ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୦୮ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ , ଭିଏସସନଗର ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଭିଏସସନଗର ସରକାରୀ ହାଇସ୍କୁଲରେ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ଲୋପାମୁଦ୍ରା ଦାସ , ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଇତିଶ୍ରୀ ଦାଶ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପବିତ୍ର କୁମାର ବେହେରା ଓ ସୌମ୍ୟ ରଞ୍ଜନ ଦାସଙ୍କୁ “ମେଧା ସମ୍ମାନ”ରେ ସମ୍ମାନିତ କରାଗଲା ଏବଂ ଉପଢୌକନ, ମାନପତ୍ର , ଶିକ୍ଷା ଉପକରଣ ଓ ଭବିଷ୍ୟତରେ ଭଲ ପାଠପଢିବା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବା ସହିତ ସେମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରି ପ୍ରଭୁ ଜଗନ୍ନାଥଙ୍କ ନିକଟରେ ସମୂହ ପ୍ରାର୍ଥନା କରାଗଲା। ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ପ୍ରତିଷ୍ଠାତା ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଉତ୍ତର ଭୁବନେଶ୍ୱର ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ, ସୌମ୍ୟ ରଂଜନ ପ୍ରଧାନ, ଦୀପକ କୁମାର ନାୟକ, ନରେନ୍ଦ୍ର କୁମାର ବିଶ୍ବାଳ , ଲୋକେଶ କୁମାର, ବାଣୀ କଲ୍ୟାଣ ମହାନ୍ତି,ଅକ୍ଷୟ ସ୍ବାଇଁ, ବିନୋଦ ସାହୁ, ସର୍ବଜିତ ସାହୁ, କମଳାକାନ୍ତ ରାଉତରାୟ, ନଳିନୀ କାନ୍ତ ବେହେରା ,ମଳୟ ରଞ୍ଜନ ବେହେରା,ସୁଶାନ୍ତ କୁମାର ମୁଦୁଲି, ସନ୍ତୋଷ କୁମାର ସାହୁ, ଅନନ୍ତ ରେଡ୍ଡୀ , ବିଜେଡି ନେତ୍ରୀ ମନୋରମା ସିଂ ପାତ୍ର, ଇସା ମହାନ୍ତି , ସୁଚିତ୍ରା ବେହେରା ,ସ୍ନେହଲତା ମୁଦୁଲି , ପୁଷ୍ପଲତା ରାଉଳ, ପୁଷ୍ପଲତା ନାୟକ, ଦ୍ରୌପଦୀ ଦେବୀ ପ୍ରମୁଖ ପରିଚାଳନା କରିଥିଲେ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ