Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ବି.ଜେ.ଡି ରୁ ବିଦା ହେଲେ ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୧୧ ସରକାରୀ ଚାକିରୀରୁ ଟଙ୍କାର ପାହାଡ଼ ସୃଷ୍ଟି କରିଥିବା ଅଭୟ ପାଠକଙ୍କ ଭାବି ସମୁଦି ହେବାକୁ ସଜବାଜ ହେଉଥିବା ବିଜେଡିର ବରିଷ୍ଠ ନେତା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ଆଜି ଦଳରୁ ବିଦା କରିଛି । ଶ୍ରୀ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁର…

ଚାକିରୀ ହରାଇ କରିବୁ କଣ !

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୮/୧୧ କୋଭିଡ଼ ସମୟରେ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ଚିକିତ୍ସା କଲୁ। ଘରଦ୍ୱାର ପରିବାର ଲୋକଙ୍କୁ ଛାଡି ଦିନ ରାତି ନିଷ୍ଠାର ସହ କାମ କରିଛୁ। ହେଲେ ଏବେ ସରକାର ଆମକୁ ଛଟେଇ କରୁଛନ୍ତି। ଏବେ ଚାକିରୀ ହରାଇ କଣ କରିବୁ। ପରିବାର ପ୍ରତିପୋଷଣ କେମିତି ହେବ।…

ମିଳିତ ମଂଚର ଧର୍ମଘଟ ଡାକରାକୁ ସମର୍ଥନ ଦେଲା କଂଗ୍ରେସ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୦.୧୧  କେନ୍ଦ୍ର ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ତା ୨୬.୧୧.୨୦୨୦ ରିଖ ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ…

ପରିଚୟ ଫାଉଣ୍ଡେସନର ‘ନାଇନ୍ ଦେବୀସ୍‌’

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୧/୧୧ ଦଶହରା ଓ ଦୀପାବଳି ଅବସରରେ ପରିଚୟ ଫାଉଣ୍ଡେସନ୍ ପକ୍ଷରୁ ପ୍ରେରଣାଦାୟୀ ବକ୍ତୃତା ‘ନାଇନ୍ ଦେବୀସ୍‌’ ଅନୁଷ୍ଠିତ ହୋଇଛି । ଫାଉଣ୍ଡେସନର ପ୍ରତିଷ୍ଠାତା ରୋଜାଲିନ ପାଟ୍ଟଶାଣୀ ମିଶ୍ରଙ୍କ ସଂଯୋଜନାରେ ଭର୍ଚୁଅ।।ଲ ଟକ୍ ସୋ ଆୟୋଜିତ ହୋଇଥିଲା । ବିଭିନ୍ନ…

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧.୧୧  ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କର ୧୨୧ତମ ପୂଣ୍ୟଜନ୍ମତିଥି ରାଜ୍ୟସ୍ତରୀୟ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କମିଟି ପକ୍ଷରୁ ଲୋୟର ପିଏମଜି ଏବଂ ଏକାମ୍ର ନିବାସରେ ପାଳିତ ହୋଇଯାଇଛି । ଏହି କମିଟିର…

ସ୍କୁଲ ଖୋଲିବା ନେଇ ଫିଟୁନି ବାଟ

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୨୧/୧୧ ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତିଙ୍କ ରୁଲିଂ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ଦେଇଛନ୍ତି । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି । ରାଜ୍ୟରେ ୭ ହଜାର ୭…

ହାଥରସ୍ ଘଟଣାରେ ଉତର ପ୍ରଦେଶ ସରକାରଙ୍କ ବରଖାସ୍ତ ଦାବି କଲା ପିସିିସି ଅନୁସୂଚିତ ଜାତି ବିଭାଗ

ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୫.୧୦ - ଉତର ପ୍ରଦେଶ ରାଜ୍ୟର ହାଥରସ୍ ଗ୍ରାମର ଅନୁସୂଚିତ ଜାତି ବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ଓ ଉତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଦୋଷୀକୁ ଦଣ୍ଡ ଦେବା ପରିବର୍ତେ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିବା…

ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଅଚାନକ ସତ୍ୟବାଦୀ ଥାନା ପରିଦର୍ଶନ..

ଭୁବନେଶ୍ୱର,ନିରପେକ୍ଷ ଖବର: ୧୫/୧୧/ ୨୦୧୯ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଆଜି ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ପ୍ରଥମେ ଥାନା ବାହାରେ ଲାଗିଥିବା ‘ମୋ ସରକାର’ ବୋର୍ଡ ଦେଖିଥିଲେ । ପରେ…

ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦/୨୦୧୯ରିଖ ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବିଧାନସଭା ପ୍ରକୋଷ୍ଠ ନଂ ୫୪ରେ ଅନୁଷ୍ଠିତ ଏହି କମିଟି ବୈଠକରେ ପୂର୍ତ୍ତ ବିଭାଗର କାର୍ଯ୍ୟାବଳୀ ସଂପର୍କରେ…

ସାମ୍ବିଧାନିକ ପଦବୀର ମର୍ଯ୍ୟାଦାହାନୀ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା:ମହିଳା ମୋର୍ଚ୍ଚା

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୮/୧୦: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ପଦ । ଏହା ବିଜୁ ଜନତା ଦଳର ଏକ ରାଜନୈତିକ ପଦବି ନୁହେଁ । ଯାଜପୁରରେ ସ୍ମିତାରାଣି ବିଶ୍ୱାଳଙ୍କୁ ବଳାକ୍ରାର କରାଯାଇ ହତ୍ୟା କରାଯିବା ପରେ ମହିଳା କମିଶନ ପ୍ରଥମେ ଚୁପ ରହିବା ଏବଂ ପରେ ନିରପେକ୍ଷ…

ମହିଳା କମିଶନ ଅଧ୍ୟକ୍ଷା ତୁରନ୍ତ ଇସ୍ତଫା ଦିଅନ୍ତୁ: ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର(ନିରପେକ୍ଷ ଖବର): ଯାଜପୁର ଜିଲ୍ଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ଓ ବଳାତ୍କାର ଘଟଣାର ତଦନ୍ତକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି ବୋଲି ରାଜ୍ୟ ବିଜେପି ଅଭିଯୋଗ କରିଛି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ତୁରନ୍ତ…

ଅନୁସୁଚିତ ଜାତିର ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଦେବା ଦାବିରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୨୨/୧୦: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଂଚାୟତର ସରପଂଚ ସନ୍ତୋଷ ସାମଲ ହତ୍ୟା ଧମକ…

ଦୀପାବଳିରେ ବାସ୍ତୁ ଅନୁସାରେ ପକାନ୍ତୁ ରଙ୍ଗୋଲି….

ଭୁବନେଶ୍ୱର,ନିରପେକ୍ଷ ଖବର:୨୨/୧୦/୧୯ ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ସ୍ୱାଗତ କରିବା ପାଇଁ ଘରର ମୁଖ୍ୟ ଦ୍ୱାର ମୁହଁରେ ରଙ୍ଗୀନ ଝୋଟି ଓ ରଙ୍ଗୋଲି ପକାଇ ସଜାଯାଏ। ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେକ ପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ। ଯଦି ବାସ୍ତୁ…

କ୍ରିକେଟ ଜଗତରୁ ଅବସର ନେଲେ ଓଡିଶା ରଣଜୀ ଖେଳାଳୀ ନଟରାଜ ବେହେରା….

ଭୁବନେଶ୍ୱର, ନିରପେକ୍ଷ ଖବର:୨୧/୧୦/୧୯ ଓଡ଼ିଶାର ରଣଜୀ ଖେଳାଳି ନଟରାଜ ବେହେରା ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି । ନିଜ ଅବସର ନେଇ ସେ ଓଡ଼ିଶା କ୍ରିକେଟ ଆସୋସିଏସନ୍‌ (ଓସିଏ) ସମ୍ପାଦକଙ୍କୁ ପତ୍ର ଲେଖିଛନ୍ତି । ନଟରାଜ ବେହେରା ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳି ୩୦୩୧…

ସ୍ୱାସ୍ଥ୍ୟ ସେବାର ବାସ୍ତବ ଚିତ୍ରକୁ ଲୁଚାଇବା ପାଇଁ ନୂଆ ନୂଆଭେଳିକି ଦେଖାଉଛନ୍ତି ରାଜ୍ୟ ସରକାର: ବିଜେପି

* କୌଣସି ବ୍ୟବସ୍ଥା ନକରି ନିଜ ଦୋଷ ଘୋଡାଇବାକୁ ଏସଡିଏମଓଙ୍କୁ ନିଲମ୍ବିତ ଏକ ଡ୍ରାମା *ଗତ ବର୍ଷ ତୁଳନାରେ ଓଡିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ୩.୪୬ ପ୍ରତିଶତ ପଛେଇବା ନୀତିଆୟୋଗ ରିପୋର୍ଟ କହିଛି * ଟୀକା ଦାନ, ଆନୁଷ୍ଠାନିକ ପ୍ରସବ, ଟିବି ରୋଗ ଚିହ୍ନଟ ଓ ଚିକିତ୍ସା, ମ୍ୟାଲେରିଆ,ଡାକ୍ତର…