Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

କରୋନା କୁ ନେଇ ପିସିସି ସଭାପତି ମୁହଁ ଖୋଲିଲେ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୩   କରୋନା ଭାଇରସ୍ ବିଶ୍ୱରେ ଅକଳ୍ପନୀୟ କ୍ଷତି ଘଟାଇଛି। ଦୁନିଆର ପ୍ରତ୍ୟେକ ଦେଶ ପ୍ରଭାବିତ ହୋଇଅଛି। ଏହାର ପ୍ରତିରୋଧ ପାଇଁ ଲକଡାଉନ୍ ହେଉଛି ଏକମାତ୍ର ବିକଳ୍ପ। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି, ସରକାରଙ୍କ ଆଦେଶକୁ ଶୁଣନ୍ତୁ – ବାହାରକୁ ଯାଆନ୍ତୁ ନାହିଁ। ଯଦି ଆପଣଙ୍କୁ ବାହାରକୁ ଯିବାକୁ ପଡ଼ିବ ତେବେ ସତର୍କତା ଅବଲମ୍ବନ କରନ୍ତୁ।

ଏହି ଭୂତାଣୁ ହୁଏତ ହଜାର ହଜାର ଲୋକଙ୍କ ଜୀବନ ନେଇଥାଇ ପାରେ, କିନ୍ତୁ ଏହା ମାନବ ଜାତିର ଆତ୍ମା – କରୁଣା ଓ ସହାନୁଭୂତି ମାରି ପାରିବ ନାହିଁ। ଆମକୁ ସୁନିଶ୍ଚିତ କରିବାକୁ ପଡ଼ିବ ଯେ, ଲକଡାଉନ୍ ସମୟରେ ଗରିବ ଲୋକ ଅନାହାରରେ ମୃତ୍ୟୁମୁଖରେ ନ ପଡ଼ନ୍ତୁ। ପକ୍ଷୀ ଏବଂ ଅନ୍ୟ ପଶୁଙ୍କୁ ଖାଇବାକୁ ଦେବା ଜରୁରୀ। ମଣିଷ ଭାବରେ ଏହା ଆମର କର୍ତ୍ତବ୍ୟ | ସରକାର ଅନୁରୋଧ ଯଥା ସମ୍ଭବ ସହାୟତା ପ୍ରଦାନ କରନ୍ତୁ।

Mo sapath

Leave A Reply

Your email address will not be published.