Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ପ୍ରମୁଖ ସାଇବର ସିକ୍ୟୁରିଟି କମ୍ପାନୀ ଥ୍ରେଟସିସ୍ ଉଦଘାଟିତ

0

ଭୁବନେଶ୍ବର, ନିରପେକ୍ଷ ଖବର,୦୪/୯/୨୦୧୯: ଓଡ଼ିଶାର ପ୍ରମୁଖ ସାଇବର ସିକ୍ୟୁରିଟି ଡେଭଲପ୍ମେଟ୍, ୱେବ୍ ଓ ସଫ୍ଟୱେର ସଲ୍ୟୁସନ କମ୍ପାନୀ ଗ୍ଲୋବାଲ ଟେକ୍ ପ୍ରମୋଟରସର (ଜିଟିପି) ନୂତନ ଶାଖା ଥ୍ରେଟ୍ସିସ୍ ସ୍ଥାନୀୟ ଇନ୍ଫୋସିସ୍ ଠାରେ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟାଳୟକୁ କମ୍ପାନୀର କାର୍ଯ୍ୟନିର୍ବାହୀ ଅଧିକାରୀ ଦୀପକ କୁମାର ନାଥ ଉଦ୍ଘାଟନ କରି ସାମ୍ପ୍ରତିକ ଅତ୍ୟାଧୁନିକ ସମୟରେ ସାଇବର ସିକ୍ୟୁରିଟିର ଆବଶ୍ୟକତା ଓ ଉପାଦେୟତା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ କମ୍ପାନୀର ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତୀୟ ସହବନ୍ଧିତ ଅଧିକାରୀମାନେ ଉପସ୍ଥିତ ଥିଲେ । ଥ୍ରେଟ୍ସିସ୍ ବର୍ତମାନ ବିଭିନ୍ନ ସହବନ୍ଧିତ କମ୍ପାନୀ ଆଫ୍ରିକା, ଅଷ୍ଟ୍ରେଲିଆ, ୟୁଏସ ଓ କତାର ପ୍ରମୁଖ କମ୍ପାନୀମାନଙ୍କ ସହ କାର୍ଯ୍ୟ କରି ଜାତୀୟ ଓ ଆନ୍ତର୍ଜାତୀୟ କ୍ଷେତ୍ରରେ ସୁନାମ ଅର୍ଜନ କରିଛି । ସାଇବର ସିକ୍ୟୁରିଟି ମୋବାଇଲ ଆପ୍ଲିକେସନ ସୁରକ୍ଷା ଦିଗରେ ନିଜର ଅଦମ୍ୟ କାର୍ଯ୍ୟ ଜାରି ରଖିବ ବୋଲି ଶ୍ରୀ ନାଥ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ।

Mo sapath

Leave A Reply

Your email address will not be published.