Blank space
Blank space
Breaking News/ମୁଖ୍ୟ ଖବର:
ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆ
Blank space

ବନ୍ୟା ବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଲା ଯାଜପୁର ଜିଲ୍ଲା ବି.ଯେ.ପି ଯୁବମୋର୍ଚା

0

ଭୁବନେଶ୍ୱର, ନିରପେକ୍ଷ ଖବର: ଯାଜପୁର ଜିଲ୍ଲାରେ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ, ଇରାଶିସ ଆଚାର୍ଯ୍ୟ ଓ ଯାଜପୁର ଜିଲ୍ଲା ବିଜେପି ସଭାପତି ଗୌତମ ରାୟ ଙ୍କ ଅନୁମତି କ୍ରମେ ଜ୍ୟୋତି ପ୍ରକାଶ ନାୟକ ଙ୍କ ନେତୃତ୍ୱରେ ରାଜ୍ୟ ବିଜେପି ଯୁବମୋର୍ଚା ପକ୍ଷରୁ ବନ୍ୟା ହୋଇଥିବା ଯାଜପୁର ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳକୁ ଗ୍ରସ୍ଥ କରି ଶୁଖିଲା ଖାଦ୍ୟ, ଦିଆସିଲି, ମଶାତେଲ, ଧୂପ,ପାଉଁରୁଟି, ବିସ୍କୁଟ୍‌, ଫଳରସ ପ୍ୟାକେଟ୍‌, ପାଣି ବଟଲ୍‌, ମସଲା ବଟା ପ୍ୟାକେଟ୍ ପ୍ରଭୃତି ବଣ୍ଟନ କରାଯାଇଥିଲା। କରୋନା ମହାମାରୀ ସମୟରେ କରାଳ ବନ୍ୟା ଏହି ଅଞ୍ଚଳରେ ଜନସାଧାରଣଙ୍କର ମେରୁଦଣ୍ଡ ଭାଙ୍ଗି ଦେଇଛି । ଶହ ଶହ ଏକର ଚାଷଜମି ନଷ୍ଟ ହୋଇଯାଇଛି ।ସାଧାରଣ ଲୋକ ନାହିଁନଥିବା ଅସୁବିଧାର ସମୁଖୀନ ହେଉଛନ୍ତି।ତେଣୁ ବିଜେପି ଯୁବମୋର୍ଚା ପକ୍ଷରୁ ସାହାଯ୍ୟର ଏକ ଛୋଟ ମାତ୍ର ପ୍ରୟାସ ଆରମ୍ଭ କରାଯାଇଛି।

Mo sapath

Leave A Reply

Your email address will not be published.