Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଭାରତ-ଚାଇନାର ଗଲ୍‌ଓ୍ଵାନ ଠାରେ ଶହୀଦ ଯବାନଙ୍କ ଉଦ୍ଧେଶ୍ୟରେ ଏଓବିଏସ୍ଓ ଛାତ୍ର ସଂଘ ତରଫରୁ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା – ୧୮/୦୬ ଆଜି ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ଅଲ ଓଡିଶା ବିପିୟୁଟି ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ(ଏଓବିଏସ୍ଓ) ତରଫରୁ ଭାରତ ଚାଇନାର ଗଲ୍‌ଓ୍ଵାନ ସୀମାରେ ଭାରତର ୨୦ଜଣଙ୍କ ସହ ସେଥି ମଧ୍ୟରୁ ଦୁଇ ଓଡ଼ିଆ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନ ଙ୍କ ଶହୀଦ ହେବା ଖବର ପ୍ରତ୍ୟେକ ଭାରତୀୟ ତଥା ଓଡ଼ିଆ ମାନଙ୍କ ମନକୁ ବ୍ୟଥିତ କରିଛି। ତାଙ୍କର ଦେଶ ପ୍ରତି ସାର୍ବଭୌମତ୍ୱ ଏବଂ ଦେଶଭକ୍ତିର ଏହି ବଳିଦାନ ଜ୍ୱଳନ୍ତ ଉଦାହରଣ ସୃଷ୍ଟି କରିଛନ୍ତି । ଏହି ଅବସରରେ ଦେଶର ସାର୍ବଭୌମତ୍ୱ ଏବଂ ଦେଶଭକ୍ତି ର ଜ୍ୱଳନ୍ତ ଉଦାହରଣ ସୃଷ୍ଟି କରିଛନ୍ତି ।
ଏହି ଅବସରରେ ଏଓବିଏସ୍ଓ ଛାତ୍ର ସଂଘ ତରଫରୁ ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବୀରଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି।

Advertising
Blank space

ଏହି କ୍ୟାଣ୍ଡେଲ ଶୋଭାଯାତ୍ରାରେ ଏଓବିଏସ୍ଓ ଛାତ୍ର ସଂଘର ଉପଦେଷ୍ଟା ତଥା ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ଧୃତି ମାର୍ଥା, ରାଜ୍ୟ ପରିଷଦ ସଦସ୍ୟ ତଥା ରାଜ୍ୟ ଯୁବ ବିଜେଡି ସଂଘଠନ ସମ୍ପାଦକ ପୂର୍ଣ୍ଣେନ୍ଦୁ ପୂଜାପଣ୍ଡା ଓ ରାଜ୍ୟ ପରିଷଦ ସଦସ୍ୟ ପ୍ରସନ୍ନ ପାଣି ଙ୍କ ଉପସ୍ଥିତିରେ ମୁଖ୍ୟ ସଂଘଠନ ପବନ କୁମାର ସ୍ୱାଇଁ ଓ ଏଓଡିଏସ୍ଓ ଛାତ୍ର ସଂଘର ମୁଖ୍ୟ ସଂଘଠନ ଅନନ୍ତ ନାରାୟଣ ଜେନା ନେତୃତ୍ୱରେ ରାଜ୍ୟ ପରିଷଦ ସଦସ୍ୟ ସ୍ମୃତିରାଜ ମହାନ୍ତି, ଶ୍ରୀତମ ପଟ୍ଟନାୟକ, ଶୁଭନାରାୟଣ ନାୟକ, ସୌମ୍ୟ ସାମଲ ,ସାଇକୃପା ବିଷୋୟୀ , ସ୍ୱାଗତ ମହାପାତ୍ର ଆଦି ସଦସ୍ୟମାନେ ଉପସ୍ଥିତି ଥିଲେ।

Mo sapath

Leave A Reply

Your email address will not be published.