Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ଅଭିଯୋଗ କାର୍ଯ୍ୟକ୍ଷମ ନହବାରୁ ମହିଳା ଅଧ୍ୟାପିକାଙ୍କ ଆତ୍ମହତ୍ୟା ।

ବାରିପଦା(ନିରପେକ୍ଷ ଖବର)ତା-୧/ଡ଼ିସେମ୍ବର/୨୦୧୯-ଛାତ୍ରୀ ନିବାସ ରୁ ଅଧ୍ୟାପିକାଙ୍କ ଝୁଲନ୍ତା ଅବସ୍ଥା ରେ ମୃତ ଦେହ ଉଦ୍ଧାର ହେବାପରେ କାର୍ଯ୍ୟାନୁଷ୍ଠାନ। ଝାରପୋଖରିଆ IIC ଶରତ ମହାଳିକଙ୍କୁ SP ଅଫିସକୁ ବଦଳି ସହିତ କେସର ତଦନ୍ତକାରି ଅଫିସର ପ୍ରଶାନ୍ତ ସ୍ବାଇଁକୁ ସସପେଣ୍ଡ କଲେ ଜିଲ୍ଲା…

ମୟୂରଭଞ୍ଜ ପ୍ରେସକ୍ଲବର ପୁର୍ନଗଠନ ଓ ନୂତନ କର୍ମକର୍ତ୍ତା ଚୟନ।

ବାରିପଦା (ନିରପେକ୍ଷ ଖବର) ତା ୨୯/୧୧/୨୦୧୯- ଆଜି ମୟୂରଭଞ୍ଜ ପ୍ରେସକ୍ଲବର ଏକ ବୈଠକ ବାରିପଦା ଷ୍ଟାଡିୟମ ସଭାଗୃହରେ କ୍ଲବର ସମ୍ପାଦକ ସତ୍ୟଜିତ ସୋମଙ୍କ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ଛପା ଓ ବୈଦ୍ୟୁତିକ ଗଣ ମାଧ୍ୟମର ଜିଲ୍ଲା ପ୍ରତିନିଧି ମାନେ ଯୋଗଦେଇ ପୂର୍ବରୁ ଗଠିତ ହୋଇ…

ପିଆରଏମ୍ ହସ୍ପିଟାଲରେ ପୁଣି ଚିକିତ୍ସା ଅଭାବରୁ ରୋଗୀ ମୃତ

ବାରିପଦା(ନିରପେକ୍ଷ ଖବର): ତା-୨୯/୧୧/୨୦୧୯: ଚିକିତ୍ସା ଅଭାବରୁ ବାରିପଦା ପିଆରଏମ୍ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲ ରେ ପୁଣି ରୋଗୀ ମୃତ୍ୟୁ। ଡାକ୍ତରଙ୍କ ବିରୁଦ୍ଧରେ ଏମିତି ସଙ୍ଗିନ ଅଭିଯୋଗ ଆଣିଲେ ମୃତବ୍ୟକ୍ତିଙ୍କ ସମ୍ପର୍କୀୟ। ମୃତ ଶବକୁ ମେଡିକାଲ ର ମୁଖ୍ୟ ଫାଟକ ସମ୍ମୁଖରେ ରଖି ଧାରଣାରେ…

ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମିଥ୍ୟା ଉତ୍ତର ପ୍ରସଙ୍ଗ

ବାରିପଦା(ନିରପେକ୍ଷ ଖବର)ତା-୨୮/ନଭେମ୍ବର/୨୦୧୯-ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣର ବିଭାଗୀୟ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ପ୍ରଦତ୍ତ ଉତ୍ତର ମିଥ୍ୟା ଜାଣି ବିଧାନସଭା ବାଚସ୍ପତିଙ୍କ ଜରିଆରେ ବଡ଼ସାହି ବିଧାୟକ ସନାତନ ବିଜୁଳି ବିଶେଷ ଅଧିକାର କ୍ଷୂର୍ଣ୍ଣ ପ୍ରସ୍ତାବ(ପ୍ରିଭିଲେଜ ମୋସନ) ନୋଟିସ ଆଗତ…

ପୁଣି ଚର୍ଚ୍ଚାରେ ବିଜେଡ଼ି ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ରମ…

ବାରିପଦା(ନିରପେକ୍ଷ ଖବର)ତା-୨୮/ନଭେମ୍ବର/୨୦୧୯-ରାଜ୍ୟସଭା ଶୀତକାଳୀନ ଅଧୀବେଶନରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ରୋପ-ୱେ ନିର୍ମାଣ ଏବଂ ପର୍ଯ୍ୟଟନ ବିକାଶ ପାଇଁ ଆଜି ପୁଣି ଦାବି କଲେ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବମ। ବାଚସ୍ପତିଙ୍କ ଧ୍ୟାନ ଆକର୍ଷଣ କରି କରି ଶ୍ରୀମତୀ…

ମୟୂରଭଞ୍ଜ ମହୋତ୍ସବର କାର୍ଣ୍ଣିଭାଲ ରୋଡସୋ

ବାରିପଦା,ନିରପେକ୍ଷ ଖବର: ବାରିପଦା ରେ ମୟୂରଭଞ୍ଜ ମହୋତ୍ସବ ଆରମ୍ଭ ହେଉଥିବା ବେଳେ ପ୍ରଥମ ଦିନରେ ବାରିପଦା ଜଗନ୍ନାଥ ମନ୍ଦିର ନିକଟରୁ ବିଭିନ୍ନ ପ୍ରକାର ମୟୂରଭଞ୍ଜିଆ ଲୋକନୃତ୍ୟ ବାଦ୍ୟର ତାଳେତାଳେ ଏକ କାର୍ଣ୍ଣିଭାଲ ରୋଡସୋ ଅନୁଷ୍ଠିତ ହୋଇଯାଇଛି । ଏହି ରୋଡସୋକୁ ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ…

ବିଜେପିରେ ସାମିଲ ହେଲେ ପାଟଣାଗଡର ପ୍ରମୁଖ ବିଜେଡି ନେତୃବୃନ୍ଦ….

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧/୧୧: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବିଧାନସଭାର ବିଜେଡି ଦଳର ପ୍ରମୁଖ ନେତୃବୃନ୍ଦମାନେ ଆଜି ବିଜେପିରେ ଯୋଗ ଦେଇଛନ୍ତି ।ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ଉପସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ରଙ୍କ…

ଜଗଦ୍ଧାତ୍ରୀ ମେଳାରେ ଜମୁଛି ବେପାର…..

ବାରିପଦା(ନିରପେକ୍ଷ ଖବର)ତା-୨୧/ନଭେମ୍ବର/୨୦୧୯: ମୟୁରଭଞ୍ଜ ଜିଲ୍ଲାର ସବୁଠୁଁ ବଡ଼ ମେଳା ଭାବେ ପରିଚୟ ସୃଷ୍ଟି କରିଥିବା ଜଗଦ୍ଧାତ୍ରୀ ମେଳା ଆଜି ୧୦ମ ଦିନରେ ପହଁଚିଛି। ଏହି ମେଳା ଯେତେ ସରିସରି ଆସୁଛି, ଦର୍ଶକଙ୍କ ଭିଡ଼ ସେତେ ବଢ଼ିବାରେ ଲାଗିଛି।ଆଜି ବାରିପଦା ଜଗଦ୍ଧାତ୍ରୀ ମେଳାର ୧୦ମ…

ଶୋକାକୁଳ ପରିବେଶରେ ସହିଦ୍ ପୋଲିସ୍ ଅଧିକାରୀ ଙ୍କୁ ଦିଆ ଗଲା ସଲାମୀ..

ବାରିପଦା(ନିରପେକ୍ଷ ଖବର)ତା-୧୯/ନଭେମ୍ବର/୨୦୧୯-ଗତକାଲି ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ବ ବିଦ୍ୟାଳୟ ରାସ୍ତାରେ ମଦୁଆ ଗାଡି ଚାଳକ କୁ ଧରିବା ପାଇଁ ଚେକିଂ ଚାଲିଥିବା ବେଳେ ବାଇକ ଧକ୍କା ରେ ବାରିପଦା ଟାଉନ ଥାନା ସବ ଇନ୍ସପେକ୍ଟର ଦୟାନିଧ ଦାସ ଙ୍କ ମୃତ୍ୟୁ ହୋଇଥିଲା । ସବ…

ଗାଡ଼ି ଯାଞ୍ଚ ବେଳେ ବାଇକ୍ ଦୁର୍ଘଟଣା ରେ ଚାଲିଗଲା ପୋଲିସ୍ ଅଧିକାରୀଙ୍କ ଜୀବନ..

ବାରିପଦା(ନିରପେକ୍ଷ ଖବର)ତା-୧୮/ନଭେମ୍ବର/୨୦୧୯-ଗାଡି ଯାଞ୍ଚ ବେଳେ ବାଇକ ଦୁର୍ଘଟଣା ରେ ଚାଲିଗଲା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲାର ବାରିପଦା ଥାନା ଅଞ୍ଚଳରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା।ଯାହାକୁ ନେଇ ସମଗ୍ର ଜିଲ୍ଲା ସ୍ତବ୍ଧ ହୋଇଯାଇଛି। ମଦୁଆ ବାଇକ…

ବାରିପଦା ମୁନିସିପାଲଟି ସଫେଇ କର୍ମଚାରୀକୁଂ ମିଳୁନି ପାରିଶ୍ରମିକ….

ବାରିପଦା (ନିରପେକ୍ଷ ଖବର)ତା-୧୩/ନଭେମ୍ବର/୨୦୧୯-ବାରିପଦା ମୁନିସିପାଲଟି ଅଧିକାରୀ ଓ ଠିକାଦାର ଙ୍କ ମନମୁଖୀ କାର୍ଯ୍ୟ ପାଇଁ ସଫେଇ କର୍ମଚାରୀ ମାନେ ଗୋଟିଏ ମାସର ଦରମା ପାଇ ନଥିବା ଅଭିଯୋଗ ଆଣିଛନ୍ତି। ଏ ନେଇ ମଙ୍ଗଳବାର ଠାରୁ ଶତାଧିକ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଯାରି…

ଦିଲ୍ଲୀର ବିଜ୍ଞାନଭାବନରେ ସର୍ବଶ୍ରେଷ୍ଠ ମନ୍ତ୍ରୀ ଭାବେ ପୁରସ୍କୃତ ହେଲେ ମନ୍ତ୍ରୀ ପ୍ରତାପ ଜେନା…

ନୂଆଦିଲ୍ଲୀ(ନିରପେକ୍ଷ ଖବର)୦୯/୧୧/୨୦୧୯ ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ଦିଆଯାଇଛି । ନୂଆଦିଲ୍ଲୀଠାରେ ବିଜ୍ଞାନଭବନରେ ଆୟୋଜିତ ଏହି…

ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା…..

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ଜମି ବିବାଦକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ହତ୍ୟା । ଏହି ଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜର କପ୍ତିପଦା ଥାନା ଅଧିନସ୍ଥ ଛାଞ୍ଚୁଣୀଆ ଗାଁରେ। ଦୀର୍ଘଦିନ ଧରି ଜମିବାଡି ବିବାଦକୁ ନେଇ ଛାଞ୍ଚୁଣୀଆ ଗାଁର ସୁଗୁନି ଚାତାରଙ୍କର, ନିଜ ସମ୍ପର୍କୀୟଙ୍କ…

ହାତୀ ପିଠିରେ ବସି ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ….

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ।ଏହି ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଶୁକ୍ରବାର ସକାଳୁ ରାଜ୍ୟ ତଥା ରାଜ୍ୟ…

ରାତି ପାହିଲେ ଆଲୋକର ପର୍ବ ପବିତ୍ର ଦୀପାବଳି

ବାରିପଦା(ନିରପେକ୍ଷ ଖବର)ତା:୨୭/ଅକ୍ଟୋବର/୨୦୧୯- ପ୍ରଭୁ ଶ୍ରୀରାମଚନ୍ଦ୍ର ସ୍ୱର୍ଣ୍ଣଲଙ୍କାରୁ ମାତା ସୀତାଙ୍କୁ ରାବଣ କବଳରୁ ରକ୍ଷା କରି ଅଯୋଧ୍ୟାକୁ ଆସିଥିଲେ। ମାତା ସୀତା ଅଯୋଧ୍ୟାରେ ପହଂଚିବା ପରେ ସମଗ୍ର ଅଯୋଧ୍ୟାବାସୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ବିଜୟ ଦିବସକୁ ପାଳିବା ପାଇଁ…

୫ଟି ସଚିବ ଭି.କେ ପାଣ୍ଡିଆନ ମୟୁରଭଞ୍ଜ ଗସ୍ତ ସାରି ଚାଲିଗଲେ…

*ଆଶା ଆଶଙ୍କାରେ ମୟୁରଭଞ୍ଜ ବାସୀ... ବାରିପଦା(ନିରପେକ୍ଷ ଖବର)ତା-୧୩/ଅକ୍ଟୋବର/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ଆଜି ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ୫ ଟି- ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍ ନିଜ ଗସ୍ତ ସାରି ଚାଲିଯାଇଛନ୍ତି । ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମକୁ…

ସୁବ୍ରତ ଦାସ ସମ୍ମାନିତ ହେଲେ ଅନ୍ତର୍ଜାତୀୟ ଯୁବ ପୁରସ୍କାରରେ….

ବାରିପଦା,ନିରପେକ୍ଷ ଖବର:୧୩/୧୦: ସେବା ହିଁ ପରମ ଧର୍ମ। ଜଣେ ନିଷ୍ଠା ଓ ଆନ୍ତରିକତା ଭାବେ କୋୖଣସି କାମ କଲେ ତାହା ବିଫଳ ଯାଇନି। ଏହାର ଏକ ଜ୍ୱଳନ୍ତ ଉଧାହରଣ ପାଲଟିଛନ୍ତି ବାରିପଦା ସ୍ଥିତ (ତଖତପୁର ଅଞ୍ଚଳର) ପିତା ଦିଲ୍ଲୀପ କୁମାର ଦାସ ଓ ମାତା ଭାରତୀ ଦାସ ଙ୍କ ସୁପୁତ୍ର ସୁବ୍ରତ କୁମାର ଦାସ।…

ହଜିଯାଇଛି ମାନବିକତା…..

ବାରିପଦା(ନିରପେକ୍ଷ ଖବର)ତା-୧୦/ଅକ୍ଟୋବର/୨୦୧୯: ସତରେ କଣ ମାନବିକତା ହଜିଯାଇଛି। ଆଉ କଣ ମଣିଷ ପଣିଆ ଦେଖାଯାଉନି ..?। ଏମିତି ଅନେକ ପ୍ରଶ୍ନ ଆପଣଙ୍କ ମନ ଭିତରେ ଉଙ୍କି ମାରିବ। ଏମିତି ଏକ ନିଷ୍ଠୁର ଓ ହୃଦୟ ବିଦାରକ ଘଟଣା ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ…

ବାଙ୍ଗିରୀପୋଷୀ ଘଟଣା ପ୍ରମାଣ କରୁଛି ରାଜ୍ୟରେ କିପରି ଚାଲିଛି ସ୍ୱାସ୍ଥ୍ୟସେବା ଓ ମହିଳା ସୁରକ୍ଷା ଯୋଜନା:ବିଜେପି

* କୋମାରେ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଏବଂ ମମତା ଯୋଜନା... * ଆଦିବାସୀ ମହିଳା ତୁଳସୀ ମୁଣ୍ଡାଙ୍କ ମୃତ୍ୟୁ ‘ମୋ ସରକାର’ ଯୋଜନା ବିଫଳତାର ଦୃଷ୍ଟାନ୍ତ... * ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ନିର୍ବାଚନ ମଣ୍ଡଳୀରେ ଡାକ୍ତର ଅଭାବ ହେବା ଅତ୍ୟନ୍ତ ର୍ଦୁଭାଗ୍ୟଜନକ... * ମୃତକ…

ଶାରଦୀୟ ଦୁର୍ଗାପୂଜାରେ ବାରିପଦା ସହର ଉତ୍ସବ ମୁଖର….

ବାରିପଦା(ନିରପେକ୍ଷ ଖବର)ତା-୬/ଅକ୍ଟୋବର/୨୦୧୯-ଏହି ପାର୍ବଣ ଋତୁ ରେ ଧରା ଧାମରେ ବିଜେ କରିଛନ୍ତି ମା ଦଶଭୁଜା। ମାଆଙ୍କର ଆଶ୍ରିବାଦ ପାଇବା ପାଇଁ ଓ ନିଜନିଜର ମନସ୍କାମନା ପୂରଣ କରିବା ପାଇଁ ଶ୍ରଦ୍ଧାଳୁମାନେ ଅତି ଉତ୍କଣ୍ଠାର ସହ ବିଭିନ୍ନ ପୂଜା ମଣ୍ଡପରେ ଭିଡ ଲଗାଇଛନ୍ତି। ଧରାପୃଷ୍ଠରେ ଅବତରଣ…