Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୨ ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ ଆଜି ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ଅଧିବେଶନରେ ଶତାଧିକ ସଭ୍ୟ ଯୋଗଦାନ କରିଥିଲେ । ଏହି ସୋସାଇଟିରେ ଆୟକର ବିଭାଗର ଅନେକ ଅବସରପ୍ରାପ୍ତ କର୍ମଚାରୀ ଓ କାର୍ଯ୍ୟରତ କର୍ମଚାରୀ ସଭ୍ୟ ଅଛନ୍ତି । ଆଜିର ଅଧିବେଶନ ସୋସାଇଟିର ସଭାପତି ଶ୍ରୀ ଶରତ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଆଗାମୀ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ/ ଚୟନ ମଧ୍ୟ କରାଯାଇଥିଲା ।

ଆଗାମୀ ବର୍ଷ ପାଇଁ ଶ୍ରୀ ଶରତ ଦାଶ ସଭାପତି ଭାବେ ଓ ଶ୍ରୀ ରାଧାଶ୍ୟାମ ଗିରି ସମ୍ପାଦକ ଭାବେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ଯୁଗ୍ମ ସମ୍ପାଦକ ଭାବେ ଶଶିକାନ୍ତ ବେହେରା ଓ ତ୍ରିଲୋଚନ ମଲ୍ଲିକ , କୋଷାଧ୍ୟକ୍ଷ ଭାବେ ଲଳିତ ପଣ୍ଡା , ହିସାବ ସମୀକ୍ଷକ ଭାବେ ଶ୍ରୀ ଏ ଭି ଏନ୍ ଶ୍ରୀନିବାସ, ଓ କାର୍ଯ୍ୟକାରିଣୀ କମିଟିକୁ  ସର୍ବଶ୍ରୀ ମନୋଜ ପତି, ଦୁର୍ଗାପ୍ରସାଦ ଆଚାର୍ଯ୍ୟ, ଚିତ୍ତରଞ୍ଜନ ପଟ୍ଟନାୟକ, ଶ୍ରୀ ଏମ କେ ସାଇ, ଶ୍ରୀ ଏ ଟି ଖାଁ, ବିଦ୍ୟାଧର ସାହୁ ଓ ମଙ୍ଗରାଜ ସେଠୀ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ଉପଦେଷ୍ଟା ଭାବେ ଶ୍ରୀ ବ୍ରଜେନ୍ଦ୍ର ମହାନ୍ତି ଓ ଶ୍ରୀ ଜଗବନ୍ଧୁ ସାହୁଙ୍କୁ ପୁନଃ ନିର୍ବାଚିତ କରାଯାଇଥିଲା ।

Blank space

ଏହି ଅଧିବେଶନରେ ଯୋଗ ଦେଇଥିବା ସମସ୍ତ ଆୟକର ବନ୍ଧୁଙ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ସଭାପତି ଶ୍ରୀ ଶରତ ଦାଶ ।

Mo sapath

Leave A Reply

Your email address will not be published.