Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ମାସ୍କ ଓ ପିପିଇ କିଟ୍ ଦୁର୍ନୀତିର ତଦନ୍ତ ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ ଓ ରାଜ୍ୟପାଳଙ୍କୁ ସ୍ମାରକପତ୍ର

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୯/୦୬ – ଓଡିଶା ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ଲୋକନାଥ ମହାରଥିଙ୍କ ନେତୃତ୍ୱରେ ମାସ୍କ ଏବଂ ପିପିଇ କିଟ୍ ଦୁର୍ନୀତିରେ ଲିପ୍ତ ଥିବା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ ଏବଂ ଆଇଏଏସ୍ ହେମନ୍ତ ଶର୍ମାଙ୍କୁ ବରଖାସ୍ତ କରିବା ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୯/୦୬ – ଓଡିଶା ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ଲୋକନାଥ ମହାରଥିଙ୍କ ନେତୃତ୍ୱରେ ମାସ୍କ ଏବଂ ପିପିଇ କିଟ୍ ଦୁର୍ନୀତିରେ ଲିପ୍ତ ଥିବା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ନବକିଶୋର ଦାସ ଏବଂ ଆଇଏଏସ୍ ହେମନ୍ତ ଶର୍ମାଙ୍କୁ ବରଖାସ୍ତ କରିବା ସହିତ ତୁରନ୍ତ ଗିରଫ ସହ ସିବିଆଇ ତଦନ୍ତ ଦାବିରେ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରିବା ସହିତ ମାଷ୍ଟର କ୍ୟାଂଟିନ୍ ଛକ ଠାରେ କୁଶପୁତଳିକା ଦାହ କରାଯାଇଥିଲା । ଉଭୟ ମନ୍ତ୍ରୀ ଏବଂ ସଚିବଙ୍କୁ ରାଜ୍ୟ ସରକାର ଘଂଟ ଘୋଡାଉଥିବାରୁ ରାଜ୍ୟ ଯୁବ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି । ଏହି ଘଟଣା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଆଗାମୀ ଦିନରେ ସାରା ରାଜ୍ୟରେ ଯୁବ କଂଗ୍ରେସ ବିକ୍ଷୋଭ କରିବ ବୋଲି ଶ୍ରୀ ମହାରଥି ଚେତାବନୀ ଦେଇଛନ୍ତି ।
ଉକ୍ତ କାର୍ଯ୍ୟକ୍ରମରେ ସର୍ବଶ୍ରୀ ସଂକୁନା କହଁର, ଦେବାଶିଷ ମହାପାତ୍ର, ପ୍ରତାପ ପ୍ରଧାନ, ବିଶ୍ୱରଂଜନ ଦାସ, ଶୁଭ୍ରକାନ୍ତ ଜେନା, ଦେବାଶିଷ ରାଉଳ, ନଳିନୀକାନ୍ତ ନାୟକ, ମନୋରଞ୍ଜନ ଦାଶ, ଦୀପକ ମହାପାତ୍ର, ଦେବାଶିଷ ରାଉତ, ରାଜକିଶୋର ବାରିକ, ସୁମିତ୍ ପୁଜାରୀ, ଶିବଶଙ୍କର ବେହେରା, ଯୁଗଳ ନାୟକ, ଆଲୋକ କୁମାର, ରୋଶନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ତୁରନ୍ତ ଗିରଫ ସହ ସିବିଆଇ ତଦନ୍ତ ଦାବିରେ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରିବା ସହିତ ମାଷ୍ଟର କ୍ୟାଂଟିନ୍ ଛକ ଠାରେ କୁଶପୁତଳିକା ଦାହ କରାଯାଇଥିଲା । ଉଭୟ ମନ୍ତ୍ରୀ ଏବଂ ସଚିବଙ୍କୁ ରାଜ୍ୟ ସରକାର ଘଂଟ ଘୋଡାଉଥିବାରୁ ରାଜ୍ୟ ଯୁବ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି । ଏହି ଘଟଣା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଆଗାମୀ ଦିନରେ ସାରା ରାଜ୍ୟରେ ଯୁବ କଂଗ୍ରେସ ବିକ୍ଷୋଭ କରିବ ବୋଲି ଶ୍ରୀ ମହାରଥି ଚେତାବନୀ ଦେଇଛନ୍ତି ।
ଉକ୍ତ କାର୍ଯ୍ୟକ୍ରମରେ ସର୍ବଶ୍ରୀ ସଂକୁନା କହଁର, ଦେବାଶିଷ ମହାପାତ୍ର, ପ୍ରତାପ ପ୍ରଧାନ, ବିଶ୍ୱରଂଜନ ଦାସ, ଶୁଭ୍ରକାନ୍ତ ଜେନା, ଦେବାଶିଷ ରାଉଳ, ନଳିନୀକାନ୍ତ ନାୟକ, ମନୋରଞ୍ଜନ ଦାଶ, ଦୀପକ ମହାପାତ୍ର, ଦେବାଶିଷ ରାଉତ, ରାଜକିଶୋର ବାରିକ, ସୁମିତ୍ ପୁଜାରୀ, ଶିବଶଙ୍କର ବେହେରା, ଯୁଗଳ ନାୟକ, ଆଲୋକ କୁମାର, ରୋଶନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Advertisement
Mo sapath

Leave A Reply

Your email address will not be published.