ ସମିତି ତିନି ନେତାଙ୍କୁ ଜବାବ ତଲବ କରି ୧୦ ଦିନ ମଧ୍ୟରେ ରିପୋର୍ଟ ପାର୍ଟିକୁ ଦେବ
ବୋଲି ଶ୍ରୀ ଶାହା ସୂଚନା ଦେଇଛନ୍ତି ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ