Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଆଜିର ରାଶି ଫଳ ତା ୧୪-୦୫-୨୦୧୯ ମଙ୍ଗଳବାର

0

ନିରପେକ୍ଷ ଖବର: ୨୦୧୯ ମସିହା ମେ ମାସ ତା ୧୪ ମଙ୍ଗଳବାର ମେଷ ୩୧ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର
*ମକର ରାଶିର ଘାତ ବାର
*କର୍କଟ, ମକର ରାଶି ପୁରୁଷଙ୍କ ଘାତ ଚନ୍ଦ୍ର
*ଆଜି: କଳମ୍ବି ଶାଗ ଖାଇବା ନିଷେଧ

ମେଷ:ସାମାନ୍ୟ କଥାକୁ କେନ୍ଦ୍ରକରି ସମସ୍ୟା ସୃଷ୍ଟି ହୋଇପାରେ । ଟେନସନ ଲାଗି ରହିବା କାରଣରୁ କାମ କରିବାକୁ ଆଦୌ ଇଚ୍ଛା ହେବନାହିଁ କିମ୍ବା ବିଭିନ୍ନ ଝାମେଲା ମଧ୍ୟରେ ଅଶାନ୍ତ ରହିପାରନ୍ତି। ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ । ଆନୁଷ୍ଠାନିକ କାମ କିମ୍ବା ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବୃଷ:କୌଣସି ସମ୍ପର୍କୀୟ ମହିଳାଙ୍କ ସାହାଯ୍ୟରେ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ସାଧନ କରିବେ। ଆଣ୍ଠୁ ଗଣ୍ଠିରେ ପୀଡା ଦେଖାଦେବ । କିନ୍ତୁ ଆଇନ ଓ ଗଣତନ୍ତ୍ରର ପ୍ରତୀକ ଶନି ହେତୁ ସଙ୍ଗଠନ, ରାଜନୀତି ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ମିଥୁନ:ଆଜି ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେଇପାରିବେ। ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବନାହିଁ। ଭାଇ, ପଡ଼ୋଶୀଙ୍କ ସହ ଆଲୋଚନା ଫଳପ୍ରଦ ହେବ। କଳା,ସାହିତ୍ୟ ଓ କ୍ରୀଡ଼ା ମନୋରଞ୍ଜନ ସହ ନିର୍ମାାଣାଧୀନ କାମ ଓ ଆନୁଷ୍ଠାନିକ କ୍ଷେତ୍ରରେ ଅଗ୍ରଗତି ଘଟିବ।
କର୍କଟ:ଦିନଟି ବହୁତ ବଢ଼ିଆ ଯାହା ଆଶା କରୁଛନ୍ତି, ତାହା ଅବଶ୍ୟ ସମ୍ପନ୍ନ ହୋଇପାରିବ। ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ରାଗିଲେ ମଧ୍ୟ ଟିକିଏ ନୀରବ ରହିଯିବା ଭଲ।
ସିଂହ:ପ୍ରତ୍ୟେକ କାମ ସଂଘର୍ଷ ଓ ସମସ୍ୟା ମଧ୍ୟ ଦେଇ ହାସଲ କରିବେ ଅବଶ୍ୟ ପ୍ରତ୍ୟେକ ସ୍ତରରୁ ସାହାଯ୍ୟ, ସହଯୋଗ ମିଳିବ କୌଣସି ଜରୁରୀ କାମରେ ହଠାତ୍‌ ବାହାରକୁ ଯିବାକୁ ପଡ଼ିପାରେ।ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ପୁନଶ୍ଚ ସ୍ତ୍ରୀଙ୍କ ସହ ମତଭେଦର ସମ୍ଭାବନା ରହିଛି। କିନ୍ତୁ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ।
କନ୍ୟା:ବିଶେଷ ଅସୁବିଧା ନ ହେଲେ ମଧ୍ୟ ନିଜ ଲୋକମାନଙ୍କ ବିରୁଦ୍ଧାଚରଣ ମନକୁ ବେଶି ବାଧିବ। ଗତକାଲିଠାରୁ ଆପଣ ଯେଉଁଥି ପାଇଁ ଚିନ୍ତିତ ରହିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ। ପାରିବାରିକ ପରିସ୍ଥିତି ଗମ୍ଭୀର ରହିବ ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ ।
ତୁଳା:ଅର୍ଥନୈତିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ସଫଳତା ମିଳିବ । ଆଜି ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତାରେ ବିଜୟ ଓ ପ୍ରଶଂସା ଲାଭ କରିବେ। କୌଣସି ଖବର ପାଇ ଆଶ୍ଚର‌୍ୟ୍ୟ ପ୍ରକାଶ କରିପାରନ୍ତି। ସରକାରୀ ଉଚ୍ଚ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଠାରୁ ଉପକୃତ ହେବ।
ବିଛା:ଅଯଥା ରାଗ କିମ୍ବା ଅଭିମାନ କରନ୍ତୁ୍‌ ନାହିଁ ସବୁ ସମୟରେ ଅଯଥା ଗୁଡ଼ିଏ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ସାମାଜିକ, ରାଜନୈତିକ କାର‌୍ୟ୍ୟରେ ଯୋଗଦେଇପାରନ୍ତି। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ ଅତିବାହିତ କରିବେ।
ଧନୁ:ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍‌ ଟାଣ ରହିବ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ଆର୍ଥିକ ଦିଗରୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।
ମକର:ମାନସିକ ଅସ୍ଥିରତା କ୍ରମଶଃ ଦୂରେଇଯାଇ ମୁହଁରେ ହସ ଫୁଟି ଉଠିବ। ଆଶା ଓ ଭରସାକୁ ନେଇ ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା କରିପାରନ୍ତି। ଯାତ୍ରା କଲାବେଳେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ ନତୁବା ଅଦଳବଦଳ ହୋଇଯାଇପାରେ। ଆନୁଷ୍ଠାନିକ କାମରୁ ଖୁସି ରହିବେ ଏବଂ ପ୍ରଶଂସିତ ମଧ୍ୟ ହେବେ।
କୁମ୍ଭ:ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ। ପାରିବାରିକ ସମସ୍ୟା କିମ୍ବା କଳହ ସାଙ୍ଗକୁ ଧନହାନି ଘଟାଇପାରେ। ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହୋଇପାରନ୍ତି।
ମୀନ:ବନ୍ଧୁମାନଙ୍କ ସହ ଦୂର ଯାତ୍ରା କରିପାରନ୍ତି। କଳା ଓ ସାହିତ୍ୟ ତଥା ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି, ସରକାରୀ କାମ, ପ୍ରଶାସନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ । ପାରିବାରିକ, ଅର୍ଥନୈତିକ ଓ ବନ୍ଧୁ ସମ୍ପର୍କ ମଧ୍ୟ ଉଣା ହେବନାହିଁ ।

Mo sapath

Leave A Reply

Your email address will not be published.