Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

କେନ୍ଦ୍ର କୃଷି ଆଇନ ବିରୋଧରେ ନବନିର୍ମାଣ ଯୁବଛାତ୍ର ସଂଗଠନର ବାଇକ ଶୋଭାଯାତ୍ରା

ଭୁବନେଶ୍ୱର, ନିରପେକ୍ଷ ଖବର(୫/୧୨): ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ରାଜ୍ୟ ସଂଯୋଜକ MD Manwar Alli ଙ୍କ ନେତୃତ୍ୱ ରେ ଶହ ଶହ ଯୁବଛାତ୍ର ଯୋଗ ଦେଇଥିଲେ । ଏନେଇ ଶ୍ରୀ…

ଦିବ୍ୟାଙ୍ଗଙ୍କ ଯାତ୍ରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ଭୂତଳ ଉପାମାର୍ଗ ଉଦ୍ଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା-୦୫/୧୨ ସୁରକ୍ଷାକୁ ଦୃଷ୍ଟିରେ ଦେଇ ଉଭୟ ରେଳ ଓ ସଡକ ବ୍ୟବହାରକାରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ନୂତନ ଭାବେ ନିର୍ମିତ ଭୂତଳ ଉପାମାର୍ଗ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ ରାଣେନ୍ଦ୍ର ପ୍ରତାପ…

ଭିନ୍ନକ୍ଷମ ଦିବସରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ

ଭୁବନେଶ୍ୱର,ନିରପେକ୍ଷ ଖବର:୦୪/୧୨ popଆର୍ନ୍ତଜାତୀୟ ଭିନ୍ନକ୍ଷମ ଦିବସରେ ଶ୍ରୀ ଶ୍ରୀ ମହାବୀର ସାମାଜୀକ ସଂଗଠନର ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ କାରାଯାଇଛି। ୱାର୍ଡ ନଂ୩୯…

‘ସବୁଜ ଭାରତ ଗୌରବ’ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ

ଭୁବନେଶ୍ୱର,ନିରପେକ୍ଷ ଖବର(୧/୧୨): ‘ସବୁଜ ଭାରତ’ର ଅଷ୍ଟମ ସ୍ୱର୍ଣ୍ଣକ୍ଷେତ୍ର ଉତ୍ସବରେ 'ପ୍ରମେୟ'ର ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ସ୍ଵଳ୍ପବେତନ ଭୋଗୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ଆୟୋଜିତ ଉତ୍ସବରେ ବିଜେଡି ମୁଖପାତ୍ର ଦୁର୍ଗା…

କରୋନା ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଧାୟକ ଅନନ୍ତ ନାରାୟଣ ଜେନା

ଭୁବନେଶ୍ୱର,ନିରପେକ୍ଷ ଖବର:୩୦/୧୧ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସମ୍ପାଦକ ତଥା ଶ୍ରୀ ଶ୍ରୀ ମହାବୀର ସାମାଜିକ ସଂଗଠନର ସାଧାରଣ ସମ୍ପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ଏକ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କର୍ମକର୍ତ୍ତାମାନେ…

ବି.ଜେ.ଡି ରୁ ବିଦା ହେଲେ ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୧୧ ସରକାରୀ ଚାକିରୀରୁ ଟଙ୍କାର ପାହାଡ଼ ସୃଷ୍ଟି କରିଥିବା ଅଭୟ ପାଠକଙ୍କ ଭାବି ସମୁଦି ହେବାକୁ ସଜବାଜ ହେଉଥିବା ବିଜେଡିର ବରିଷ୍ଠ ନେତା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ଆଜି ଦଳରୁ ବିଦା କରିଛି । ଶ୍ରୀ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁର…

ଚାକିରୀ ହରାଇ କରିବୁ କଣ !

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୮/୧୧ କୋଭିଡ଼ ସମୟରେ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ଚିକିତ୍ସା କଲୁ। ଘରଦ୍ୱାର ପରିବାର ଲୋକଙ୍କୁ ଛାଡି ଦିନ ରାତି ନିଷ୍ଠାର ସହ କାମ କରିଛୁ। ହେଲେ ଏବେ ସରକାର ଆମକୁ ଛଟେଇ କରୁଛନ୍ତି। ଏବେ ଚାକିରୀ ହରାଇ କଣ କରିବୁ। ପରିବାର ପ୍ରତିପୋଷଣ କେମିତି ହେବ।…

ମିଳିତ ମଂଚର ଧର୍ମଘଟ ଡାକରାକୁ ସମର୍ଥନ ଦେଲା କଂଗ୍ରେସ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୦.୧୧  କେନ୍ଦ୍ର ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ତା ୨୬.୧୧.୨୦୨୦ ରିଖ ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ…

ପରିଚୟ ଫାଉଣ୍ଡେସନର ‘ନାଇନ୍ ଦେବୀସ୍‌’

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୧/୧୧ ଦଶହରା ଓ ଦୀପାବଳି ଅବସରରେ ପରିଚୟ ଫାଉଣ୍ଡେସନ୍ ପକ୍ଷରୁ ପ୍ରେରଣାଦାୟୀ ବକ୍ତୃତା ‘ନାଇନ୍ ଦେବୀସ୍‌’ ଅନୁଷ୍ଠିତ ହୋଇଛି । ଫାଉଣ୍ଡେସନର ପ୍ରତିଷ୍ଠାତା ରୋଜାଲିନ ପାଟ୍ଟଶାଣୀ ମିଶ୍ରଙ୍କ ସଂଯୋଜନାରେ ଭର୍ଚୁଅ।।ଲ ଟକ୍ ସୋ ଆୟୋଜିତ ହୋଇଥିଲା । ବିଭିନ୍ନ…

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧.୧୧  ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କର ୧୨୧ତମ ପୂଣ୍ୟଜନ୍ମତିଥି ରାଜ୍ୟସ୍ତରୀୟ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କମିଟି ପକ୍ଷରୁ ଲୋୟର ପିଏମଜି ଏବଂ ଏକାମ୍ର ନିବାସରେ ପାଳିତ ହୋଇଯାଇଛି । ଏହି କମିଟିର…

ସ୍କୁଲ ଖୋଲିବା ନେଇ ଫିଟୁନି ବାଟ

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୨୧/୧୧ ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତିଙ୍କ ରୁଲିଂ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ଦେଇଛନ୍ତି । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି । ରାଜ୍ୟରେ ୭ ହଜାର ୭…

ହାଥରସ୍ ଘଟଣାରେ ଉତର ପ୍ରଦେଶ ସରକାରଙ୍କ ବରଖାସ୍ତ ଦାବି କଲା ପିସିିସି ଅନୁସୂଚିତ ଜାତି ବିଭାଗ

ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୫.୧୦ - ଉତର ପ୍ରଦେଶ ରାଜ୍ୟର ହାଥରସ୍ ଗ୍ରାମର ଅନୁସୂଚିତ ଜାତି ବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ଓ ଉତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଦୋଷୀକୁ ଦଣ୍ଡ ଦେବା ପରିବର୍ତେ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିବା…

ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଅଚାନକ ସତ୍ୟବାଦୀ ଥାନା ପରିଦର୍ଶନ..

ଭୁବନେଶ୍ୱର,ନିରପେକ୍ଷ ଖବର: ୧୫/୧୧/ ୨୦୧୯ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଆଜି ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ପ୍ରଥମେ ଥାନା ବାହାରେ ଲାଗିଥିବା ‘ମୋ ସରକାର’ ବୋର୍ଡ ଦେଖିଥିଲେ । ପରେ…

ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦/୨୦୧୯ରିଖ ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବିଧାନସଭା ପ୍ରକୋଷ୍ଠ ନଂ ୫୪ରେ ଅନୁଷ୍ଠିତ ଏହି କମିଟି ବୈଠକରେ ପୂର୍ତ୍ତ ବିଭାଗର କାର୍ଯ୍ୟାବଳୀ ସଂପର୍କରେ…

ସାମ୍ବିଧାନିକ ପଦବୀର ମର୍ଯ୍ୟାଦାହାନୀ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା:ମହିଳା ମୋର୍ଚ୍ଚା

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୮/୧୦: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ପଦ । ଏହା ବିଜୁ ଜନତା ଦଳର ଏକ ରାଜନୈତିକ ପଦବି ନୁହେଁ । ଯାଜପୁରରେ ସ୍ମିତାରାଣି ବିଶ୍ୱାଳଙ୍କୁ ବଳାକ୍ରାର କରାଯାଇ ହତ୍ୟା କରାଯିବା ପରେ ମହିଳା କମିଶନ ପ୍ରଥମେ ଚୁପ ରହିବା ଏବଂ ପରେ ନିରପେକ୍ଷ…

ମହିଳା କମିଶନ ଅଧ୍ୟକ୍ଷା ତୁରନ୍ତ ଇସ୍ତଫା ଦିଅନ୍ତୁ: ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର(ନିରପେକ୍ଷ ଖବର): ଯାଜପୁର ଜିଲ୍ଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ଓ ବଳାତ୍କାର ଘଟଣାର ତଦନ୍ତକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି ବୋଲି ରାଜ୍ୟ ବିଜେପି ଅଭିଯୋଗ କରିଛି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ତୁରନ୍ତ…

ଅନୁସୁଚିତ ଜାତିର ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଦେବା ଦାବିରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୨୨/୧୦: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଂଚାୟତର ସରପଂଚ ସନ୍ତୋଷ ସାମଲ ହତ୍ୟା ଧମକ…

ଦୀପାବଳିରେ ବାସ୍ତୁ ଅନୁସାରେ ପକାନ୍ତୁ ରଙ୍ଗୋଲି….

ଭୁବନେଶ୍ୱର,ନିରପେକ୍ଷ ଖବର:୨୨/୧୦/୧୯ ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ସ୍ୱାଗତ କରିବା ପାଇଁ ଘରର ମୁଖ୍ୟ ଦ୍ୱାର ମୁହଁରେ ରଙ୍ଗୀନ ଝୋଟି ଓ ରଙ୍ଗୋଲି ପକାଇ ସଜାଯାଏ। ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେକ ପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ। ଯଦି ବାସ୍ତୁ…

କ୍ରିକେଟ ଜଗତରୁ ଅବସର ନେଲେ ଓଡିଶା ରଣଜୀ ଖେଳାଳୀ ନଟରାଜ ବେହେରା….

ଭୁବନେଶ୍ୱର, ନିରପେକ୍ଷ ଖବର:୨୧/୧୦/୧୯ ଓଡ଼ିଶାର ରଣଜୀ ଖେଳାଳି ନଟରାଜ ବେହେରା ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି । ନିଜ ଅବସର ନେଇ ସେ ଓଡ଼ିଶା କ୍ରିକେଟ ଆସୋସିଏସନ୍‌ (ଓସିଏ) ସମ୍ପାଦକଙ୍କୁ ପତ୍ର ଲେଖିଛନ୍ତି । ନଟରାଜ ବେହେରା ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳି ୩୦୩୧…

ସ୍ୱାସ୍ଥ୍ୟ ସେବାର ବାସ୍ତବ ଚିତ୍ରକୁ ଲୁଚାଇବା ପାଇଁ ନୂଆ ନୂଆଭେଳିକି ଦେଖାଉଛନ୍ତି ରାଜ୍ୟ ସରକାର: ବିଜେପି

* କୌଣସି ବ୍ୟବସ୍ଥା ନକରି ନିଜ ଦୋଷ ଘୋଡାଇବାକୁ ଏସଡିଏମଓଙ୍କୁ ନିଲମ୍ବିତ ଏକ ଡ୍ରାମା *ଗତ ବର୍ଷ ତୁଳନାରେ ଓଡିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ୩.୪୬ ପ୍ରତିଶତ ପଛେଇବା ନୀତିଆୟୋଗ ରିପୋର୍ଟ କହିଛି * ଟୀକା ଦାନ, ଆନୁଷ୍ଠାନିକ ପ୍ରସବ, ଟିବି ରୋଗ ଚିହ୍ନଟ ଓ ଚିକିତ୍ସା, ମ୍ୟାଲେରିଆ,ଡାକ୍ତର…