Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ପୁରୁଣା ଭୁବନେଶ୍ୱରର ସମାଜସେବୀ ବାସୁଦେବ ଗରାବଡୁଙ୍କ ପରଲୋକ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୫.୨.୨୦୨୦ ରିଖ ଦିନ ୧୨ଟା ୧୦ ମିନିଟ ରେ ଏକ ଘରୋଇ ହସ୍ପିଟାଲରେ ଚିକିଶ୍ଚିତ ହେଉଥିବା ପୁରୁଣା ଭୁବନେଶ୍ୱରର ଜଣାଶୁଣା ପ୍ରତିଷ୍ଠିତ ସମାଜସେବୀ *ବାସୁଦେବ ଗରାବଡୁଙ୍କ* ପରଲୋକ ହୋଇଯାଇଛି।ମୂର୍ତ୍ତୃବେଳକୁ ତାଙ୍କ ବୟସ ୮୬ ବର୍ଷ ହୋଇଥିଲା।ସେ ରାଜ୍ୟ ଜଳସେଚନ…

କର୍କଟ ପିଡ଼ିତଙ୍କ ନିମନ୍ତେ ପାଣ୍ଠି ସଂଗ୍ରହ ଓ ସଂସ୍କୃତିକ କାର୍ଯ୍ୟକ୍ରମ…

ଭୂବନେଶ୍ୱର,ନିରପେକ୍ଷ ଖବର:– ଭୂବନେଶ୍ୱର,ନିରପେକ୍ଷ ଖବର:– ରେଡ଼୍ ସ୍ୱସ୍ତିକ ସୋସାଇଟି ଓଡ଼ିଶା ଶଖା, ସମ୍ପଲି କେୟାର କ୍ଲିନିକ୍ ଓ ଲାୟନ ମିନତୀ ବେହେରା କ୍ୟାନସର ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ କର୍କଟ ପିଡ଼ିତଙ୍କ ଚିକିତ୍ସା ପାଇଁ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନଠାରେ…

ରାମ ମନ୍ଦିର ନିର୍ମାଣକୁ ନେଇ ମୋଦି ସରକାରଙ୍କ ଐତିହାସିକ ଘୋଷଣା….

*ସମଗ୍ର ଓଡିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲା ବିଜେପି। ଭୁବନେଶ୍ୱର,ନିରପେକ୍ଷ ଖବର:୦୫/୦୨: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କେନ୍ଦ୍ରରେ ମୋଦି ସରକାର ଭବ୍ୟ ରାମ ମନ୍ଦିର ନିର୍ମାଣ ଲାଗି "ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର’’ ନାମରେ ଏକ ଟ୍ରଷ୍ଟ ଗଠନ…

ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,ନିରପେକ୍ଷ ଖବର: ତା,୦୨/୦୨/୨୦୨୦  ପୋଖରୀପୁଟ ସ୍ଥିତ ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ ଆଜି ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଶିକ୍ଷାବିତ ପ୍ରଫେସର ଡ. ବାସୁଦେବ ଛାଟୋଇ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ ଛାତ୍ରଛାତ୍ରୀମାନେ ଦେଶ…

ବିଧାୟକ ଅନନ୍ତ ଜେନା ଓ ପୋଲିସ ଡିଏସପି ଅନୁପଙ୍କ ବିରୁଦ୍ଧରେ ବିଜେପି ଦାୟର କଲା ମୋକଦ୍ଦମା

ଭୁବନେଶ୍ୱର,ନିରପେକ୍ଷ ଖବର,ତା.୩୦/୦୧: ରାଜ୍ୟରେ ପୋଲିସ ବ୍ୟବସ୍ଥା ବଡ ଆଶ୍ଚର୍ଯ୍ୟଜନକ ଭାବରେ ଚାଲିଛି । କମିଶନରେଟ ପୋଲିସ ସତରେ ସାଧାରଣ ଲୋକଙ୍କ ପାଇଁ କାମ କରୁଛି ନା ଶାସକ ଦଳର ଗୁଣ୍ଡା ବାହିନି ଭାବେ କାମ କରୁଛି । ୩ ଦିନ ତଳେ ଦୁଇ ଜଣ ଆଦିବାସୀ ଝିଅ ସମ୍ପୃର୍ଣ୍ଣ ଗଣତାନ୍ତ୍ରିକ…

ଭୁବନେଶ୍ୱର ରନ୍‌ୱେ ସପ୍ତାହ ଏବଂ କର୍ପୋରେଟ୍ ଆଇକନ୍ ଆୱାଡ୍ସ

ଭୁବନେଶ୍ୱର,ନିରପେକ୍ଷ ଖବର:(୨୯/୧) : ବିବାହ ହେଉ କି କୌଣସି ଉତ୍ସବ, ସବୁଥିରେ ସୁନ୍ଦର ଦେଖାଯିବା ପାଇଁ ଲୋକମାନଙ୍କ ଚିନ୍ତା ବଢ଼ିଯାଏ । ନୂଆ ଲୁକ୍ ଆକର୍ଷଣୀୟ ଡିଜାଇନ୍‌ର ପୋଷାକ ପିନ୍ଧି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାର ଇଚ୍ଛା ସମସ୍ତଙ୍କର ଥାଏ । ଉଭୟ ପୁଅ ଏବଂ ଝିଅଙ୍କ ଏମିତି ସୌଖିନ ଆଶା…

ପୂର୍ବତଟ ରେଳପଥ ପକ୍ଷରୁ ୭୧ତମ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା:୨୭ /୦୧/୨୦ ରେଳବାଇ ଷ୍ଟାଡିୟମ ଠାରେ ୭୧ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି I ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଏହି ଅବସରରେ ପତାକା ଉତ୍ତୋଳନ କରିବା ସହ ରେଳବାଇ ସୁରକ୍ଷା ବଳ ପକ୍ଷରୁ ଆୟୋଜିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ…

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ୭୧ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ।

ଭୁବନେଶ୍ୱର,ନିରପେକ୍ଷଖବର:ତା:୨୬/୦୧  ୭୧ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀର ମହାତ୍ମାଗାନ୍ଧୀ ମାର୍ଗରେ ଆଜି ରାଜ୍ୟ ସ୍ତରୀୟ ଜାତୀୟ ପତାକା ଉତୋଳନ ଓ ପ୍ୟାରେଡ୍ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍…

ଜାତିଗତ ଜନଗଣନାକୁ ସ୍ୱାଗତ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୨/୦୧/୨୦    ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଙ୍କଳ୍ପ ପାରିତ ହୋଇଛି । ଏ ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ପଦକ୍ଷେପକୁ ତେଲି ସମାଜ ପକ୍ଷରୁ ସ୍ୱାଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ…

ରାଜ୍ୟ ସଭାପତି ଭାବେ ଦାୟୀତ୍ୱ ଗ୍ରହଣ କଲେ ସମୀର ମହାନ୍ତି…

* ଓଡିଶାକୁ ଭାରତବର୍ଷରେ ୧ ନମ୍ବର ରାଜ୍ୟ କରିବାକୁ ପଡିବ :ଧର୍ମେନ୍ଦ୍ର ପ୍ରଧାନ * ଓଡିଶାରେ ସରକାର ନହେବା ପର୍ଯ୍ୟନ୍ତ ଆମକୁ କଠିନ ପରିଶ୍ରମ କରିବାକୁ ପଡିବ : ପ୍ରତାପ ଷଡଙ୍ଗୀ * ସାଢେ ୪ କୋଟି ଓଡିଆଙ୍କ ସମସ୍ୟାରେ ଛିଡା ହେବେ ବିଜେପି କାର୍ଯ୍ୟକର୍ତା : ବସନ୍ତ ପଣ୍ଡା * ଆଗାମୀ ଦିନରେ…

ମକର ସଂକ୍ରାନ୍ତି ପାଇଁ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ୍ ….

ଭୁବନେଶ୍ୱର,ନିରପେକ୍ଷ ଖବର:ତା,୧୪/୦୧/୨୦-ଆସନ୍ତାକାଲି ମକର ସଂକ୍ରାନ୍ତି ପାଈଁ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ ପବିତ୍ର ମକର ସଂକ୍ରାନ୍ତିକୁ ଓଡିଶାର ଗଣପର୍ବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହି ଛୁଟି ଘୋଷଣା…

ଶରଣାର୍ଥୀଙ୍କୁ ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ:

* ବିରୋଧୀଙ୍କ ଗୁଜବ ଏବଂ ମିଥ୍ୟା ପ୍ରଚାରରୁ ଦୂରରେ ରହି ସିଏଏକୁ ସମର୍ଥନ କରନ୍ତୁ :ବସନ୍ତ ପଣ୍ଡା... * ସିଏଏ ଦ୍ୱାରା କାହାରି ନାଗରିକତା ଯିବନି ବୋଲି ସଂସଦରେ ଗୃହମନ୍ତ୍ରୀ କହିଛନ୍ତି :ନିତେଶ ଗଙ୍ଗଦେବ... * ପାକିସ୍ତାନରେ ୨୩ ପ୍ରତିଶତ ଅଳ୍ପସଂଖ୍ୟକ ଏବେ ୩ ପ୍ରତିଶତରେ ପହଂଚିଛି :ସୁରେଶ…

ନବୀନଙ୍କ ନେତୃତ୍ୱରେ ରାଜ୍ୟ ପୋଲିସର ଲଜ୍ଜାଜନକ ପ୍ରଦର୍ଶନ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୦.୦୧,୨୦ – ରାଜ୍ୟ ସରକାର ବିଭିନ୍ନ ସମୟରେ ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ରାଜ୍ୟ ଓ ଦେଶ ବାହାରୁ ବିଭିନ୍ନ ଅନୁଷ୍ଠାନମାନଙ୍କ ଠାରୁ ସ୍ୱଚ୍ଛ ଶାସନରେ ପ୍ରଥମ ପୁରସ୍କାର ଗ୍ରହଣ କରୁଥିବା ସ୍ଥଳେ ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ଭାରତବର୍ଷରେ ସ୍ୱଚ୍ଛ ଶାସନ…

ଭିନ୍ନକ୍ଷମଙ୍କ ପାଇଁ କୃତ୍ରିମ ଅଙ୍ଗ ପ୍ରସ୍ତୁତିରେ ଅଧିକ ଧ୍ୟାନ ଦିଆଯିବ

ଭୁବନେଶ୍ୱର,ନିରପେକ୍ଷ ଖବର: ୧୦/୦୧/୨୦୨୦ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ କୃତି୍ରମ ଅଙ୍ଗ ନିର୍ମାଣ ବାବଦରେ ବିଶେଷ ଧ୍ୟାନ ଦେବ । ଫଳରେ ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଶିବିର ତଥା ‘କ୍ଷମତା ଏକ୍ସପ୍ରେସ୍‌’ ନିର୍ଘଣ୍ଟ ସ୍ଥାନଗୁଡ଼ିକରେ ପରୀକ୍ଷାକ୍ରମେ ନିର୍ଦ୍ଧାରିତ…

ଓଡିଶାର ଜନତା କଂଗ୍ରେସ ଏବଂ ବାମପନ୍ଥୀଙ୍କ ବନ୍ଦ ଡାକରାକୁ ପ୍ରତ୍ୟାଖାନ କରିଛନ୍ତି :ବିଜେପି

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୦୮/୦୧: କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ଆଜି ସଂପୂର୍ଣ୍ଣ ଭାବେ ବିଫଳ ହୋଇଛି । ଆଜି ଜୀବନଯାତ୍ରା ପୂରା ସ୍ୱାଭାବିକ ରହିଥିଲା । କଂଗ୍ରେସ ବନ୍ଦ ସମୟରେ ହିଂସା ସୃଷ୍ଟି କରେ । ଏହାକୁ ଦୃଷ୍ଟିରେ ରଖି କିଛି ସ୍ଥାନରେ ଦୋକାନ ବଜାର ବନ୍ଦ ଥିଲା । ରାଜଧାନୀ…

ସମର୍ଥ ଓଡ଼ିଶା ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ….

*ସମ୍ମାନିତ ହେଲେ ୪୦ ପ୍ରେରଣାଦାୟୀ ବ୍ୟକ୍ତି ବିଶେଷ... ଭୁବନେଶ୍ୱର,ନିରପେକ୍ଷ ଖବର: ରାଜ୍ୟର ଅଗ୍ରଣୀ ମାନବ ଅଧିକାର କ୍ଷେତ୍ରରେ କାର୍ଯ୍ୟକରୁଥିବା ସମାଜ ସେବା ପ୍ରତିଷ୍ଠାନ ‘ସମର୍ଥ ଓଡ଼ିଶା’ ପକ୍ଷରୁ ପ୍ରଥମ ଆର୍ନ୍ତଜାତୀକ ସମ୍ବର୍ଦ୍ଧନା ଉତ୍ସବ (ୟୁ ଓ ମି) ସ୍ଥାନୀୟ ଇଡ଼ିକଲ ଅଡ଼ିଟୋରିୟମ୍…

ମହିଳା ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ…

ଭୁବନେଶ୍ୱର:ନିରପେକ୍ଷ ଖବର, ତା,୨୮/୧୨/୨୦୧୯ କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଥିବା ବେଳେ ଆଜି ପୁଣି ଖବର ସଂଗ୍ରହ ପାଇଁ ଆସିଥିବା ଜଣେ ମହିଳା ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।ଏସ୍‌ପ୍ଲାନେଡ୍‌ ମଲକୁ ଆସୁଥିବା ଗ୍ରାହକଙ୍କ ଠାରୁ ମଲ ମାଲିକ ବେଆଇନ ଭାବେ…

ଏସବିଆଇ ଗ୍ରାହକଙ୍କ ପାଇଁ ନୂଆବର୍ଷରୁ ଲାଗୁ ହେବ ନୂଆ ନିୟମ…

ଭୁବନେଶ୍ୱର, ନିରପେକ୍ଷ ଖବର:୨୮/୧୨/୧୯ ଏସବିଆଇ ଗ୍ରାହକଙ୍କ ପାଇଁ ନୂଆବର୍ଷରୁ ଲାଗୁ ହେବ ନୂଆ ନିୟମ । ଯଦି ଆପଣ ଏସବିଆଇ ଏଟିଏମ କାର୍ଡ ବ୍ୟବହାର କରୁଛନ୍ତି ତେବେ ଜାଣନ୍ତୁ ଏହି ଖବର ।ଜାନୁଆରୀ ଏକ ତାରିଖରୁ ଏଟିଏମରୁ ଟଙ୍କା ଉଠାଣ ନେଇ ନିୟମ ଲାଗୁ ହେଵାକୁ ଯାଉଛି । ୨୦୨୦ ନୂତନ ବର୍ଷ…

ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ଜୟନ୍ତୀ….

ଭୁବନେଶ୍ୱର,ନିରପେକ୍ଷ ଖବର:ତା- ୧୪.୧୨.୨୦୧୯ ଓଡିଆ ଜାତୀୟତାର,ଓଡିଆ ସ୍ୱାଭିମାନର ଏବଂ ଓଡିଆ ଭାଷା ଆନ୍ଦୋଳନର ଉତୁଙ୍ଗ ବ୍ୟକ୍ତିତ୍ୱ ଥିଲେ ବାଙ୍କୀର ବୈଦେଶ୍ୱର ନିକଟସ୍ଥ ବ୍ରଜବିହାରପୁରରେ ଜନ୍ମଗ୍ରହଣ କରିଥିବା ପଣ୍ଡିତ ନୀଳମଣି ବିଦ୍ୟାରତ୍ନ । ସମ୍ବଲପୁର ହିତୈଷିଣୀ ପତ୍ରିକାରେ ତକ୍ରାଳୀନ…