Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ‘ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ସମ୍ମାନିତ

0

ନିରପେକ୍ଷ ଖବର (କଟକ): ଅକ୍ଟୋବର ୨୦୨୦ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ଏକ ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇ ଛନ୍ତି। କରୋନା ମହାମାରୀ ସମୟରେ ଦୃଷ୍ଟାନ୍ତମୂଳକ ସମାଜସେବା , ନିଃସ୍ଵାର୍ଥପର ସେବା ଓ ସମର୍ପିତ କାର୍ଯ୍ୟ ପାଇଁ ଡାକ୍ତର ପଟ୍ଟନାୟକ ଙ୍କୁ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ‘ ଇଣ୍ଡିଆନ୍ ହ୍ୟୁମାନ ଟାରୀୟନ୍ ‘ ଆୱାର୍ଡ଼ ପ୍ରଦାନ କରା ଯାଇଛି।ହାଇଦ୍ରାବାଦ୍ ଠାରେ ଇଣ୍ଡିଆନ ବୁକ୍ ରେକର୍ଡସ୍ ର ପ୍ରତିଷ୍ଠାତା ସଂପାଦକ ଡାକ୍ତର ଜି ବରପ୍ରସାଦ୍ ଡାକ୍ତର ପଟ୍ଟନାୟକ ଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।ଏହି ସମ୍ମାନ ମୋର ଆତ୍ମାକୁ ବଜାୟ ରଖିବ ଓ କାର୍ଯ୍ୟ ଜାରି ରଖିବା ପାଇଁ ପ୍ରେରଣା ମଧ୍ୟ ଯୋଗାଇବ ବୋଲି କହିଛନ୍ତି ଅଭୟ, ତା ସହିତ ଏହି ଅକ୍ଲାନ୍ତ ପ୍ରୟାସ ମୋର ଶେଷ ନିଃଶ୍ୱାସ ଥିବା ପର୍ଯ୍ୟନ୍ତ ଜାରି ରହିବ ବୋଲି ଦୃଢ଼ ଉକ୍ତି ରଖିଛନ୍ତି।

Mo sapath

Leave A Reply

Your email address will not be published.