ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଶ୍ୱଭୂଷଣ ହରିଚନ୍ଦନ ..
ଭୁବନେଶ୍ୱର,ନିରପେକ୍ଷ ଖବର: ତା.୦୧/୦୭: ଓଡିଶା ବିଜେପିର ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ କାର୍ଯ୍ୟକାରଣୀ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆଜି ନୂଆ ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୈାଜନ୍ୟ ମୂଳକ ସାକ୍ଷାତ କରି ତାଙ୍କ ରଚିତ ଆତ୍ମଜୀବନୀ ପୁସ୍ତକ…