Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଜଳାଭିଷେକ ପାଇଁ ଯାଉଥିବା ବେଳେ ଚାଲିଗଲା ଦୁଇ କାଉଡ଼ିଆଙ୍କ ଜୀବନ…

ବାଙ୍ଗରିପୋଷି ଠାରେ ହେଲା ମର୍ମନ୍ତୁତ ସଡକ ଦୁର୍ଘଟଣା..

0

ନିରପେକ୍ଷ ଖବର(ବାରିପଦା)ତା: ୨୭/୦୭/୨୦୧୯-ମୟୁରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରେ ଘଟିଯାଇଛି ମର୍ମନ୍ତୁତ ସଡ଼କ ଦୁର୍ଘଟଣା। ଶ୍ରାବଣ ମାସର ସୋମବାର ଦିନ ବାବା ମହାଦେବ ଙ୍କ ଲିଙ୍ଗରେ ଜଳାଭିଷେକ କଲେ ପୁଣ୍ୟ ମିଳେ ବୋଲି ଲୋକବାଣୀ ଅଛି। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରୁ କୋରାପୁଟ ଜିଲ୍ଲାର ଗୁପ୍ତେଶ୍ଵର ମହାଦେବଙ୍କ ନିକଟରେ ଜଳାଭିଷେକ ପାଇଁ ଯିବା ବାଟରେ 2ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ 9 ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସା ହେଉଛନ୍ତି।ଗତ ଶୁକ୍ରବାର ବିଳମ୍ବିତ ରାତି ୧୧:୦୦ଟା ସମୟରେ ଏକ ଵୋଲେରରେ ବାଙ୍ଗରିପୋଷି ଠାରୁ ସ୍ଥାନୀୟ ୧୦ଜଣ କାଉଡ଼ିଆ ଯାତ୍ରା ଆରମ୍ଭ କରିଥିଲେ। ହେଲେ ଭାଗ୍ୟର ବିଡ଼ମ୍ବନା ମାତ୍ର ଏକ କିଲୋମିଟର ଯିବା ପରେ ଘାଟି ପୂର୍ବରୁ ଥିବା ଟୁନା ଢ଼ାବା ସମ୍ମୁଖରେ ଶିକାର ହୋଇଥିଲେ ଏକ ବିରାଟ ଧରଣର ଦୁର୍ଘଟଣାର। ସୂଚନା ମୁତାବକ ବିଶୋଇ ଆଡୁ ଆସୁଥିବା ୧୪ ଚକିଆ ଗାଡିଟି ଭାରସାମ୍ୟ ହରେଇ ପିଟିଥିଲା ଵୋଲେରକୁ। ଵୋଲେରଟି ଦୁର୍ଘଟଣା ସ୍ଥଳରୁ ୧୦ମିଟର ଦୂରକୁ ଚାଲିଯାଇଥିଲା। ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ ଜଣ ବାରିପଦା ପିଆରଏମ ଭେଷଜ ଚିକିତ୍ସାଳୟ ଓ ମହାବିଦ୍ୟାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକ ଦୁଇଜଣ ହେଲେ ମହୁଲବରେଇ ଅଞ୍ଚଳର ଶିବଶଙ୍କର ସାହୁ(୩୦) ଓ ହାନଦା ଅଞ୍ଚଳର ରଞ୍ଜିତ କୁମାର ରାମ(୩୦)। ଟ୍ରକ ଡ୍ରାଇଭର ଥାନାରେ ଅଟକ ଥିବା ବେଳେ ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।ଏହି ଘଟଣା ପରେ ସ୍ଥାନନୀୟ ଅଞ୍ଚଳରେ ଦୁଃଖର ଛାୟା ଖେଳିଯାଇଛି।

Mo sapath

Leave A Reply

Your email address will not be published.