ଉତ୍କଳ ବିଶ୍ଵବିଦ୍ୟାଳୟରେ କରୋନା ସଚେତନତା ଅଭିଯାନ
ଭୁବନେଶ୍ବର,ନିରପେକ୍ଷ ଖବର:ତା ୨୨/୦୪ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ଵବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏଟ୍ ୟୁନିଟ୍, ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ) ପକ୍ଷରୁ ବାଣୀବିହାର କ୍ୟାମ୍ପସ ମଧ୍ୟରେ ଏକ କରୋନା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସବିତା…