ଭୁବନେଶ୍ୱର, ନିରପେକ୍ଷ ଖବର :ତା ୨୧/୧୧ ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତିଙ୍କ ରୁଲିଂ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ଦେଇଛନ୍ତି । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି । ରାଜ୍ୟରେ ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରସ୍ତାବ ରହିଛି । ୧୪ ହଜାର ସ୍କୁଲ ନୁହେଁ ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରକିୟା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତି ନେବେ ତାହା କାର୍ଯ୍ୟକାରୀ କରାଯିବ। ସ୍କୁଲ ବନ୍ଦ କରି ପିଲାଙ୍କୁ ହଇରାଣ କରିବା ରାଜ୍ୟ ସରକାରଙ୍କ ଉଦେଶ୍ୟ ନୁହେଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଏନେଇ ୨ ଦିନ ଭିତରେ ଉତ୍ତର ରଖିବେ ମନ୍ତ୍ରୀ । କାହିଁକି ସ୍କୁଲ ବନ୍ଦ ହେବ ଓ ପିଲା କୁଆଡେ ଯିବେ ଏବଂ ୧୪ ହଜାର ସ୍କୁଲ ବନ୍ଦ ହେଲେ ଶିକ୍ଷକ କଣ କରିବେ ସେ ନେଇ ଗୃହରେ ଉତର ରଖିବେ ମନ୍ତ୍ରୀ ସମୀର ଦାସ ।
ସଭା ଆରମ୍ଭରେ ୟୁପି ସ୍କୁଲ ବନ୍ଦ ନେଇ ବିଜେପି ଓ କଂଗ୍ରେସ ସଭ୍ୟ ଗୃହର ମଧ୍ୟ ଭାଗରେ ହୋହାଲ୍ଲା କରିଥିଲେ । ହଟ୍ଟଗୋଳ ଯୋଗୁ ଗୃହକୁ ୧୫ ମିନିଟ ପାଇଁ ମୂଲତବୀ କରାଯାଇଥିଲା । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସ୍କୁଲ ବନ୍ଦ ହେବା ପ୍ରସଙ୍ଗ ଗୃହରେ ଉଠାଇଥିଲେ । ଶିକ୍ଷା ହେଉଛି ସମସ୍ତ ମୌଳିକ ଅଧିକାର । ସରକାର ନିର୍ଦ୍ଦେଶ ଦିଅନ୍ତୁ ସ୍କୁଲ ବନ୍ଦ ନହେଉ । ପିଲା ଏତେ ଦୂର କେମିତି ପଢିବାକୁ ଯିବେ । ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ପଳାଇବ ବୋଲି ନରସିଂହ କହିଥଲେ । ସେହିପରି ବିରେଧୀ ଦଳ ଉପନେତା ବିଷ୍ଣୁ ସେଠୀ ୧୪ ହଜାର ସ୍କୁଲ ବନ୍ଦ ହେଲେ ପିଲା କୁଆଡେ ଯିବେ ବୋଲି ପ୍ରଶ୍ନ କରିଛନ୍ତି ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ