Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଆଜି କ୍ୟାମ୍ପ କୋର୍ଟର ପ୍ରଥମ ଦିନରେ ୨୭୦ କଏଦୀଙ୍କୁ ଜାମିନ..

0

ଆଜି ରାଜ୍ୟର ବିଭିନ୍ନ ଜେଲ୍‌ ପରିସରରେ ଆରମ୍ଭ ହୋଇଛି କ୍ୟାମ୍ପ୍ କୋର୍ଟ। ଓକିଲଙ୍କ ଆନ୍ଦୋଳନ କାରଣରୁ ଛୋଟ ଛୋଟ ମାମଲାରେ ଛନ୍ଦି ହୋଇ ଜେଲ୍‌ରେ ଥିବା କଏଦୀଙ୍କୁ ସର୍ତ୍ତମୂଳକ ଜାମିନ ଦେବା ପାଇଁ ରାଜ୍ୟର ବିଭିନ୍ନ ଜେଲ ପରିସରରେ କ୍ୟାମ୍ପ୍ କୋର୍ଟ ବସିଛି। ଏହି କ୍ୟାମ୍ପ କୋର୍ଟରେ ଆଜି ପ୍ରଥମ ଦିନରେ ମୋଟ ୨୭୦ ଜଣଙ୍କୁ ଜାମିନ ପ୍ରଦାନ କରାଯାଇଛି।

କେନ୍ଦ୍ରାପଡ଼ାରେ ସର୍ବାଧିକ ୧୫୭ ଜଣଙ୍କୁ ଜାମିନ ମିଳିଛି। ସେମାନଙ୍କ ମଧ୍ୟରୁ ୨୬ ଜଣ ବନ୍ଦୀ ମୁକୁଳିଛନ୍ତି। ସେହିଭଳି ଚୌଦ୍ୱାର ଜେଲରେ ୫୬ ଜଣଙ୍କୁ ଜାମିନ ମିଳିଥିବା ବେଳେ ୨୬ ଜଣ ବନ୍ଦୀ ମୁକୁଳିଛନ୍ତି। କରଞ୍ଜିଆ ଜେଲରେ ୨୯,

Blank space

ବଡବିଲରେ ୯, ରାଇରଙ୍ଗପୁରରେ ୭, ଜଗତସିଂହପୁରରେ ୮, ସୋରରେ ୪, ଆନନ୍ଦପୁରରେ ୪, ଚମ୍ପୁଆରେ ୪ ମୁକ୍ତ ହୋଇଛନ୍ତି।

ଓକିଲଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟବ୍ୟାପୀ ଉପୁଜିଥିବା ପରିସ୍ଥିତିକୁ ଦେଖି ଗତ ଶନିବାର ହାଇକୋର୍ଟଙ୍କ ପକ୍ଷରୁ ସମସ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କୁ କ୍ୟାମ୍ପକୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଅନ୍ୟପଟେ କ୍ୟାମ୍ପ୍ କୋର୍ଟକୁ ବିରୋଧ କରିଛନ୍ତି ଆନ୍ଦୋଳନକାରୀ ଓକିଲ ମାନେ। ଯାଜପୁର, କେନ୍ଦୁଝର, ଉଦଳା, କାମାକ୍ଷାନଗର ଭଳି ସ୍ଥାନରେ ଆନ୍ଦୋଳନକାରୀ ଆଇନ୍‌ଜୀବୀମାନେ ବିଚାରପତିଙ୍କୁ ଜେଲ୍‌ ଭିତରକୁ ନଛାଡ଼ିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା।

 

 

Mo sapath

Leave A Reply

Your email address will not be published.