Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

୧୪ତାରିଖରୁ ଆରମ୍ଭ ହେବ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ଜନଜାଗରଣ ଯାତ୍ରା….

0

ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ୧୪ତାରିଖରୁ ପୁଣିଥରେ ଆରମ୍ଭ ହେବ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ଜନଜାଗରଣ ଯାତ୍ରା ଏହା ମୟୂରଭଞ୍ଜ ଜିଲ୍ଲାରେ ଅଧା ରହିଥିବାରୁ ଜନଜାଗରଣ ଯାତ୍ରାକୁ ଦ୍ୱିତୀୟ ପର୍ଯ୍ୟାୟରେ ସେହି ସ୍ଥାନରୁ  ଆରମ୍ଭ କରାଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।ଅକ୍ଟୋବର ୪ତାରିଖରୁ ଏହି ଜନଜାଗରଣ ଯାତ୍ରା କଂଗ୍ରେସ ପକ୍ଷରୁ ବାଲେଶ୍ୱର ଜିଲ୍ଲାରୁ ଆରମ୍ଭ କରାଯାଇଥିଲା। ଦଳର ନେତାମାନେ ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ଯାଇ ସଭା ସହ ଦଳୀୟ କର୍ମୀମାନଙ୍କୁ ଭେଟି ସଂଗଠନକୁ ସୁଦୃଢ଼ କରିବାକୁ ଆଲୋଚନା କରିଥିଲେ। ଦଳ କ୍ଷମତାକୁ ଆସିଲେ ନିରଞ୍ଜନ ହିଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଦଳର କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବୀ ବିଶ୍ୱାଳ ଏହି ଜନଜାଗରଣ ଯାତ୍ରାରେ କହିଥିଲେ।ଦ୍ୱିତୀୟ ପର୍ଯ୍ୟାୟ ଏହି ଜନଜାଗରଣ ଯାତ୍ରା ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ହେବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ପୂର୍ବରୁ ଏହି ଜନଜାଗରଣ ଯାତ୍ରା ରାଜ୍ୟର ସମସ୍ତ ବ୍ଲକକୁ ଯିବ ଓ ଆଲୋଚନା କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

Mo sapath

Leave A Reply

Your email address will not be published.