Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ପିଆରଏମ ମେଡିକାଲ ପରିଦର୍ଶନରେ ଆସି ଆହାର କେନ୍ଦ୍ରରେ ଖାଇଲେ ଜଳ ସମ୍ପଦ ବିଭାଗର ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର..

0
Advertising:

ବାରିପଦା:(ନିରପେକ୍ଷ ଖବର)ତା-୫/୧୨/୧୯: ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ସ୍ଥିତି ସମୀକ୍ଷା କରିବାକୁ ଆସି ଆହାର କେନ୍ଦ୍ରରେ ଡାଲମା,ଭାତ ଖାଇଲେ ଓଡିଶା ସରକାରଙ୍କ ଜଳ ସମ୍ପଦ ବିଭାଗର ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର। ଆଜି ଅଚାନକ ସେ ମେଡିକାଲ ପରିଦର୍ଶନରେ ଆସି ଆହାର କେନ୍ଦ୍ରରେ ଭୋଜନ କରିବା ସହ ମେଡିକାଲ ପରିସରକୁ ବୁଲି ଦେଖିଥିଲେ। ଶ୍ରୀ କୁମାର ଜଳ ସମ୍ପଦ ବିଭାଗର ମୁଖ୍ୟ ସଚିବ ଦାଇତ୍ୱରେ ଥିବାବେଳେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୋଡ଼ାଲ ଅଫିସର ମଧ୍ୟ ଅଛନ୍ତି। ସୁରେନ୍ଦ୍ର କୁମାରଙ୍କ ସହ ମୟୁରଭଞ୍ଜ ଜିଲ୍ଲାପାଳ ବୀନିତ ଭରଦ୍ୱାଜ ଓ ଜିଲ୍ଲା ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ମହାପାତ୍ର ଉପସ୍ଥିତ ରହି ରୋଗୀସେବା କିପରି ଚାଲିଛି ଏବଂ ମେଡ଼ିକାଲ କଲେଜ ରେ ଚିକିତ୍ସିତ ହେଉଥିବା ରୋଗୀମାନେ ସରକାରୀ ସୁବିଧା ସୁଯୋଗ ପାଉଛନ୍ତି କି ନାହିଁ ସେ ସବୁ ର ତଦାରଖ କରିଥିଲେ। ଏହାପରେ ସମସ୍ତେ ମେଡିକାଲ କଲେଜ ପାଖରେ ଥିବା ଆହାର କେନ୍ଦ୍ରରେ ସାଧାରଣ ଲୋକଙ୍କ ସହ ଡାଲମା ଭାତ ଖାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିଲେ। ରାଜ୍ୟ ସରକାରଙ୍କ ମୋ ସରକାର ଓ 5ଟି ଯୋଜନା ରେ ଲୋକେ କେତେ ସୁଫଳ ପାଉଛନ୍ତି ତାହା ସମୀକ୍ଷା କରିବା ଉଦ୍ଦେଶ୍ୟରେ ଏହି ଗସ୍ତ ବୋଲି ଜଣାପଡିଛି।

Mo sapath

Leave A Reply

Your email address will not be published.