Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ବାରିପଦା ମୁନିସିପାଲଟି ସଫେଇ କର୍ମଚାରୀକୁଂ ମିଳୁନି ପାରିଶ୍ରମିକ….

କାର୍ଯ୍ୟାଳୟ ସମ୍ମୁଖରେ ଅଲିଆ ଗଦା କରି ଆନ୍ଦୋଳନ ଜାରି ରଖିଛନ୍ତି ସଫେଇ କର୍ମଚାରୀ...

0

ବାରିପଦା (ନିରପେକ୍ଷ ଖବର)ତା-୧୩/ନଭେମ୍ବର/୨୦୧୯-ବାରିପଦା ମୁନିସିପାଲଟି ଅଧିକାରୀ ଓ ଠିକାଦାର ଙ୍କ ମନମୁଖୀ କାର୍ଯ୍ୟ ପାଇଁ ସଫେଇ କର୍ମଚାରୀ ମାନେ ଗୋଟିଏ ମାସର ଦରମା ପାଇ ନଥିବା ଅଭିଯୋଗ ଆଣିଛନ୍ତି। ଏ ନେଇ ମଙ୍ଗଳବାର ଠାରୁ ଶତାଧିକ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଯାରି ରଖିଥିବା ସମୟରେ ବୁଧବାର ସକାଳ ୭ ଟାରେ ସହରର ଅଳିଆ ଆବର୍ଜନା କୁ ଆଣି ପୌରପାଳିକା କାର୍ଯ୍ୟାଳୟ ଓ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖରେ ପକାଇ ଅଭିନବ ଉପାୟରେ ପ୍ରତିବାଦ ଜାରିରଖିଛନ୍ତି ।ଦରମା ବନ୍ଦ କାର୍ଯ୍ୟକ୍ରମ ଦ୍ୱିତୀୟ ଦିବସରେ ପହଁଚିଲା। ଦାବି ପୂରଣ ନହବା ପର୍ୟ୍ଯନ୍ତ ଏ ଆନ୍ଦୋଳନ ଜାରି ରହିବ ବୋଲି ସଫେଇ କର୍ମଚାରୀ ଚେତାବନୀ ଦେଇଛନ୍ତି।ସେପଟେ ୨ଦିନ ହେଲା ଅଲିଆ ଆବର୍ଜନା ସଫା କରା ଯାଇନଥିବାରୁ ବାରିପଦା ସହର ର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଅଲିଆ ଜମା ହୋଇ ପୁତ୍ତିଗନ୍ଧମୟ ପରିବେଶ ସୃଷ୍ଟି କରିଛି।ତଥାପି ପୋୖର ପାଳିକ ଅଧିକାରୀ ଏଥି ପ୍ରତି ଗୁରୁତ୍ୱ ଦେଉନଥିବା ଦେଖିବାକୁ ମିଳିଛି।ଘଟଣା ସ୍ଥଳରେ ଉତ୍ତେଜନା ପାଇଥିବା ବେଳେ ବାରିପଦା ସଦର ଏସଡ଼ିପିଓ, ଟାଉନ ଥାନା ଅଧିକାରୀ ଏବଂ ପୌରପାଳିକା ର ନିର୍ବାହୀ ଯନ୍ତ୍ରୀ ପହଞ୍ଚି ଉତ୍ୟକ୍ତ ସଫେଇ କର୍ମଚାରୀଙ୍କୁ ବୁଝା ସୁଝା କରୁଛନ୍ତି।

Mo sapath

Leave A Reply

Your email address will not be published.