Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଶିକ୍ଷାନୁଷ୍ଠାନ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ…

ଭୁବନେଶ୍ୱର,ନିରପେକ୍ଷ ଖବର: ୨୫ ଜୁଲାଇ ୨୦୧୯ ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଭୁବନେଶ୍ୱରସ୍ଥିତ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ  ପହଞ୍ଚି ସେଠାରେ ପ୍ରଶିକ୍ଷାର୍ଥୀମାନଙ୍କ ସହ ମତ ବିନିମୟ କରିଥିଲେ । ବିଳମ୍ବରେ ଆସିଥିବା ଶିକ୍ଷକଙ୍କୁ…

ଜାତୀୟ ଶିକ୍ଷାନୀତି ନିରନ୍ତର ଭାବେ ଶିକ୍ଷା ପ୍ରଦାନ କ୍ଷେତ୍ରରେ ପ୍ରୋତ୍ସାହନ ଯୋଗାଇବ :ବିଦ୍ୟାଳୟ ଓ ଗଣଶିକ୍ଷା…

ଭୁବନେଶ୍ୱର,ନିରପେକ୍ଷ ଖବର: ୨୩ ଜୁଲାଇ ୨୦୧୯ ପ୍ରଣୀତ ହେବାକୁ ଥିବା ଜାତୀୟ ଶିକ୍ଷାନୀତି ସମାଜର ଉପଦେୟତା, ପ୍ରୟୋଜନୀୟତା ଏବଂ ପ୍ରୟୋଗୀକରଣ ଉପରେ ପର୍ଯ୍ୟବେଶିତ ହେବା ଆବଶ୍ୟକ । ଏହା ନିରନ୍ତର ଭାବେ ଶିକ୍ଷା ପ୍ରଦାନ କ୍ଷେତ୍ରରେ ପ୍ରୋତ୍ସାହନ ଯୋଗାଇବା ଆବଶ୍ୟକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା…

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ – ଆସନ୍ତା କାଲି ସମସ୍ତ ଜିଲ୍ଲା ସଦର ମହକୁମା ସମ୍ମୁଖରେ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୩.୭ – ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଭୁଷୁଡି ପଡିଛି । ବିଶେଷକରି ନାରୀ ଅପହରଣ ଓ ଦୁଷ୍କର୍ମ ଆଶାତୀତ ଭାବେ ବୃଦ୍ଧି ପାଇଛି । ନାବାଳିକା ଅପହରଣ ଏବଂ ବଳାକ୍ରାର ଘଟଣା ଉଦ୍ବେଗଜନକ ଭାବେ ରାଜ୍ୟରେ ବଢିବାରେ ଲାଗିଛି । ଅଥଚ ଏହାକୁ ନିୟନ୍ତ୍ରଣ କରିବାରେ ଏବଂ…

ସାମ୍ବାଦିକ ସୁରକ୍ଷା ଆଇନ୍ ଦାବିରେ ମହାମାନ୍ୟ ରାଜ୍ୟପାଳଙ୍କୁ ଦାବିପତ୍ର ଦେଲା କଳିଙ୍ଗ ସାମ୍ବାଦିକ ସଂଘ..

ଭୁବନେଶ୍ୱର, ନିରପେକ୍ଷ ଖବର:ଆଜି(୨୨/ଜୁଲାଇ/୨୦୧୯)- ଦିନକୁ ଦିନ କାର୍ଯ୍ୟରତ ସାମ୍ବାଦିକମାନେ ଅସୁରକ୍ଷିତ ହୋଇପଡୁଛନ୍ତି। ବିଭିନ୍ନ ସମୟରେ ସେମାନଙ୍କ ଉପରେ ହେଉଛି ଆକ୍ରମଣ। ଫଳରେ ଭାରତ ସମ୍ବିଧାନରେ ଚର୍ତୁର୍ଥ ସ୍ତମ୍ଭର ମାନ୍ୟତା ପାଇଥିବା ସାମ୍ବାଦିକମାନେ ଖବର ସଂଗ୍ରହ କରିବାରେ ପ୍ରତିବନ୍ଧକ…

ଓଡ଼ିଶା ପର୍ଯ୍ୟଟନ କଳିଙ୍ଗ ସାହିତ୍ୟ ମହୋତ୍ସବ ୨୦୧୯ର ପ୍ରଥମ ଦିବସରେ ଗାନ୍ଧୀଙ୍କ ଭାରତ ବିଷୟରେ ବୁଦ୍ଧିଜୀବୀଙ୍କ…

ଭୁବନେଶ୍ୱର,ନିରପେକ୍ଷ ଖବର: ୧୯. ୭. ୨୦୧୯: କର୍ଣ୍ଣାଟକ ରାଜ୍ୟରେ ବିଜେପି ଶାସନ କ୍ଷମତା ଆପଣାଇବାକୁ ଯେଉଁ ଉଦ୍ୟମ କରୁଛି ତାହା କେବଳ ନୈତିକତାର ଅଭାବରେ ହୋଇପାରିବ ବୋଲି ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଯଶବନ୍ତ ସିହ୍ନା କହିଛନ୍ତି । ଭୁବନେଶ୍ୱର ଠାରେ କଳିଙ୍ଗ ସାହିତ୍ୟ ମହୋତ୍ସବ ୨୦୧୯ର…

ଭୁବନେଶ୍ୱରରେ ହେବାକୁ ଯାଉଛି ସାହିତ୍ୟର ସର୍ବବୃହତ୍ତ ମହୋତ୍ସବ-ଓଡ଼ିଶା ପର୍ଯ୍ୟଟନ କଳିଙ୍ଗ ସାହିତ୍ୟ ମହୋତ୍ସବ ୨୦୧୯..

ମହୋତ୍ସବରେ ମୁଖ୍ୟବକ୍ତା ଭାବେ ଶ୍ରୀ ସୁଧୀର ଚନ୍ଦ୍ର ମୁଖ୍ୟାଂଶ: ୧. ଓଡ଼ିଶା ପର୍ଯ୍ୟଟନ ହେବ କଳିଙ୍ଗ ସାହିତ୍ୟ ମହୋତ୍ସବ ୨୦୧୯ର ମୁଖ୍ୟ ପ୍ରାୟୋଜକ ୨. ଶ୍ରୀ ସୁଧୀର ଚନ୍ଦ୍ର ମୁଖ୍ୟବକ୍ତା ଭାବେ ଯୋଗଦେବେ ୩. ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା, ପାରୋ ଆନନ୍ଦଙ୍କୁ ମିଳିବ…

ଜାତୀୟ ହସ୍ତତନ୍ତ ଦିବସ ୨୦୧୯ ପାଳନ ପାଇଁ ପ୍ରସ୍ତୁତି ବୈଠକ …

ଭୁବନେଶ୍ୱର ,ନିରପେକ୍ଷ ଖବର: ୧୭/୦୭/୨୦୧୯ ଆସନ୍ତା ଅଗଷ୍ଟ ୭ ତାରିଖରେ ଜାତୀୟ ହସ୍ତତନ୍ତ ଦିବସ ୨୦୧୯ ପାଳନ ନିମନ୍ତେ ଆଜି ପୂର୍ବାହ୍ନରେ ସଚିବାଳୟସ୍ଥିତ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମ୍ମିଳନୀ କକ୍ଷରେ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଏକ…

ପାଟକୁରା ରାଜନୀତି ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ..

ପାଟକୁରା,ନିରପେକ୍ଷ ଖବର:୧୭/୦୭/୧୯:ପାଟକୁରା ରାଜନୀତି ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ ହୋଇ ଛିଡା ହୋଇଛି। ବିଜେଡିର ଗଣ୍ଡାଗଣ୍ଡା ମନ୍ତ୍ରୀ ଓ ବିଧାୟକ ପାଟକୁରାରେ ଡେରା ପକାଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପାଟକୁରାରେ…

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଲେ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ….

ଦିଲ୍ଲୀ, ନିରପେକ୍ଷ ଖବର:୧୬/୦୭/୧୯ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଲେ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ କରିଯାଇଛି। ଆନ୍ଧ୍ରପ୍ରଦେଶ ପାଇଁ ନୂଆ ରାଜ୍ୟପାଳଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ…

ପାଟକୁରା ନିର୍ବାଚନ ସରିବା ଯାଏଁ ବିଧାନସଭାକୁ ବନ୍ଦ ରଖ: ବିରୋଧୀ

ଭୁବନେଶ୍ୱର, ନିରପେକ୍ଷ ଖବର:୧୫/୦୭/୧୯ ଆଜି ଗୃହରେ ଅଧିକାଂଶ ମନ୍ତ୍ରୀ ଓ ବିଧାୟକଙ୍କ ଦେଖା ମିଳିନିଥିଲା । ଆଉ ଏହା ଦେଖି ବିରୋଧୀ କହିଥିଲେ, ଯଦି ମନ୍ତ୍ରୀ ନାହାଁନ୍ତି ତେବେ ବନ୍ଦ କରିଦିଆଯାଉ ବିଧାନସଭା । କିନ୍ତୁ ବାସ୍ତବ କଥା ହେଲା, ପାଟକୁରା ନିର୍ବାଚନ ପାଇଁ ଶାସକ ଦଳର ବିଧାୟକ ଓ…

୧୫୫ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ଅନୁଷ୍ଠିତ..

ଭୁବନେଶ୍ୱର:ନିରପେକ୍ଷ ଖବର, ତା ୧୧/୦୭/୨୦୧୯, ରାଜ୍ୟର ଦୂରଦୂରାନ୍ତ ଏବଂ ପଛୁଆ ଅଞ୍ଚଳଗୁଡ଼ିକରେ ବ୍ୟାଙ୍କ ସେବାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ତଥା ରାଜ୍ୟର ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ଗଠନମୂଳକ ଭୂମିକା ନିର୍ବାହ କରି ଆସିଛନ୍ତି । ଏହି ପ୍ରସଙ୍ଗରେ ଆଜି ଅନୁଷ୍ଠିତ…

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

*ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ରେଳ ପାଇଁ ଓଡିଶାକୁ ୫ ହଜାର ୯୯୩ କୋଟି ଅର୍ଥ ବଡ ବ୍ୟୟବରାଦ ଭାରତକୁ ଆଗେଇ ନେବ *ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି *ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା…

କୃଷି ଆପଦକାଳୀନ ପ୍ରସ୍ତୁତ ବୈଠକ ‘ଖରିଫ୍‌-୨୦୧୯’

ଭୁବନେଶ୍ୱର, ନିରପେକ୍ଷ ଖବର: ୧୦ ଜୁଲାଇ, ୨୦୧୯ ବନ୍ୟା, ବାତ୍ୟା, ମରୁଡ଼ି, ବିଳମ୍ବ ମୌସୁମୀ ବର୍ଷା ଆଦି ଆପଦକାଳୀନ ପରିସ୍ଥିତିର ସଫଳ ମୁକାବିଲା କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରସ୍ତୁତ ରହିଛି । କୃଷି ନିର୍ଦ୍ଦେଶାଳୟ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଓ…

ରାଜଭବନରେ ବନ ମହୋତ୍ସବ …

ଭୁବନେଶ୍ୱର :ନିରପେକ୍ଷ ଖବର, ୦୬/୦୭/୨୦୧୯ ବନ ମହୋତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜଭବନ ପରିସରରେ ଚାରା ରୋପଣ କରିଛନ୍ତି । ‘ଫନି’ରେ କ୍ଷତିଗ୍ରସ୍ତ ରାଜଭବନର ସବୁଜିମା ଫେରାଇ ଆଣିବା ପାଇଁ ଉଦ୍ୟମ କରିବା ସହ ନିଜ ନିଜ ସ୍ତରରେ ବୃକ୍ଷ ରୋପଣକୁ ପ୍ରୋତ୍ସାହିତ କରିବାକୁ…

ଭୁବନେଶ୍ୱର ଏକାମ୍ରଠାରେ ଆରମ୍ଭ ହେଲା ବିଜେପିର ସଙ୍ଗଠନ ପର୍ବର ‘ସଦସ୍ୟତା ସଂଗ୍ରହ ଅଭିଯାନ’

* ପ୍ରତିବୁଥରେ ସଦସ୍ୟତା ଗ୍ରହଣ କରାଯିବା ସହ ବୃକ୍ଷରୋପଣ କରାଯିବ :ଧର୍ମେନ୍ଦ୍ର ପ୍ରଧାନ *ଗୋଟିଏ ଟିମ୍ ଗୋଟିଏ ଲକ୍ଷ୍ୟ ରଖି ସଦସ୍ୟତା ଅଭିଯାନକୁ ସଫଳ କରାଇବାର ସଂକଳ୍ପ ନିଆଯାଇଛି : ଅପରାଜିତା ଷଡଙ୍ଗୀ *ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମଦିନରେ ରାଜ୍ୟରେ…

ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା “ଏପି’’ ସିରିଜର ଉଠାଣ..

ଭୁବନେଶ୍ୱର :ନିରପେକ୍ଷ ଖବର, ତା ୦୬/୦୭/୨୦୧୯, ଓଡ଼ିଶା ସରକାରଙ୍କର ଅର୍ଥ ବିଭାଗର ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନାର ୪୧ ତମ ଉଠାଣ (ଏପି ସିରିଜ) ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ମୁଖ୍ୟ ବିଚାରପତି ଶ୍ରୀଯୁକ୍ତ…

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ …

ଭୁବନେଶ୍ୱର: ନିରପେକ୍ଷ ଖବର, ୦୫/୦୬/୨୦୧୯ ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଅଧ୍ୟକ୍ଷତା କରିବା ସହିତ ନିର୍ବାଚନ ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଓ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ବିଭାଗୀୟ ବରିଷ୍ଠ…

ସୂଚନା ଓ ଲୋକସଂପର୍କ ବିଭାଗରେ ଅବସରକାଳୀନ ସଭା ..

ଭୁବନେଶ୍ୱର, ନିରପେକ୍ଷ ଖବର:୦୧/୦୭/୨୦୧୯ ଚାକିରି ଜୀବନର ଅଭିଜ୍ଞତା, ଅନୁଭବ ଓ ସଂପର୍କକୁ ଆଧାର କରି ଅବସର ଜୀବନକୁ ଅଧିକ ଅର୍ଥପୂର୍ଣ୍ଣ  କରିବା ପାଇଁ ବିଭାଗର ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନେ ଖସଡ଼ା ପ୍ରସ୍ତୁତ କରିବାକୁ ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଶ୍ୱଭୂଷଣ ହରିଚନ୍ଦନ ..

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୦୧/୦୭: ଓଡିଶା ବିଜେପିର ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ କାର୍ଯ୍ୟକାରଣୀ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆଜି ନୂଆ ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୈାଜନ୍ୟ ମୂଳକ ସାକ୍ଷାତ କରି ତାଙ୍କ ରଚିତ ଆତ୍ମଜୀବନୀ ପୁସ୍ତକ…

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ…

ଭୁବନେଶ୍ବର,ନିରପେକ୍ଷ ଖବର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆଜିଠାରୁ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଉତ୍ତର ଓ ଉପକୂଳ ଓଡ଼ିଶା ସମେତ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି। ଲଘୁଚାପ ଅଧିକ ଘନୀଭୂତ ହେଉଥିବାରୁ ଆସନ୍ତା ୪୮ଘଣ୍ଟା…