Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ରାଶି ଫଳ:୧୩/୦୫/୨୦୧୯ ସୋମବାର

0

ନିରପେକ୍ଷ ଖବର: ଆଜି ହେଉଛି ୨୦୧୯ ମସିହା ମେ ମାସ ତା ୧୩ ସୋମବାର ମେଷ ୩୦ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ନବମୀ ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର
ମିଥୁନ ରାଶିର ଘାତ ବାର 

*କର୍କଟ ମକର ରାଶି ପୁରୁଷଙ୍କ ଘାତ ଚନ୍ଦ୍ର
*ଆଜି: ଲାଉ ଖାଇବା ନିଷେଧ
ମେଷ:ମାନସିକ ଅସ୍ଥିରତା ଲାଗି ରହିବ । ଗୃହାରମ୍ଭ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ମହିଳାମାନେ ଗୃହ କର୍ମରେ ବ୍ବସ୍ତ ରହିବେ ।
ବୃଷ:ସମସ୍ତ କାମ ସହଜ ଓ ସୁବିଧାରେ ହୋଇଯିବ । କରିବାକୁ ଥିବା ଋଣ ଆଜି ପରିଶୋଧ କରିବେ ।ଦୂରଯାତ୍ରାର ଯୋଗ ରହିଛି । ପାରିବାରିକ ଜୀଜୀବନ ସୁଖମୟ ହେବ ।              ମିଥୁନ:ଆର୍ଥିକ ଉନ୍ନତି ହେବା ସହ ପୂର୍ବର ସମସ୍ୟା ସମାଧାନ ହୋଇ ଯିବ।ନିଜର ଆଚାର ବ୍ୟବହାର ଦ୍ବରା ଅନ୍ୟକୁ ଅନୁପ୍ରାଣିତ କରିବେ । । ବାଣିଜ୍ୟ, ବ୍ୟବସାୟରେ ଲାଭବାନ ହେବେ ।
କର୍କଟ:ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚ ସମ୍ମାନର ଅଧିକାରୀ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ ।ଛାତ୍ର ଛାତ୍ରୀମାନେ ବିଦ୍ୟାରେ ସଫଳତା ଲାଭ କରିବେ
ସିଂହ:ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପରିବାରର ହସ ଖୁସି  ପୂର୍ବ ପରି ଅତୁଟ ରହିବ ।
କନ୍ୟା:ଦ୍ୱନ୍ଦ୍ୱରେ ପଡି ବନ୍ଧୁଙ୍କ କଥା ଠିକ୍‌ ଭାବେ ବୁଝି ପାରିବେନି । ଆଜି କିଛି ନୂତନ ଖବର ପାଇ ମନ ଆନନ୍ଦିତ ହେବ । ଆଇନ ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା:କୌଣସି ବ୍ୟକ୍ତିଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ । ଆଜିର ଯାତ୍ରା, ବ୍ୟବସାୟ, ବିବାଦୀୟ ପରିସ୍ଥିତିରେ ବିଫଳତା ଦେଖାଦେବ । ମହିଳାମାନେ ଅପମାନିତ ହେବେ ।
ବିଛା:ଆଶା କରିଥିବା ଅର୍ଥ ସାମାନ୍ୟ ବିଳମ୍ବରେ ପାଇବେ । ପରୋକ୍ଷ ଶତ୍ରୁତା କାରଣରୁ ଯୋଜନା ଗୁଡିକ ଠିକ୍‌ ଭାବେ କାର‌୍ୟ୍ୟକାରୀ ହେବ ନାହିଁ । ଘରେ ବନ୍ଧୁ ମିଳନ ଓ ଖୁସୀର ଆସର ଜମିପାରେ ହୋଇପାରନ୍ତି। ବିଗତଦିନର ଘଟଣାକୁ କେନ୍ଦ୍ରକରି କର୍ମକ୍ଷେତ୍ରରେ କିଛି ଅଘଟଣ ଆଶଙ୍କା କରି ମନ ବିବ୍ରତ ରହିପାରେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ ।
ଧନୁ:ଅନ୍ୟମନସ୍କ କାରଣରୁ କିମ୍ବା ପକେଟମାର ଜନିତ ଧନହାନିର ଆଶଙ୍କା ଦେଖାଦେବ । ପୂର୍ବାଷାଢା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ।
ମକର:ଚେଷ୍ଟା କରୁଥିବା କାମଗୁଡିକ ମଧ୍ୟ ଆଶାନୁରୂପ ହେବା କାରଣରୁ ମନ ଅସନ୍ତୋଷ ରହିପାରେ। ଅତିଥି କିମ୍ବା ବନ୍ଧୁଙ୍କ ମତିଗତି ଓ କାର‌୍ୟ୍ୟ କଳାପରେ ଆନନ୍ଦିତ ହେବା ବଦଳରେ ଅସନ୍ତୁଷ୍ଟ ରହିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବାର ସୂଚନା ରହିଛି । ଶିଳ୍ପ,ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବେ।
କୁମ୍ଭ:ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ନିର୍ଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ନ ଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ଅଫିସରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ରରେ ସୁଫଳ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଉପୁଜିବାର ସମ୍ଭାବନା ରହିଛି ।
ମୀନ:ପ୍ରତ୍ୟେକ କାର‌୍ୟ୍ୟରେ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ପରିବହନ ସଭାସମିତି, ଆନୁଷ୍ଠାନିକ କ୍ଷେତ୍ରରେ ଶୁଭ ଫଳ ପାଇବେ । ବ୍ୟବସାୟ ପ୍ରତିଷ୍ଠାନ, ନିର୍ମାଣାଧୀନ କାର‌୍ୟ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟିହେବ। ସ୍ଥଗିତକାର‌୍ୟ୍ୟ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହୋଇପାରିବ।

Mo sapath

Leave A Reply

Your email address will not be published.