Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ସରକାରଙ୍କର କରୋନା ମହାମାରୀ ପରିଚାଳନାରେ ବିଫଳତା ଓ ବ୍ୟାପକ ଦୁର୍ନୀତି ବିରୋଧରେ ପ୍ରତିବାଦ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୬.୦୬ – ଓଡିଶାର ୧୨ଟି ରାଜନୈତିକ ବିରୋଧି ଦଳ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ୍ ଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର କରୋନା ମହାମାରୀ ପରିଚାଳନାରେ ବିଫଳତା ଓ ବ୍ୟାପକ ଦୁର୍ନୀତି ତଥା ଜନସାଧାରଣଙ୍କର ଜୀବନ ଜୀବିକାର ଦୁର୍ବିସହ ଅବସ୍ଥାକୁ ନେଇ ସେମାନଙ୍କର…

ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ…

କରୋନା ମହାମାରୀ ମହାଦୁର୍ନୀତିର ନିରପେକ୍ଷ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୧/୦୬ – କରୋନା ମହାମାରୀ ମହାଦୁର୍ନୀତିର ନିରପେକ୍ଷ ତଦନ୍ତ ଦାବିରେ ଆଜି ରାଜଭବନ ଠାରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଓ କାର୍ଯ୍ୟକାରୀ ସଭାପତି ଶ୍ରୀ ପ୍ରଦୀପ ମାଝୀ ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର…

କରୋନା ବିପତି ସମୟରେ ବେସରକାରୀ ଶିକ୍ଷାନୁଷ୍ଠାନରେ ନାମ ଲେଖା ଫିସ୍ ଏବଂ ମାସିକ ଦେୟ ୭୦ ପ୍ରତିଶତ କମାଇବା ପାଇଁ ପ୍ରଦେଶ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୧.୦୬ – କରୋନା ବିପତିର ଦୟନୀୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ପ୍ରଦେଶ ଛାତ୍ର କଂଗ୍ରେସର ରାଜ୍ୟ ସଂଯୋଜକ ଶ୍ରୀ ୟାସିର ନୱାଜଙ୍କ ନେତୃତ୍ୱରେ ବେସରକାରୀ ଶିକ୍ଷାନୁଷ୍ଠାନମାନଙ୍କରେ ନାମଲେଖା ଫିସ୍ ଓ ମାସିକ ଦେୟ ୭୦ ପ୍ରତିଶତ କମାଇବା ଦାବିରେ…

ମହାମାରୀରେ ମହା ଦୁର୍ନୀତି କଂଗ୍ରେସର ଅଭିଯୋଗ ଫର୍ଦ୍ଦ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୯/୦୬- ମାସ୍କ କିଣାରେ ବ୍ୟାପକ ଅନିୟମିତତା ଏବଂ ଦୁର୍ନୀତିର ପ୍ରମାଣ ଗୋଟିଏ ପରେ ଗୋଟିଏ ପଦାକୁ ଆସୁଛି । କଂଗ୍ରେସ ପାଖରେ ଖୋଦ୍ ପ୍ରମାଣ ସବୁ ହସ୍ତଗତ ହୋଇଛି । ୩ ଲେୟର ମାସ୍କ୧୬ ଟଙ୍କାରେ କିଣା ଯାଇଛି । ଏହି ସମାନ ଧରଣର ମାସ୍କ ଅନ୍ୟ ରାଜ୍ୟମାନେ ଯଥା…