Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ଓଡ଼ିଶାରେ ପୁଣି ଆଉ ଜଣେ କରୋନା ପଜେଟିଭି….

ଭୁବନେଶ୍ୱର, ନିରପେକ୍ଷ ଖବର:୨୬/୩: ପୁଣି ଆଉ ଜଣେ କରୋନା ପଜେଟିଭି ରୋଗୀ ଓଡ଼ିଶାରେ ବାହିରିଛିନ୍ତି। ପୂର୍ବରୁ ୨ଜଣ ରୋଗୀଙ୍କୁ କରୋନା ପଜେଟିଭି ଚିହ୍ନଟ କରାଯାଇ ଥିବାବେଳେ ଆଜି ରାତି ପ୍ରାୟ ୯ଟା ସମୟରେ ଏହା ତିନି କୁ ବୃଦ୍ଧି ପାଇଛି। କରୋନା ଭାଇରସର ଭୟାବହତାକୁ ଲକ୍ଷ କରି କେନ୍ଦ୍ର ସରକାର…

ଆସନ୍ତୁ ଜାଣିବେ ଆଜି ଠାରୁ ୨୧ ଦିନିଆ ଲକଡାଉନ ବେଳେ କଣ ସବୁ ଖୋଲା ରହିବ ଆଉ କଣ ବନ୍ଦ ରହିବ

ଦିଲ୍ଲୀ, ନିରପେକ୍ଷ ଖବର: ୨୪/୦୩ ଆଜି ରାତି ୧୨ଟା ଠାରୁ ସାରା ଦେଶ ହେବ ଲକ୍ ଡାଉନ । କରୋନା ମୁକାବିଲା ପାଇଁ ପୂରା ଦେଶରେ ଜାରି ହେଲା ୨୧ ଦିନ ପାଇଁ ଲକ୍ ଡାଉନ । ଆଜି ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାମାଜିକ ଦୂରତା ରକ୍ଷା ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି…

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମନୋରଂଜନ ନାଁରେ ନାରୀମାନଙ୍କୁ ଅସମ୍ମାନିତ କରିବା ଅତ୍ୟନ୍ତ ନିନ୍ଦନୀୟ

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୧୮/୦୩,: କରୋନାକୁ ବିଶ୍ୱ ମହାମାରୀ ଭାବେ ଘୋଷଣା କରାଯାଇଛି । ସାରା ବିଶ୍ୱରେ ଏହି ଭାଇରାସ ବ୍ୟାପିବାରେ ଲାଗିଛି । ୭ ହଜାରରୁ ଅଧିକ ଲୋକ କରୋନା ଭାଇରସ ଆକ୍ରାନ୍ତରେ ମୃତ୍ୟୁ ହେଲାଣି । କରୋନା କୁ କେନ୍ଦ୍ର ସରକାର ରାଷ୍ଟ୍ରୀୟ ବିପର୍ଯ୍ୟୟ ଏବଂ ରାଜ୍ୟସରକାର…

ସଚେତନତା ହିଁ ବାୟୁ ପ୍ରଦୂଷଣ ରୋକିବାର ପ୍ରଥମ ସୋପାନ

ବାଲେଶ୍ୱର,ନିରପେକ୍ଷ ଖବର - ବାୟୁ ପ୍ରଦୂଷଣ ଦ୍ୱାରା ସର୍ବାଧିକ ପ୍ରଭାବିତ ଭାରତର ୧୨୨ଟି ସହର(ନନ-ଆଟେନମେଣ୍ଟ ସହର) ମଧ୍ୟରୁ ବାଲେଶ୍ୱର ଅନ୍ୟତମ। ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ଅନୁସାରେ ବାୟୁ ପ୍ରଦୂଷଣ ରୋକା ଯାଇ ପାରିଲେ ବାଲେଶ୍ୱର ଅଧିବାସୀଙ୍କ ହାରାହାରି…

ସ୍ମାର୍ଟସିଟିରେ ବିଶ୍ୱସ୍ତରୀୟ ବିୟୁଟି ବ୍ରାଣ୍ଡ୍‌ ; ଏପ୍ରିଲ୍‌ ୨ ରେ “ବିୟୁଟି ବିଜ୍‌ନେସ୍‌ ଡେ”

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୬/୦୩ ଆସନ୍ତା ଏପ୍ରିଲ୍‌ ୨ ରୁ ୩ ତାରିଖ ଦୁଇଦିନ ଧରି ଭୁବନେଶ୍ୱର ମେଫେୟାର୍‌ କନ୍‌ଭେସନ୍‌ ଠାରେ ଅନୁଷ୍ଠିତ ହେବାକୁ ଯାଉଛି “ବିୟୁଟି ବିଜନେସ୍‌ ଡେ”। ରାଜଧାନୀ ଭୁବନେଶ୍ବରରେ ହେବାକୁ ଯାଉଥିବା ଏହି ପ୍ରକାର ପ୍ରଥମ ଆନ୍ତର୍ଜାତିକ ପ୍ରଦର୍ଶନୀ ସ୍ମାର୍ଟ ସିଟିର…

“ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୦

*ସମ୍ମାନିତ ହେଲେ ୨୦ଜଣ ବିଶିଷ୍ଟ ବ୍ୟକ୍ତିବିଶେଷ.... ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୫/୦୩ : ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ…

ପଂଚାୟତର କ୍ଷମତାକୁ ସଙ୍କୁଚିତ କରି ପଂଚାୟତକୁ ପଙ୍ଗୁ କରୁଛନ୍ତି ରାଜ୍ୟସରକାର :ବିଜେପି

ଭୁବନେଶ୍ୱର,ନିରପେକ୍ଷ ଖବର, ତା.୦୪/୦୩: ପଂଚାୟତରାଜ ବ୍ୟବସ୍ଥାର ଅସଲ ଉଦ୍ଦେଶ୍ୟ ହେଉଛି ଶାସନ ବ୍ୟବସ୍ଥାର ବିକେନ୍ଦ୍ରିକରଣ । ଶାସନ ବ୍ୟବସ୍ଥାର ବିକେନ୍ଦ୍ରିକରଣ ହେଲେ ସାଧାରଣ ଜନତା ପାଖରେ ଯୋଜନା ପହଂଚିବା ସହଜ ହେବ । କିନ୍ତୁ ଓଡିଶାରେ ଦିନକୁ ଦିନ ପଂଚାୟତର କ୍ଷମତାକୁ ସରକାର ସଙ୍କୁଚିତ…

ବିଶ୍ୱ ମହିଳା ଦିବସକୁ କଳା ଦିବସ ରୂପେ ପାଳନ କରିବ ମହିଳା ସ୍ୱାସ୍ଥ୍ୟକର୍ମୀ ସଂଘ

ଭୁବନେଶ୍ୱର,ନିରପେକ୍ଷ ଖବର,ତା: ୦୩.୦୩ : ଆଜକୁ ଦୀର୍ଘ ଦୁଇବର୍ଷ ହେବ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମ୍‌ପ୍ରାପ୍ତ ମହିଳା ସ୍ୱାସ୍ଥ୍ୟକର୍ମୀ ସଂଘ ତାଲିମପ୍ରାପ୍ତ ଏ.ଏନ୍‌.ଏମ୍ ମହିଳାମାନଙ୍କୁ ସରକାରୀ କ୍ଷେତ୍ରରେ ନିଯୁକ୍ତି ଦେବା ପାଇଁ ସଂଘର୍ଷ କରି ଆସୁଛି । ସରକାର ପ୍ରତ୍ୟେକ ଥର…

ସାମ୍ବତ୍ସରିକ ଶତରୁପା ସନମାନ ସମାରୋହ ୨୦୨୦’

ଭୁବନେଶ୍ୱର,ନିରପେକ୍ଷ ଖବର, ୦୨/୦୩/୨୦୨୦ : ଶତରୁପା ସଙ୍ଗୀତ ଓ ସାହିତ୍ୟ ପ୍ରକାଶିକା, ଭୁବନେଶ୍ୱର ‘ସାମ୍ବତ୍ସରିକ ଶତରୁପା ସମାରୋହ ୨୦୨୦’ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ…

ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କ ଉର୍ଜା କ୍ଷେତ୍ରକୁ ନୂଆ ଶିଖରକୁ ନେବ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,ନିରପେକ୍ଷ ଖବର: ୨୫/୦୨ ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଉର୍ଜା କ୍ଷେତ୍ରକୁ ନୂଆ ଶିଖରକୁ ନେବ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଆୟୋଜିତ ଇଣ୍ଡିଆ-ୟୁଏସ୍ ବିଜନେସ୍ ଷ୍ଟୋରୀ : ସୁଯୋଗ, ନବଉନ୍ମେଷ ଏବଂ ଉଦ୍ୟମିତା କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି…

ଫେବୃୟାରୀ ୨୩ରେ ଅନୁଷ୍ଠିତ ହେବ ସେଲିବ୍ରେଟି ଚାରିଟି କ୍ରିକେଟ

ଭୁବନେଶ୍ୱର,ନିରପେକ୍ଷ ଖବର : ତା-୨୧/୦୨ ସ୍ୱେଚ୍ଛାସେବୀ ସାମାଜିକ ସଂଗଠନ ‘ୟୁଥ୍ ଫର୍ ଭଲ୍ୟୁାରୀ ୱାର୍କ’ ଓ କର ଫାଉଣ୍ଡେସନ ସହଯୋଗରେ ଫେବୃୟାରୀ ୨୩ ତାରିଖ ରବିବାର ଦିନ ସ୍ଥାନୀୟ ୟନିଟ-୬ସ୍ଥିତ ପ୍ରଗତି ସ୍ପୋର୍ଟିଂରେ ‘ସେଲିବ୍ରେଟି ଚାରିଟି ଟେନିସ୍ ବଲ୍ କ୍ରିକେଟ’ ଅନୁଷ୍ଠିତ ହେବାକୁ ଯାଉଛି ।…

ବିଭିନ୍ନ ଶୈବପୀଠରେ ବାବାଙ୍କ ଦର୍ଶନ ପାଇବା ପାଇଁ ଶ୍ରଦ୍ଧାଳୁ ଭିଡ଼

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୧/୦୨ ଆଜିି ପବିତ୍ର ମହାଶିବରାତ୍ରୀ ।ଶିବରାତ୍ରୀ ଉପଲକ୍ଷେ ସମସ୍ତ ଶିବ ମନ୍ଦିର ଆଜି ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଉଛି । ସମସ୍ତ ଶୈବପୀଠରେ ପାହାନ୍ତାରୁ ବାବାଙ୍କ ଦର୍ଶନ ପାଇବା ପାଇଁ ଶ୍ରଦ୍ଧାଳୁ ଭିଡ଼ ଲଗାଇଛନ୍ତି । ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ…

ବେରୋଜଗାର ପ୍ରତିବାଦରେ ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ ଓ ବିଧାନସଭା ଘେରାଓ

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୦/୦୨: ଦୀର୍ଘ ୨୦ ବର୍ଷ ଶାସନ ପରେ ଓଡିଆ ଯୁବକଙ୍କୁ ସରକାର ଧୋକ୍କା ଦେବା ସହ ପ୍ରତାରିତ କରିଛନ୍ତି । ରାଜ୍ୟ ସରକାରଙ୍କ ଅପରାଗତ ପାଇଁ ଆଜି ଓଡିଶା ବେରୋଜଗାରୀ ଏବଂ ବେକାରୀରେ ୧ ନମ୍ବର ସ୍ଥାନରେ ରହିଛି । ୨୦୦୯ରୁ ଆଜି ଯାଏଁ ଦୀର୍ଘ ୧୦ ବର୍ଷ ଭିତରେ…

ବୃଦ୍ଧାଶ୍ରମରେ ଅଭିନେତ୍ରୀ ଅଙ୍କିତା ପାଳନ କଲେ ଭାଲେନଟାଇନ ଡେ

ଭୁବନେଶ୍ୱର,ନିରପେକ୍ଷ ଖବର: ତା୧୪.୦୨.୨୦୨୦ ରିଖ:- ଯେଉଁମାନଙ୍କ ପୁଅ ଝିଅ,ନାତିନାତୁଣୀ ଥାଇ ମଧ୍ୟ ନିଜ ବୃଦ୍ଧ ପିତାମାତାଙ୍କୁ ପଚାରନ୍ତିନି ଦେଖାଶୁଣା କରନ୍ତିନି ସେମାନେ ଅନ୍ୟ ଉପାୟ ନପାଇ ବିଭିନ୍ନ ବୃଦ୍ଧାଆଶ୍ରମରେ ନିଜର ବାକି ଜୀବନ ଅତିବାହିତ କରନ୍ତି । ସେମାନେ ପ୍ରେମ ଦିବସ ବୋଲି କିଛି…

ପିସିସି ଏସ୍‌.ସି. / ଏସ୍‌.ଟି. / ଓବିସି ବିଭାଗ ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୫.୨ – କେନ୍ଦ୍ରରେ ବିଜେପି ନେତୃତ୍ୱ ସରକାର ଦଳିତ, ଆଦିବାସୀ ଓ ପଛୁଆବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଥିବା ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ ଦେବା ପାଇଁ କରୁଥିବା ଚକ୍ରାନ୍ତର ବିରୋଧ କରିବାକୁ ନିଖିଳ ଭାରତ କଂଗ୍ରେସ କମିଟି ନିର୍ଦ୍ଦେଶକ୍ରମେ ଆଜି ଓଡିଶା ପ୍ରଦେଶ…

ଓବିସି କମିଶନ ଗଠନ କରିବାରେ ଚାଲାକି ଧରାପଡ଼ିଗଲା

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୩.୨ - ରାଜ୍ୟ ସରକାର ସନ୍ଧ୍ୟାବେଳେ ଅତି ତରବରିଆ ଭାବରେ ଓବିସି ଗଠନ କରି ଯେଉଁ ବା ବା ନେବାକୁ ବସିଛନ୍ତି ତାହା ଆଜି ଧରାପଡ଼ିଯାଇଛି । ୨୦୦୬ ମସିହାରୁ ଏ ରାଜ୍ୟ ସରକାର ଓବିସି କମିଶନକୁ ଅଚଳ କରି ରଖିଥିଲେ । ୨୦୧୧ ମସିହାରେ ମାନ୍ୟବର ଓଡ଼ିଶା ହାଇକୋର୍ଟ…

ମହିଳାନେତ୍ରୀଙ୍କ ଆତ୍ମହୃତି ପାଇଁ ପୋଲିସ ପ୍ରଶାସନ ଦାୟୀ :ବିଜେପି

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୧୩/୦୨: ଗତକାଲି ପୁଲିସ ଠାରୁ ନ୍ୟାୟ ନପାଇ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ ନିଆଁ ଲଗାଇ ଆତ୍ମାହୂତି ଉଦ୍ୟମ କରିଛନ୍ତି ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗତ ୨୮ ତାରିଖରେ ପାକିଂକୁ ନେଇ ମୀନାକ୍ଷୀ ମିଶ୍ର ଏବଂ ତାଙ୍କ ପୁଅଙ୍କୁ କିଛି ଦୁବୃତ…

ସରକାରୀ ଅଫିସରଙ୍କ ତୃଟି ଯୋଗୁଁ ୨୩ଟି ଗାଁର ସ୍ଥିତିବାନ ଜମି ଜଗନ୍ନାଥଙ୍କ ଜମିରେ ପରିଣତ..

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୧୨.୦୨.୨୦୨୦ ସେଟେଲ୍‌ମେଂଟ ଅଫିସରଙ୍କ ତ୍ରୁଟି ଯୋଗୁଁ ଜଟଣୀ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୩ଟି ଗାଁର ସାଧାରଣ ଲୋକଙ୍କର ସ୍ଥିତିବାନ ଜମି ଏବେ ଜଗନ୍ନାଥ ଜମିରେ ପରିଣତ ହୋଇଯିବା ଫଳରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଜଟଣୀ ବିଧାୟକ ସୁରେଶ କୁମାର…

ଫେସନ୍ ସୋ ମାଧ୍ୟମରେ ଓଡିଶା କଳା ଓ ସଂସ୍କୃତି ବିକାଶ ପାଇଁ ଅଭିନବ ପ୍ରୟାସ

ଭୁବନେଶ୍ୱର,ନିରପେକ୍ଷ ଖବର: ୬/୨/୨୦୨୦- ଓଡିଶା ଆର୍ଟ ଏଣ୍ଡ କଲଚର ଫାଉଣ୍ଡେସନ ତରଫରୁ ଓଡିଶାର କଳା ଓ ସଂସ୍କୃତିକୁ ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ନିମନ୍ତେ ଫେସନ୍ ସୋ କାର୍ଯ୍ୟକ୍ରମ “ନାୟକୀ”ଭୁବନେଶ୍ୱର ସ୍ଥିତ ଏକ ତାରକା ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ…