ଭୁବନେଶ୍ବର, ନିରପେକ୍ଷ ଖବର,୦୪/୯/୨୦୧୯: ଓଡ଼ିଶାର ପ୍ରମୁଖ ସାଇବର ସିକ୍ୟୁରିଟି ଡେଭଲପ୍ମେଟ୍, ୱେବ୍ ଓ ସଫ୍ଟୱେର ସଲ୍ୟୁସନ କମ୍ପାନୀ ଗ୍ଲୋବାଲ ଟେକ୍ ପ୍ରମୋଟରସର (ଜିଟିପି) ନୂତନ ଶାଖା ଥ୍ରେଟ୍ସିସ୍ ସ୍ଥାନୀୟ ଇନ୍ଫୋସିସ୍ ଠାରେ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟାଳୟକୁ କମ୍ପାନୀର କାର୍ଯ୍ୟନିର୍ବାହୀ ଅଧିକାରୀ ଦୀପକ କୁମାର ନାଥ ଉଦ୍ଘାଟନ କରି ସାମ୍ପ୍ରତିକ ଅତ୍ୟାଧୁନିକ ସମୟରେ ସାଇବର ସିକ୍ୟୁରିଟିର ଆବଶ୍ୟକତା ଓ ଉପାଦେୟତା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ କମ୍ପାନୀର ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତୀୟ ସହବନ୍ଧିତ ଅଧିକାରୀମାନେ ଉପସ୍ଥିତ ଥିଲେ । ଥ୍ରେଟ୍ସିସ୍ ବର୍ତମାନ ବିଭିନ୍ନ ସହବନ୍ଧିତ କମ୍ପାନୀ ଆଫ୍ରିକା, ଅଷ୍ଟ୍ରେଲିଆ, ୟୁଏସ ଓ କତାର ପ୍ରମୁଖ କମ୍ପାନୀମାନଙ୍କ ସହ କାର୍ଯ୍ୟ କରି ଜାତୀୟ ଓ ଆନ୍ତର୍ଜାତୀୟ କ୍ଷେତ୍ରରେ ସୁନାମ ଅର୍ଜନ କରିଛି । ସାଇବର ସିକ୍ୟୁରିଟି ମୋବାଇଲ ଆପ୍ଲିକେସନ ସୁରକ୍ଷା ଦିଗରେ ନିଜର ଅଦମ୍ୟ କାର୍ଯ୍ୟ ଜାରି ରଖିବ ବୋଲି ଶ୍ରୀ ନାଥ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ