Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

୧୭ ହଜାର କୋଟିର ପ୍ୟାକେଜ ନୁହେଁତ ପ୍ରହଶନ ମାତ୍ର : କଂଗ୍ରେସ

ପ୍ରତିଶୃତି, ପ୍ରଚାର ଓ ପ୍ରତାରଣାର ସରକାର । ଭୁବନେଶ୍ୱର,ନିିିରପେକ୍ଷ ଖବର :ତା ୩୧/୦୫ – ଓଡ଼ିଶା ସରକାରଙ୍କର ପ୍ରବଂଚନାପୂର୍ଣ୍ଣ ୧୭ ହଜାର କୋଟିର ପ୍ୟାକେଜକୁ ନେଇ ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ କଠୋର ସମାଲୋଚନା…

ସହଯୋଗର ହାତ ବଢାଇଛି ମଙ୍ଗଲ ସେବା:ଦେବ୍ କୁମାର

ଭୂବନେଶ୍ବର,ନିରପେକ୍ଷ ଖବର:ତା ୩୧/୦୫:କରୋନା ମହାମାରୀର କାୟାରେ ଯେତେବେଳେ ସାରା ବିଶ୍ବ,ଦେଶ ଓ ରାଜ୍ୟ ଭିତତ୍ରସ୍ତ ସେହି ସମୟରେ ଅସହାୟ ମାନବ ସମାଜ।ଅସହାୟତା ଭିତରେ ଭୋକ ଉପାଶରେ କଟୁଛି ଅନେକଙ୍କ ଜନଜୀବନ।ଏହିପରି ସମୟରେ ସହଯୋଗର ହାତ ବଢାଇଛି ମଙ୍ଗଲ ସେବା ।ଭୁବନେଶ୍ୱରରେ ଅବସ୍ଥିତ ବିଭିନ୍ନ…

ପ୍ରଶାନ୍ତି ବିହାର ଓ ଶିଖରଚଣ୍ତିରେ ଗାନ ହେଲା ବନ୍ଦେ ଉତ୍କଳ ଜନନୀ

ଭୁବନେଶ୍ବର,ନିରପେକ୍ଷ ଖବର :ତା ୩୧/୦୫ ଆଜି ଯେତେବେଳେ ସମଗ୍ର ବିଶ୍ୱ କରୋନା ମହାମାରୀରେ ଆକ୍ରାନ୍ତ, ଏହି କରୋନା ରୂପି ରାକ୍ଷସ କବଳରେ ଆମଦେଶ ଓ ଉତ୍କଳ ଜନୀ ମଧ୍ୟ ଆକ୍ରାନ୍ତ । ଏହି କରୋନା ରାକ୍ଷସ ନିରୀହ ଜନତାଙ୍କୁ ଗ୍ରାସ କରିଛି । ତେବେ କରୋନା ସଂକ୍ରମଣକୁ ପ୍ରତିହତ କରିବାପାଇଁ ଯୋଦ୍ଧା…

ନିଆରା ଢ଼ଙ୍ଗରେ କଂଗ୍ରେସ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୩୦ /୫ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ଙ୍କ ଅଧକ୍ଷତାରେ କଂଗ୍ରେସ ଭବନ ପରିସରରେ ମହାମାରୀ କରୋନା କୁ ପ୍ରତିହତ କରିବା ନିମନ୍ତେ କାର‌୍ୟ୍ୟରତ ସମସ୍ତ ବର୍ଗର ଭାଇ ଓ ଭଉଣୀ ମାନଙ୍କୁ ଶ୍ରୀଯୁକ୍ତ ପଟ୍ଟନାୟକ କୃତଜ୍ଞତା…

ଭିଏସ୍‍ଏସ୍‍ ନଗର ଅଞ୍ଚଳବାସୀଙ୍କ ନିଆରା ଉଦ୍ୟମ..

ଭୁବନେଶ୍ୱର, ନିରପେକ୍ଷ ଖବର,ତା-୩୦/୫ ମାତୃଶକ୍ତି ଜଗତର ଶ୍ରେଷ୍ଠ ଶକ୍ତି । ମାତୃଶକ୍ତି ନିକଟରେ ସମସ୍ତ ଅଶୁଭ ଓ ରାକ୍ଷାସ ହାରମାନିଥାଏ । ତେଣୁ ମା’ କୋଳ ସବୁଠୁ ସୁରକ୍ଷିତ ସ୍ଥାନ ବୋଲି ବିବେଚନା କରାଯାଏ । ଆଜି ଯେତେବେଳେ ସମଗ୍ର ବିଶ୍ୱ କରୋନା ମହାମାରୀରେ ଆକ୍ରାନ୍ତ, ଏହି କରୋନା ରୂପି…

କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ସୂଚନା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୫ ଶୁକ୍ରବାର * କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ  *ଅଙ୍ଗନବାଡ଼ି ପିଲାଙ୍କୁ ପୋଷାକ ସହ ଏଣିକି ମିଳିବ ଜୋତା ଓ ମୋଜା *୩ରୁ ୬ ବର୍ଷର ପିଲାଙ୍କୁ ୟୁନିଫର୍ମ ସହ ମିଳିବ ଜୋତା ଓ ମୋଜା *  ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ମିଳିବ…

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚିଲା

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୯/୦୫ ରାଜ୍ୟରେ ଆଜି ୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ଛୁଇଁଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ ବିଭିନ୍ନ ସଂଗରୋଧରେ ଥିବା ସମୟରେ ଚିନ୍ହଟ ହୋଇଛନ୍ତି ବାକି ୨ଜଣ…

ଦଳର ସମସ୍ତ କାର୍ଯ୍ୟକର୍ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ସାମିଲ ହେବାକୁ ଆହ୍ୱାନ କଲେ ବିଜେପି ରାଜ୍ୟ ସଭାପତି ସମୀର…

ଭୂବନେଶ୍ୱର,ନିରପେକ୍ଷ ଖବର: ତା.୨୮/୦୫:ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି । ଏ ନେଇ ଶ୍ରୀ ମହାନ୍ତି…

ନିରାଶୟ ଓ ଅସହାୟ ଲୋକଙ୍କୁ ସାହାଯ୍ୟର ହାତ ବଢାଇ ଚର୍ଚ୍ଚାରେ ଯୁବ ସମାଜସେବୀ ଭୋଳାନାଥ ମହାରଣା…

ଭୂବନେଶ୍ୱର,ନିରପେକ୍ଷ ଖବର:୨୮.୦୫:ସମଗ୍ର ବିଶ୍ୱ କରୋନା ମହାମାରୀରେ ସଂଗ୍ରାମ କରୁଥିବା ବେଳେ ନିରାଶୟ , ଅସହାୟ ଲୋକଙ୍କୁ ସାହାଯ୍ୟର ହାତ ବଢାଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଥିବା ଯୁବ ସମାଜସେବୀ ଭୋଳାନାଥ ମହାରଣା ପୁଣିଥରେ ମହାନତାର ପରିଚୟ ଦେଇଛନ୍ତି । ରାଜଧାନୀର ଉପକଣ୍ଠରେ ଥିବା…

କରୋନା ମୁକାବିଲା ନେଇ ସରକାର ହାତ ଟେକିଦେଲେ, ବର୍ତମାନ ଜଗନ୍ନାଥ ହିଁ ଭରସା

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୫.୫ – ବର୍ତମାନ ଓଡିଶାର ସ୍ଥିତିକୁ ଦେଖି ବହୁତ ବିଚଳିତ ଏବଂ ବ୍ୟସ୍ତ ଲାଗୁଛି । ସରକାର କିଭଳି ଭାବରେ କରୋନାକୁ ମୁକାବିଲା କରିବାକୁ ଚାହୁଁଛନ୍ତି, ମୁଁ କିଛି ବୁଝି ପାରୁନି ବୋଲି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଆଜି ପ୍ରେସ୍ ବାର୍ତା ମାଧ୍ୟମରେ…

ଆସନ୍ତା କାଲିଠାରୁ ମିଳିବ ମଦ…..

୫୦% ସ୍ୱତନ୍ତ୍ର କୋଭିଡ ଫି ଦେଇ କିଣିବାକୁ ପଡ଼ିବ ମଦ। ଭୁୁବନେଶ୍ୱର,ନିରପେକ୍ଷ ଖବର:ତା ୨୩/୦୫ ଆସନ୍ତା କାଲି ମଦ୍ୟପାନ କରୁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଦିନ। ଦୀର୍ଘ ଦିନ ପରେ ଆସନ୍ତା  କାଲିଠାରୁ ଅନଲାଇନ୍ ରେ ମିଳିବ ମଦ । ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ଅନୁମତି ମିଳିଛି । ମଦ…

ରାଜୀବ ଗାନ୍ଧୀଙ୍କ ବଳିଦାନ ଦିବସରେ ଦରିଦ୍ର ନାରାୟଣ ସେବା

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧.୫ –ଆଜି ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ, ସ୍ୱର୍ଗତଃ ରାଜୀବ ଗାନ୍ଧୀଙ୍କ ୨୯ତମ ବଳିଦାନ ଦିବସରେ ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ସଭାପତି ସଂକୁନା କହଁରଙ୍କ ପକ୍ଷରୁ ଏକ ଏକ ଦରିଦ୍ର ନାରାୟଣ ସେବା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଦେଶ କଂଗ୍ରେସ…

ରାଜ୍ୟରେ ହୋମ୍ ଡେଲିଭରି ହେବ ମଦ ! ଯୋଜନା ସ୍ଥିର କରୁଛନ୍ତି ସରକାର

*ଭୁବନେଶ୍ୱର, ନିରପେକ୍ଷ ଖବର: ୨୧/୫*:  ଲକ୍ଡାଉନ୍ ପରଠାରୁ  ରାଜ୍ୟରେ ବିଭିନ୍ନ ସରକାରୀ ମଦ ଦୋକାନ ଏବଂ ବାର୍ ଗୁଡିକ ବନ୍ଦ ରହିଛି । ଏହି ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ୍ ରେ ମଦ ଦୋକାନ ଖୋଲିବା ପାଇଁ ଯୋଜନା ଆରମ୍ଭ ହୋଇଛି । ମଦ ଦୋକାନ ଖୋଲିବେ କି ନାହିଁ  ଏନେଇ ଏବେ ବି ସରକାର ଦୋଛକିରେ…

ସହଯୋଗର ହାତ ବଢାଇଛି ମାତୃଶକ୍ତି ଫାଉଣ୍ଡେସନ

*ଲକ୍ଡାଉନ୍ ଆରମ୍ଭରୁ ଅସହାୟଙ୍କୁ ଯୋଗାଉଛନ୍ତି ଖାଦ୍ୟ ସାମଗ୍ରୀ ଓ ଜରୁରୀ ଉପକରଣ...   ଭୁବନେଶ୍ୱର, ନିିିରପେକ୍ଷ ଖବର:ତା ୨୦/୦୫ କରୋନା ମହାମାରୀର କାୟାରେ ଯେତେବେଳେ ସାରା ବିଶ୍ବ,ଦେଶ ଓ ରାଜ୍ୟ ଭିତତ୍ରସ୍ତ ସେହି ସମୟରେ ଅସହାୟ ମାନବ ସମାଜ।ଅସହାୟତା ଭିତରେ ଭୋକ ଉପାଶରେ କଟୁଛି ଅନେକଙ୍କ…

ବି.ଏମ.ସି ପକ୍ଷରୁ ଜାରି ହେଲା ୪.୦ ନୂଆ ଗାଇଡଲାଇନ୍ । ରାଜଧାନୀର ଖୋଲିବନି ଏହି ସବୁ ମଲ୍….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୫ ରାଜଧାନୀ ଭୁବନେଶ୍ବରରେ ଆଜି ବି.ଏମ୍. ସି ପକ୍ଷରୁ ୪.୦ ନୂଆ ନିୟମ ଜାରି କରାଯାଇଛି ନୂଆ ନିୟମ ଅନୁଯାୟୀ ଖୋଲିବନି କିଛି ସପିଙ୍ଗ୍ ମଲ୍। କାରଣ ଏହି ମଲ୍ ଗୁଡ଼ିକୁ ମିଳି ନାହିଁ ଖୋଲିବାକୁ ଅନୁମତି। କରୋନା ମହାମାରୀ କୁ ଦୃଷ୍ଟିରେ ରଖି ନିଆଯାଇଛି ଏହି ଭଳି…

ଜଣାନ୍ତୁ ଆଜି ଅପଣଙ୍କ ଦିନଟି କିପରି କଟିବ

ଭୁବନେଶ୍ୱର,ନିରପେକ୍ଷ ଖବର:ରବିବାର ୧୮/୦୫/୨୦ *ଜାଣନ୍ତୁ ଅପଣଙ୍କ ରାଶି ଫଳ* ମେଷ: କଳହଠାରୁ ଦୂରେଇ ରହିବାକୁ ପଡ଼ିବ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । କାର୍ଯ୍ୟ ବିଳମ୍ବିତ ହୋଇପାରେ । କେବଳ ଭାଗ ବ୍ୟବସାୟରେ ଲାଭବାନ ହେବେ । ସ୍ୱାଭିମାନୀ ହେବେ । ସତର୍କରେ ଚଳିବାକୁ ପଡ଼ିବ । ବୃଷ:…

ଜଣାନ୍ତୁ ଆଜି ଅପଣଙ୍କ ଦିନଟି କିପରି କଟିବ

ଭୁବନେଶ୍ୱର,ନିରପେକ୍ଷ ଖବର:ରବିବାର ୧୭/୦୫/୨୦ *ଜାଣନ୍ତୁ ଅପଣଙ୍କ ରାଶି ଫଳ….. ମେଷ : ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ…

ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,ନିରପେକ୍ଷ ଖବର: ୧୬|୦୫: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିସାରିଛନ୍ତି ରାଜ୍ୟ ସରକାର । ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୧୨ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

କରୋନା ସମୟରେ ଦେଶର ମା’ ମାନଙ୍କୁ ନୂଆ ଉର୍ଜା ଦେଇଛି ଉଜ୍ଜଳା – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୬ /୦୫ /୨୦– କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଦେଶର ଗରିବ ମା’ଭଉଣୀ ମାନଙ୍କୁ ନୂଆ ଉର୍ଜା ଦେଇଛି ବୋଲି ଶନିବାର ଦେଶର ୧ ହଜାରରୁ ଉର୍ଦ୍ଧ୍ୱ ଉଜ୍ଜଳା ଲାଭାର୍ଥୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ କଥା ହେବା ଅବସରରେ…

ଜଣାନ୍ତୁ ଆଜି ଅପଣଙ୍କ ଦିନଟି କିପରି କଟିବ…

ଭୁବନେଶ୍ୱର,ନିରପେକ୍ଷ ଖବର:ଶନିବାର୧୬/୦୫/୨୦ *ଜାଣନ୍ତୁ ଅପଣଙ୍କ ରାଶି ଫଳ….. ମେଷ: ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି । ଆଶାବାଦୀ ହେବେ । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ ।…